କିନ୍ତୁ ବର୍ତ୍ତମାନ ହେ ମାରେ ପ୍ରଭୁ, ମହାରାଜ, ମାରେ ଅନୁ ରୋଧ ରକ୍ଷାକରି ମାରେ କଥା ଶ୍ରବଣ କରନ୍ତୁ, ଆପଣ ୟୋନାଥନ୍ ଲେଖକର ଗୃହକୁ ମାେତେ ପୁନର୍ବାର ପଠାନ୍ତୁ ନାହିଁ। ତାହା ହେଲେ ସଠାେ ରେ ମୁଁ ମରିୟିବି। ମୁଁ ନିବଦନେ କରୁଛି, ମାରେ ଏହି ଅନୁରୋଧ ଆପଣଙ୍କ ଛାମୁ ରେ ଗ୍ରାହ୍ଯ ହେଉ।
Cross references
ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ରକ୍ଷା କର।
ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।
ସମାନେେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତ ରେ ନିଜ ନିଜର ବୀନତି ଜଣାଇବେ ଓ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେିବେ ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧ ରେ ଭୟଙ୍କର କୋରଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।
ଏଣୁ ସମାନେେ ଯିରିମିୟଙ୍କୁ ନଇେ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲିଯ ରାଜପୁତ୍ରର କୂପ ରେ ପକାଇ ଦେଲେ। ସମାନେେ ରଜ୍ଜୁ ରେ ଯିରିମିୟଙ୍କୁ କୂପ ମଧ୍ଯକୁ ଓହ୍ଲାଇ ଦେଲେ। ପୁଣି ସହେି କୂପ ରେ ଜଳ ନ ଥିଲା, କବଳେ ପଙ୍କ ଥିଲା। ଯିରିମିୟ ସହେି ପଙ୍କ ରେ ନିମଗ୍ନ ହେଲେ।
ସହେି ସମୟରେ ତୁମ୍ଭେ ସମାନଙ୍କେୁ କହିବ, ' ମାେତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନଯ କଲି। ତା' ନ ହେଲେ ମୁଁ ସଠାେ ରେ ମରିୟିବି।
ସେ ସମସ୍ତ ଲୋକ ତାଙ୍କୁ କହିଲେ, ହେ ଯିରିମିୟ, ଆମ୍ଭମାନେେ ତୁମ୍ଭକୁ ନିବଦନେ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ବଚକ୍ଷୁ ରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭମାନେେ ଅନକେ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।
ପାଉଲଙ୍କର ଭଣଜା ଏ ଷଡ଼ୟନ୍ତ୍ର ବିଷୟ ରେ ଶୁଣିଲେ। ସେ ସନୋମାନଙ୍କ ସୈନ୍ଯନିବାସକୁ ଯାଇ ପାଉଲଙ୍କୁ ଏ ବିଷୟ ରେ କହିଲେ।
ପାଉଲ କହିଲେ, ମୁଁ ବର୍ତ୍ତମାନ କାଇସରଙ୍କ ବିଚ଼ାର ଆସନ ସମ୍ମୁଖ ରେ ଠିଆ ହାଇେଛି। ଏଠା ରେ ହିଁ ମାରେ ବିଚ଼ାର ହବେ। ମୁଁ ଯିହୂଦୀୟମାନଙ୍କ ପ୍ରତି ଯେ କୌଣସି ଭୁଲ କରି ନାହିଁ, ଏହା ଆପଣ ଜାଣନ୍ତି।
ରୋମୀୟମାନେ ମାେତେ ଅନକେ ପ୍ରଶ୍ନ ପଚ଼ାରିଲେ। କିନ୍ତୁ ସମାନେେ ମାଠାରୁେ ମୃତ୍ଯୁଦଣ୍ଡ ଯୋଗ୍ଯ କୌଣସି ଦୋଷ ପାଇଲେ ନାହିଁ। ତେଣୁ ସମାନେେ ମାେତେ ମୁକ୍ତ କରି ଦବୋ ପାଇଁ ଚାହିଁଲେ।