Home Bibles ☰ Books ଯିରିମିୟ 35:15 · ଓଡ଼ିଆ ବାଇବେଲ
ଯିରିମିୟ 35:15 · ଓଡ଼ିଆ ବାଇବେଲ

ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।

Cross references

ଦିତୀୟ ବିବରଣ 30:20

ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।

ଯିଶାଇୟ 1:16

ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଯିରିମିୟ 3:14

ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।

ଯିରିମିୟ 4:1

ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଯଦି ତୁମ୍ଭେ ଫରେି ଆସିବାକୁ ଇଚ୍ଛା କରୁଛ, ତବେେ ମାେ ନିକଟକୁ ଫରେିଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖରୁ ଫିଙ୍ଗି ଦିଅ ଓ ବିପଥଗାମୀ ହୁଅ ନାହିଁ।

ଯିରିମିୟ 4:14

ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିରିମିୟ 7:3

ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।

ଯିରିମିୟ 7:7

ତବେେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ୟ୍ଯନ୍ତ ଉପ ଭୋଗ କରିବାକୁ ଦବୋ।

ଯିରିମିୟ 7:25

ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ୟ୍ଯନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ଯଦବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସମାନଙ୍କେୁ ପାଇଅଛୁ।

ଯିରିମିୟ 17:20

ସମାନଙ୍କେୁ କୁହ, ' ହେ ଯିହୁଦାର ରାଜଗଣ, ହେ ସମୁଦାଯ ଯିହୁଦା ଓ ସମସ୍ତ ଇଶ୍ରାୟେଲର ନିବାସୀ ଓ ତୁମ୍ଭମାନେେ ଯେଉଁମାନେ କି ଏହି ଫାଟକ ଦଇେ ପ୍ରବେଶ କରୁଛ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଯିରିମିୟ 18:11

ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'

ଯିରିମିୟ 22:4

ଆଉ ଯଦି ତୁମ୍ଭମାନେେ ପ୍ରକୃତ ରେ ଏହିସବୁ କାର୍ୟ୍ଯ କର, ତବେେ ଦାଉଦଙ୍କ ସିଂହାସନ ରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ବ ରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦଇେ ଗୃହ ରେ ପ୍ରବେଶ କରିବେ।

ଯିରିମିୟ 25:5

ସହେି ଭବିଷ୍ଯଦବକ୍ତାଗଣ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫରେ। ତାହା ହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ତାହା ମଧିଅରେ ତୁମ୍ଭମାନେେ ବାସ କରିବ।

ଯିରିମିୟ 26:13

ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।

ଯିରିମିୟ 34:14

ଆମ୍ଭେ ସମାନଙ୍କେୁ କହିଥିଲୁ, 'ତୁମ୍ଭର କୌଣସି ଏବ୍ରୀଯ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହାଇେ ଛଅବର୍ଷ ତୁମ୍ଭର ଦାସ୍ଯକର୍ମ କଲା ଉତ୍ତା ରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାଯ ଦବେ, ତୁମ୍ଭମାନେେ ପ୍ରେତ୍ୟକକ ସାତବର୍ଷର ଶଷେ ରେ ଆପଣା ଆପଣାର ସହେି ଭ୍ରାତାଙ୍କୁ ମୁକ୍ତ କରିବ।' ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ଯ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ।

ଯିରିମିୟ 44:4

ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'

Interlinear

Choose Theme