ମାତ୍ର ତେମ୍ଭମାନେେ ତୁମ୍ଭମାନଙ୍କର ମନ ବଦଳାଇ ଆମ୍ଭର ନାମକୁ ଅପବିତ୍ର କଲ। ଆଉ ଯେଉଁମାନଙ୍କୁ ମୁକ୍ତ କରି ବିଦାଯ ଦଇେଥିଲୁ, ପୁନର୍ବାର ସମାନଙ୍କେୁ ଆଣି ଆପଣା ଆପଣା ଦାସ୍ଯକର୍ମ ରେ ବାଧ୍ଯ କରି ନିୟୁକ୍ତ କଲ।
Cross references
ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
ଆଉ ତୁମ୍ଭମାନେେ ଆମ୍ଭ ନାମ ନଇେ ମିଥ୍ଯା ରାଣ କରିବ ନାହିଁ। ତାହାହେଲେ ତୁମ୍ଭମାନେେ ଆପଣା ପରମେଶ୍ବରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ।
ସଦାପ୍ରଭୁ କହିଲେ,ଶାଉଲ ମାେତେ ଅନକ୍ସ୍ଟସରଣ କରୁନାହିଁ। ତେଣୁ ଶାଉଲଙ୍କକ୍ସ୍ଟ ରାଜା କରିଥିବାରକ୍ସ୍ଟ ମୁ ଦକ୍ସ୍ଟଃଖିତ ଅଟେ। ସେ ମାରେ ଆଦେଶକକ୍ସ୍ଟ ଅବଜ୍ଞା କଲା। ଏଥି ରେ ଶାମକ୍ସ୍ଟଯଲେ କୋର୍ଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
ମାତ୍ର ତାହାପ ରେ ସମାନେେ ନିଜ ନିଜ ହୃଦଯ ପରିବର୍ତ୍ତନ କଲେ ଓ ଯେଉଁ ଦାସଦାସୀଙ୍କୁ ମୁକ୍ତ କରିଥିଲେ, ସମାନଙ୍କେୁ ପୁନର୍ବାର ଆଣି ଦାସ୍ଯକର୍ମ ରେ ନିୟୁକ୍ତ କଲେ।
ସହେିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହବୋ ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା' ସମ୍ମୁଖ ରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତବେେ ସେ ମୃତ୍ଯୁବରଣ କରିବ ଏବଂ ତା'ର ପୁଣ୍ଯକର୍ମସବୁ ହିସାବକୁ ନିଆୟିବ ନାହିଁ। ସେ ମୃତ୍ଯୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା'ର ମୃତ୍ଯୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାଯୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।
ସଦାପ୍ରଭୁ ମାେତେ ପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ରାଜା ବାବିଲ ରେ ମୃତ୍ଯୁବରଣ କରିବ, ଯେ ହତେୁ ସେ ରାଜା ବିରୁଦ୍ଧ ରେ ବିଦ୍ରୋହ କଲା, ୟିଏ ତାକୁ ସିଂହାସନ ରେ ସ୍ଥାପନ କରିଥିଲେ, ସେ ତାଙ୍କ ସହିତ କରିଥିବା ପ୍ରତିଜ୍ଞା ଭଙ୍ଗ କଲେ।
କିନ୍ତୁ ଯଦି ଜଣେ ଧାର୍ମିକ ବ୍ଯକ୍ତି ତା'ର ଧାର୍ମିକତାରୁ ବିରତ ହୁଏ ଏବଂ ଦୁଷ୍ଟ ଲୋକର ସମସ୍ତ ଜଘନ୍ଯ କାର୍ୟ୍ଯ କରେ, ସେ ବଞ୍ଚିବ କି? ତା'ର (ଆଗରୁ କରିଥିବା) ଧାର୍ମିକତା କାର୍ୟ୍ଯସବୁ ହିସାବକୁ ନିଆୟିବ ନାହିଁ। ତା'ର ବର୍ତ୍ତମାନର ପାପ ଯୋଗୁଁ ସେ ନିଶ୍ଚିତ ଭାବରେ ମରିବ।
ହେ ଇଶ୍ରାୟେଲର ଭବିଷ୍ଯତ୍ ବଂଶଧରଗଣ ! ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଯଦି ମାେ ନିର୍ଦ୍ଦଶେ ପ୍ରତି ଧ୍ଯାନ ନ ଦିଅ, ୟାଅ ଓ ତୁମ୍ଭର ମୂର୍ତ୍ତିଗୁଡ଼ିକର ପୂଜା କର। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କର ଉପହାର ଓ ମୂର୍ତ୍ତିଗୁଡ଼ିକ ଦ୍ବାରା ମାରେ ପବିତ୍ର ନାମକୁ ନଷ୍ଟ କରିବ ନାହିଁ।
ହେ ମନୁଷ୍ଯପୁତ୍ର, ତୁମ୍ଭର ଲୋକମାନଙ୍କୁ କୁହ, 'ଧାର୍ମିକମାନଙ୍କର ପୁଣ୍ଯ ସଦେିନ ତାକୁ ରକ୍ଷା କରିପାରିବ ନାହିଁ, ଯେତବେେଳେ ସେ ପାପ କରେ। ଏବଂ ଦୁଷ୍ଟ ଲୋକର ଦୁଷ୍ଟ ସ୍ବଭାବ ତା'ର ପତନର କାରଣ ହବେ ନାହିଁ ଯେତବେେଳେ ସେ ଠିକ୍ କାର୍ୟ୍ଯ କରିବାକୁ ଆରମ୍ଭ କରେ। ଏବଂ ଯେଉଁଦିନ ଦୁଷ୍ଟ ଲୋକଟି ତା'ର ପାପରୁ ନିବୃତ ହବେ, ସେ ତା'ର ପାପ ପାଇଁ ଆଉ ୟନ୍ତ୍ରଣା ଭୋଗ କରିବ ନାହିଁ। ଏବଂ ଠିକ୍ ସହେିପରି ଜଣେ ଧାର୍ମିକ ଲୋକ ପାପ କରେ, ତବେେ ତାକୁ ତା'ର ଅତୀତର ଧାର୍ମିକତା ୟୋଗୁଁ ବଞ୍ଚିବାକୁ ଅନୁମତି ଦିଆୟିବ ନାହିଁ।'
ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ମୁଁ ମାରେପବିତ୍ର ନାମକୁ ଜ୍ଞାତ କରାଇବି। ମାରେ ପବିତ୍ର ନାମକୁ ଆଉ ଅପବିତ୍ର ହବୋକୁ ଦବେି ନାହିଁ। ତାହା ହେଲେ ମୁଁ ଯେ ଇଶ୍ରାୟେଲ ମଧିଅରେ ଧର୍ମମଯ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀଯମାନେ ଜାଣିବେ।
ସଦାପ୍ରଭୁ କହିଲେ, ତୁମ୍ଭମାନେେ ଆମ୍ଭର ୟଜ୍ଞବଦେୀ ଉପ ରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ।
ମାତ୍ର, ତୁମ୍ଭମାନେେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭମାନେେ କହୁଛ ସଦାପ୍ରଭୁଙ୍କର ୟଜ୍ଞବଦେୀ ଅପବିତ୍ର।
ଚ଼ାକର ବାହାରୁଥିବା ସମୟରେ ରାସ୍ତା ରେ ସେ ତା'ର ଜଣେ ସଙ୍ଗୀ ଚ଼ାକରକୁ ଦେଖିଲା। ସେ ଜଣକ ତାଠାରୁ ଶ ହେ ମୁଦ୍ରା ଋଣ କରିଥିଲା। ପ୍ରଥମେ ଚ଼ାକର ଦ୍ବିତୀୟ ଚ଼ାକରର ତଣ୍ଟି ଚ଼ିପି ଧରି କହିଲା, 'ମାେ ଠାରୁ ଯେଉଁ ଋଣ ନଇେଛୁ, ତାହାକୁ ଶୁଝି ଦେ।'
ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।