ତା'ପ ରେ ରାଜା ସିଦିକିଯ କୁଶୀଯ ଏବଦ-ମଲକେକୁ ଆଜ୍ଞା କଲା, ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗ ରେ ନଇେ ଯିରିମିୟ ଭିବଷ୍ଯଦବକ୍ତା ମରିବା ପୂର୍ବରୁ ତାହାଙ୍କୁ କୂପରୁ ବାହାର କରି ଆଣ।
Cross references
ତାପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣ ରେ ଠିଆ ହବୋର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସି ହେଲେ, ତେଣୁ ସେ ତାଙ୍କ ହାତ ରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡକୁ ବଢାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।
ଏଥି ରେ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକୁ ଓ ୟିହୁଦୀଯ ମର୍ଦ୍ଦଖଯକୁ କହିଲା, ଦେଖ, ମୁଁ ଏଷ୍ଟରକୁ ହାମନର ଗୃହ ଦଲେି, ଲୋକମାନେ ହାମନ୍କୁ ଫାଶିକାଠ ରେ ଫାଶି ଦଇେଛନ୍ତି। କାରଣ ସେ ୟିହୁଦୀଯମାନଙ୍କ ଉପରେ ହସ୍ତକ୍ଷପେ କରିଥିଲା।
ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।
କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।