ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ହେ ୟିହୁଖଲ ଓ ସଫନିଯ, ଯିହୁଦାର ରାଜା ସିଦିକିଯ ଆମ୍ଭକୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭମାନେେ ତାଙ୍କୁ ୟାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାୟ୍ଯ ପାଇଁ ଫାରୋର ଯେଉଁ ସୈନ୍ଯମାନେ ଆସିଛନ୍ତି, ସମାନେେ ନିଜ ଦେଶ ମିଶରକୁ ଫରେିଯିବେ।
Cross references
ଯିହୁଦା ରାଜା ଯୋଶିୟଯ ସଦାପ୍ରଭୁଙ୍କୁ ପଚାରିବାକୁ ତୁମ୍ଭମାନଙ୍କୁ ପଠାଇଲେ। ତୁମ୍ଭେ ତାଙ୍କୁ କୁହ, 'ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର ଏହିକଥା କହନ୍ତି, ଯାହା ତୁମ୍ଭେ ପୁସ୍ତକରୁ ପଢି ଶୁଣିଛ, ମାରେ ବାକ୍ଯଗୁଡିକ ଏହି ସ୍ଥାନ ଓ ଏହାର ନିବାସୀମାନଙ୍କ ବିଷଯ ରେ ଥିଲା।
ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ୟ୍ଯନ୍ତ ମଧ୍ଯବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧିନ ରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡି ଆସିଲେ ନାହିଁ।
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
ସଦାପ୍ରଭୁ କହିଲେ, ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସମାନେେ ମନ୍ତ୍ରଣା କରନ୍ତି ମାତ୍ର ସାହାୟ୍ଯ ଚାହାଁନ୍ତି ନାହିଁ। ସମାନେେ ପାପ ଉପ ରେ ପାପ କରି ଚାଲନ୍ତି ମାତ୍ର ମାରେ ଆତ୍ମା ଦ୍ବାରା ନୁହେଁ। ତେଣୁ ସମାନେେ ସନ୍ତାପର ପାତ୍ର।
ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦଇପୋରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରଯ ଦଇପୋରିବ ନାହିଁ।
ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।
ତୁମ୍ଭମାନେେ କ'ଣ ଭଗ୍ନ ୟଷ୍ଟି ସଦୃଶ ମିଶର ଉପ ରେ ନିର୍ଭର କରୁଛ ? ତାହା ଯଦି କରୁଥାଅ ତବେେ ସେ ହାତ ରେ ଫୋଡ଼ି ହାଇୟୋଇ କଣା କରିଦବେ। ମିଶରର ରାଜା ଫାରୋ ଉପ ରେ ଯେଉଁମାନେ ବିଶ୍ବାସ ରଖନ୍ତି, ସମାନେେ ସମସ୍ତେ କିଛି ସାହାୟ୍ଯ ପାଇବେ ନାହିଁ।
ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଚାଲିଛ, ଏତେ ଅବ ହଳେିତ ଭାବରେ ? ତୁମ୍ଭେ ଅଶୂରର ବିଷଯ ରେ ଯେପରି ଲଜ୍ଜିତା ହାଇେଥିଲ, ସହେିପରି ମିଶରର ବିଷଯ ରେ ଲଜ୍ଜିତା ହବେ।
ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।
ପଶ୍ହୂର ଓ ସଫନିଯ ଯିରିମିୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷ ରେ ସମସ୍ତ ଆଶ୍ଚର୍ୟ୍ଯ କ୍ରିଯା କରିପାରନ୍ତି, ଯେପରି ସେ ଅତୀତ ରେ କରିଥିଲେ। ଆଉ ମଧ୍ଯ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।
ପୁଣି ସିଦିକିଯ ରାଜା ଶଲେିମିଯର ପୁତ୍ର ୟିହୁଖଲକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ଯିରିମିୟ ଭବିଷ୍ଯଦବକ୍ତା ନିକଟକୁ ଏକ ବାର୍ତ୍ତା ଦଇେ ପଠାଇଲେ। ସମାନେେ ଯିରିମିୟଙ୍କୁ ବିନଯ କରି କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।
ସାହାୟ୍ଯ ଅପେକ୍ଷା ରେ ଆମ୍ଭମାନଙ୍କ ଚକ୍ଷୁ କ୍ଷୀଣ ହେଲା। ମାତ୍ର କୌଣସି ସାହାୟ୍ଯ ମିଳିଲା ନାହିଁ। ଆମ୍ଭମାନେେ ଅନ୍ୟ ଗୋଷ୍ଠୀଦ୍ବାରା ରକ୍ଷା ପାଇବାକୁ ଅପେକ୍ଷା କଲୁ, ମାତ୍ର କୌଣସି ଗୋଷ୍ଠୀ ଉଦ୍ଧାର କରିବାକୁ ଆସିଲେ ନାହିଁ।
ଏବଂ ଫାରୋ ତାଙ୍କର ମହାନ ଶକ୍ତି ଓ ଶକ୍ତିଶାଳି ସୈନ୍ଯବାହିନୀ ତାଙ୍କୁ ୟୁଦ୍ଧ ରେ ସାହାୟ୍ଯ କରିବେ ନାହିଁ। ଯେତବେେଳେ ସମାନେେ କଚ୍ଚା ରାସ୍ତା ଓ ଦୁର୍ଗ ନିର୍ମାଣ କରିବେ, ବହୁତ ଲୋକ ହତ୍ଯା ହବେେ।
ତେଣୁ ମୁଁ ଯେ ସଦାପ୍ରଭୁ ଅଟେ ଏହା ମିଶର ନିବାସୀ ସମସ୍ତେ ଜାଣିବେ। 'କାରଣ ସମାନେେ ଇଶ୍ରାୟେଲ ବଂଶ ପ୍ରତି ଏକ ନାଳର ଆଶାବାଡ଼ି ହାଇେଅଛନ୍ତି।
ପୁଣି କବେେ ହେଲେ ଇଶ୍ରାୟେଲ ମିଶର ଉପ ରେ ଭରସା କରିବ ନାହିଁ, ଅପରନ୍ତୁ ଏହା ସମାନଙ୍କେର ଦୋଷ ମନେ ପକାଇ ଦବେ, ଯେତବେେଳେ ସମାନେେ ସମାନଙ୍କେର ସାହାୟ୍ଯ ପାଇଁ ମିଶର ଆଡ଼କୁ ବୁଲିବେ, ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଓ ପ୍ରଭୁ ଅଟେ।