ପୁଣି ଯେଉଁମାନେ ଆମ୍ଭର ନିଯମ ଲଙ୍ଘନ କରିଅଛନ୍ତି ଓ ଗୋବତ୍ସକୁ ଦୁଇଖଣ୍ଡ କରି ତନ୍ମଧିଅରେ ଗମନ କରିଛନ୍ତି, ମୁଁ ସମାନଙ୍କେୁ ସହେି ବାଛୁରୀ ପରି କରିବି।
Cross references
କିନ୍ତୁ ଅବ୍ରାମ କହିଲେ, ହେ ସଦାପ୍ରଭୁ, ମାରେ ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହବେି, ତାହା ମୁଁ କିପରି ଜାଣିବି?
ସେ ସେସବୁକୁ ସେ ପରମେଶ୍ବରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସଗେୁଡ଼ିକ ଦୁଇ ଧାଡ଼ି ରେ ରଖି ପ୍ରେତ୍ୟକକ ଅଧାର ଉପରେ ଆଉ ଅଧା ୟୁକ୍ତି ଚ଼ିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
ସୂର୍ୟ୍ଯାସ୍ତ ପରେ, ଯେତବେେଳେ ଏହା ଘାରେ ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ଯଳନ୍ତ ମଶାଲ ହଠାତ୍ ଦଖାଗେଲା ଏବଂ ତାହା ଦୁଇ ଧାଡ଼ି ରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ଯ ଦଇେ ଗଲା।
ଯଦି କେତକେ ପୁରୁଷ ଓ ସ୍ତ୍ରୀ ସଦାପ୍ରଭୁଙ୍କର ନିଯମ ଅବମାନନା କରନ୍ତି ଏବଂ ପାପ କରନ୍ତି ଏବଂ ମାେ ଆଦେଶ ବିରକ୍ସ୍ଟଦ୍ଧ ରେ ୟାଆନ୍ତି, ଯେ କୌଣସି ନଗର ମଧିଅରେ ଯେଉଁଗୁଡିକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି ଏବଂ ତାଙ୍କର ନିଯମ ଭଂଗ କରନ୍ତି।
ଇଶ୍ରାୟେଲୀୟ ଲୋକମାନେ ମାେ ବିରକ୍ସ୍ଟଦ୍ଧ ରେ ପାପ କରିଛନ୍ତି। ମୁ ସମାନଙ୍କେୁ ଯେଉଁ ନିଯମ ମାନିବାକକ୍ସ୍ଟ ଦଇେଥିଲି, ସମାନେେ ତାହାକକ୍ସ୍ଟ ଅମାନ୍ଯ କରୁଛନ୍ତି। ସମାନେେ କିଛି ଜିନିଷ ଆଣିଛନ୍ତି, ଯାହାକକ୍ସ୍ଟ ମୁ ଧ୍ବଂସ କରିବାକୁ କହିଥିଲି। ସମାନେେ ମାଠାେରକ୍ସ୍ଟ ଏହା ଗ୍ଭରେି କରିଛନ୍ତି। ତା'ପରେ ସମାନେେ ଏହାକକ୍ସ୍ଟ ଅସ୍ବୀକାର କଲେ। ଆଉ ସଗେୁଡିକୁ ନିଜର ସାମଗ୍ରି ସହିତ ରଖିଲେ।
ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ସଙ୍ଗ ରେ କରିଥିବା ଚକ୍ସ୍ଟକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭକ୍ସ୍ଟଙ୍କକ୍ସ୍ଟ ଉପାସନା କର ବା ଅନ୍ୟ ଦବେତାମାନଙ୍କୁ ସବୋ କର, ତବେେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହାପରେ ତୁମ୍ଭକୁ ସଦାପ୍ରଭୁ ଦଇେଥିବା ଭଲ ଭୂମିକକ୍ସ୍ଟ ହରାଇବାକକ୍ସ୍ଟ ପଡିବ।
ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯଗୁଡ଼ିକ ବିଷଯରେ କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରନ୍ତି ଏବଂ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ସମାନଙ୍କେୁ କହନ୍ତି।
କିନ୍ତୁ ଠିକ୍ ଆଦମ ପରି ସମାନେେ ଚୁକ୍ତି ଭଙ୍ଗ କଲେ। ସମାନେେ ନିଜ ଭୂମିରେ ଆମ୍ଭ ସହିତ ପ୍ରତାରଣା କଲେ।
ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପ ରେ ବାଜପକ୍ଷୀ ପରି ଜଗି ରୁହ। ଇଶ୍ରାୟେଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସମାନେେ ଆମ୍ଭ ବ୍ଯବସ୍ଥା ବିଷଯକୁ ଅମାନ୍ଯ କରିଛନ୍ତି।