Home Bibles ଯିରିମିୟ 38:12 · ଓଡ଼ିଆ ବାଇବେଲ
ଯିରିମିୟ 38:12 · ଓଡ଼ିଆ ବାଇବେଲ

କୁଶୀଯ ଏବଦ-ମଲକେ ଯିରିମିୟଙ୍କୁ କହିଲା, ତୁମ୍ଭେ ଏହି ଚିରାକନା ଓ ବ୍ଯକ୍ତି ବସ୍ତୁ ଆପଣା ବକ୍ଷ ମୂଳ ରେ ଦିଅ। ଆମ୍ଭମାନେେ ଯେତବେେଳେ ରଜ୍ଜୁ ରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥି ରେ ତୁମ୍ଭକୁ କଷ୍ଟ ହବେ ନାହିଁ। ତେଣୁ ଯିରିମିୟ ସହେିପରି କଲେ।

Cross references

ରୋମୀୟଙ୍କ ପ୍ରତି ପତ୍ର 12:10

ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।

ରୋମୀୟଙ୍କ ପ୍ରତି ପତ୍ର 12:15

ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।

ଏଫିସୀୟଙ୍କ ପ୍ରତି ପତ୍ର 4:32

ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।

Interlinear

Choose Theme