Home Bibles ଯିରିମିୟ 36:2 · ଓଡ଼ିଆ ବାଇବେଲ
ଯିରିମିୟ 36:2 · ଓଡ଼ିଆ ବାଇବେଲ

ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ବ କାଳରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧ ରେ ଯାହା ଯାହା କରିଅଛୁ, ସେ ସମସ୍ତ ସହେି ପୁସ୍ତକରେ ଲେଖ।

Cross references

ଯାତ୍ରା ପୁସ୍ତକ 17:14

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ୟୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳ ରେ ଲୋକମାନେ ମନରେଖି ପାରିବେ ଏଠା ରେ ଯାହାସବୁ ଘଟିଥିଲା। ଏବଂ ଯିହାଶୂେୟଙ୍କ ପାଖ ରେ ସହେି ପୁସ୍ତକ ପଢ। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲକେୀଯମାନଙ୍କୁ ଏହି ପୃଥିବୀରୁ ଧ୍ବଂସ କରିବି।

ଦିତୀୟ ବିବରଣ 31:24

ମାଶାେ ୟତ୍ମପୂର୍ବକ ସହେି ବ୍ଯବସ୍ଥା ପୁସ୍ତକକରେ ସମସ୍ତ ଲେଖିଲେ।

ଦିତୀୟ ରାଜାବଳୀ 17:18

ଏଣୁ ସଦାପ୍ରଭୁ ଇଶ୍ରାୟେଲ ଉପରେ ଅତ୍ଯନ୍ତ କ୍ରୋଦ୍ଧ ହେଲେ ଓ ସମାନଙ୍କେୁ ନିଜ ଦୃଷ୍ଟି ଦୂ ରଇେ ଦେଲେ। କବଳେ ଯିହୁଦାର ଗୋଷ୍ଠୀ ଛଡା ଆଉ କହେି ଅବଶିଷ୍ଟ ରହିଲେ ନାହିଁ।

ଏଜ୍ରା 6:2

ଏବଂ ମାଦୀଯ ପ୍ରଦେଶସ୍ଥ ଅକ୍ଷ୍ମଥା ଦୁର୍ଗ ରେ ଏକ ପୁସ୍ତକ ମିଳିଲା। ଏକ ଇତିହାସ ଏଥି ରେ ଲଖାେ ୟାଇଥିଲା।

ଆୟୁବ ପୁସ୍ତକ 31:35

ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।

ଗୀତସଂହିତା 40:7

ତଣେୁ ମୁଁ କହିଲି, ମୁଁ ଉପସ୍ଥିତ ଅଛି, ମାେତେ ତୁମ୍ଭେ ନିଅ। ଏହା ମାେ ବିଷଯରେ ପୁସ୍ତକରେ ଲଖାୟୋଇଛି।

ଯିଶାଇୟ 8:1

ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଏକ ବୃହତ ଫଳକ ନଇେ ଏକ ସ୍ବତନ୍ତ୍ର ଲେଖନୀ ସାହାୟ୍ଯ ରେ ତା'ଉପ ରେ ଏହି କଥାସବୁ ଲେଖ। ତାହା ହେଉଛି, ମ ହରେ-ଶାଲଲ-ହାଶ୍-ବସ୍।' ଏହାର ଅର୍ଥ ହେଉଛି, ଖୁବ୍ ଶୀଘ୍ର ଲୁଣ୍ଠନ ଓ ଚୋରି ହବେ।

ଯିଶାଇୟ 30:8

ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।

ଯିରିମିୟ 1:2

ଆମାନଙ୍କେ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ବର ତ୍ରଯୋଦଶ ବର୍ଷ ରେ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

ଯିରିମିୟ 1:5

ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।

ଯିରିମିୟ 1:10

ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ଯଗୁଡ଼ିକର ଦାଯିତ୍ବ ରେ ନିୟୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ଯ କରିବ।

ଯିରିମିୟ 2:4

ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।

ଯିରିମିୟ 3:3

ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହାଇେଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ଯାର ଭଂଗୀ ଓ ଲଜ୍ଜ୍ଯାହୀନ ଚାହାଣୀ ବଜାଯ ରଖିଛ ଓ ଲଜ୍ଜିତ ହବୋକୁ ଅସ୍ବୀକାର କରୁଛ।

ଯିରିମିୟ 23:13

ଶମରିଯାର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସମାନେେ ବାଲଦବେ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି ଇଶ୍ରାୟେଲ ଲୋକମାନଙ୍କୁ କୁପଥରେ ଚଳାଇଲେ।

ଯିରିମିୟ 25:3

ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।

ଯିରିମିୟ 25:9

ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟ 25:15

ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।

ଯିରିମିୟ 30:2

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।

ଯିରିମିୟ 32:30

ପୁଣି ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ, ଇଶ୍ରାୟେଲ ଓ ଯିହୁଦାର ସନ୍ତାନଗଣ ତାହା ସମାନଙ୍କେ ବାଲ୍ଯକାଳରୁ କରି ଆସୁଛନ୍ତି। ଇଶ୍ରାୟେଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କବଳେ ଆମ୍ଭକୁ ବିରକ୍ତ କରିଛନ୍ତି। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 36:6

ତେଣୁ ତୁମ୍ଭେ ୟାଅ ଓ ମାେ ମୁଖରୁ ଯାହାସବୁ ଶୁଣିଛ ଏହି ପୁସ୍ତକରେ ଲେଖ, ସଦାପ୍ରଭୁଙ୍କର ସହେିସବୁ ବାକ୍ଯ ଉପବାସ ଦିନ ସଦାପ୍ରଭୁଙ୍କ ମନ୍ଦିର ରେ ଉପସ୍ଥିତ ସମସ୍ତ ଲୋକଙ୍କ କର୍ଣ୍ଣଗୋଚର ରେ ପାଠ କର। ଆଉ ମଧ୍ଯ ଯିହୁଦାର ନଗରଗୁଡ଼ିକରୁ ଆଗତ ସମସ୍ତ ଲୋକଙ୍କ ଶୁଣିବା ଭଳି ତାହା ପାଠ କର।

ଯିରିମିୟ 36:18

ବାରୂକ ଉତ୍ତର କଲେ, ହଁ, ଯିରିମିୟ ଯାହାସବୁ ମାେତେ କହିଲେ, ମୁଁ କାଳି ନଇେ ଏହି ପୁସ୍ତକରେ ସେସବୁ ଲେଖିଲି।

ଯିରିମିୟ 36:23

ଅନନ୍ତର ୟିହୁଦି ପୁସ୍ତକରୁ ତନିଚାରି ପତ୍ର ପାଠ କଲାପ ରେ ରାଜା ଏକ କ୍ଷୁଦ୍ର ଛୁରୀ ରେ ତାହାକୁ କାଟି ଅଗ୍ନିପାତ୍ର ରେ ଥିବା ଅଗ୍ନି ରେ ତାହା ପକାଇ ଦେଲେ। ଶଷେ ରେ ସହେି ପାତ୍ର ଅଗ୍ନି ରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।

ଯିରିମିୟ 36:29

ପୁଣି ଯିହୁଦାର ରାଜା ୟିହୋଯାମୀମଙ୍କୁ ତୁମ୍ଭେ ଏହା କହିବ, 'ସଦାପ୍ରଭୁ ଏହା କହନ୍ତି, ବାବିଲର ରାଜା ନିଶ୍ଚଯ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ଯ ଓ ପଶୁଶୂନ୍ଯ କରିବ। ଏପରି କଥା ସେଥି ରେ ଅଛି ? ଏଥି ସକାେଶ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।

ଯିରିମିୟ 45:1

ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ଚତୁର୍ଥ ବର୍ଷ ରେ ନରେିଯର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମିୟ ଭବିଷ୍ଯଦବକ୍ତା ତାକୁ ଏହି କଥା କହିଲେ।

ଯିରିମିୟ 47:1

ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷଯ ରେ ସଦାପ୍ରୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।

ଯିରିମିୟ 51:60

ଆଉ ଯିରିମିୟ ବାବିଲର ଭବିଷ୍ଯତ ରେ ଘଟିବାକୁ ଥିବା ସମସ୍ତ ଅମଙ୍ଗଳ କଥା ଏକ ପୁସ୍ତକରେ ଲେଖିଲେ।

ଯିହିଜିକଲ 2:9

ତା'ପ ରେ ମୁଁ ଦେଖିଲି ଏକ ହସ୍ତ ମାେ ଆଡ଼େ ପ୍ରସାରିତ ହେଲା। ସେ ହାତ ରେ ଲଖାେଥିବା ଏକ ନଳାକାର ପୁସ୍ତକ ଥିଲା।

ଯିହିଜିକଲ 3:1

ଅନନ୍ତର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭ ସମ୍ମୁଖ ରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇଶ୍ରାୟେଲ ବଂଶକୁ ୟାଇ ଏସବୁ କଥା କୁହ।

ହୋଶେୟ 8:12

ଏପରିକି ଆମ୍ଭେ ଇଫ୍ରଯିମ ପାଇଁ 10,000 ନିଯମ ଲେଖିଲେ ମଧ୍ଯ ସେ ସଗେୁଡିକ ଅଜଣା ଦ୍ରବ୍ଯ ପରି ବିବଚେନା କରିବ।

ହବକକୂକ 2:2

ସଦାପ୍ରଭୁ ମାେତେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦଖାେଉଛୁ ତାହା ଗୋଟିଏ ଫଳକ ଉପ ରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜ ରେ ପଢି ପାରିବେ।

ଯିଖରିୟ 5:1

ମୁଁ ପୁଣି ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଓ ଏକ ଉଡନ୍ତା ନଳାକାର ପୁସ୍ତକ ଦେଖିଲି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:1

ତା'ପରେ ମୁଁ ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କର ଦକ୍ଷିଣ ହସ୍ତ ରେ ଗୋଟିଏ ଚର୍ମପତ ର ଥିବାର ଦେଖିଲି। ସହେି ଚର୍ମପତ୍ରଟିର ଉଭୟ ପଟେ ଲଖାେ ହାଇେଥିଲା। ସହେି ଚର୍ମପତ୍ରଟି ସାତାଟେି ମୁଦ୍ରା ରେ ବନ୍ଦ କରାଯାଇଥିଲା।

Interlinear

Choose Theme