ତା'ପ ରେ ଯିରିମିୟ ରାଜା ସିଦିକିଯଙ୍କୁ କହିଲେ, ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ବୀକାର କରିବ, ତବେେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନି ରେ ଦଗ୍ଧ ହବେ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ।
Cross references
ତେଣୁ ଯିହୁଦାର ରାଜା ୟିହୋଯାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନଫୁସକମାନେ ବାବିଲ ରାଜାଙ୍କୁ ଭଟେିବାକୁ ଗଲେ। ମାତ୍ର ବାବିଲର ରାଜା ଯିହାୟୋଦାରଖୀନ୍ଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖଦ୍ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ବ କାଳ ରେ ଘଟିଥିଲା।
ଲୋକମାନେ ଯେପରି ଚିରକାଳ ତୁମ୍ଭ ନାମକୁ ଭକ୍ତି କରିବେ, ଏଥିନିମନ୍ତେ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତବେେ ଲୋକମାନେ ଏହା କହିବେ, ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି।' ମୁଁ ତୁମ୍ଭର ଦାସ ଅଟେ, ଦୟାକରି ମାରେପରିବାରକୁ ସଦାସର୍ବଦା ତୁମ୍ଭର ସବୋ କରିବା ନିମନ୍ତେ ବଳିଷ୍ଠ କର।
ସେତବେେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇଶ୍ରାୟେଲର ପରମେଶ୍ବରଙ୍କ ବ୍ଯବସ୍ଥା ରେ କମ୍ପିତ ପ୍ରେତ୍ୟକକ ଲୋକ ମାରେ ନିକଟରେ ଏକତ୍ରୀତ ହେଲେ। ମୁଁ ସନ୍ଧ୍ଯାକାଳୀନ ବଳିଦାନ ସମୟ ପର୍ୟ୍ଯନ୍ତ ଓ ମାେ ଗ୍ଭରିପଟେ ସମାନେେ ଏକତ୍ରୀତ ହବୋ ପର୍ୟ୍ଯନ୍ତ ଆଘାତ ପାଇ ବସିଲି।
କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।
ହେ ସୈନ୍ଯାଧିପତି ପରମେଶ୍ବର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ ହୁଅ ଓ ରକ୍ଷା କର।
ହେ ସର୍ବଶକ୍ତିମାନ ପରମେଶ୍ବର ଫରେିଆସ। ସ୍ବର୍ଗରୁ ତୁମ୍ଭର ଦ୍ରାକ୍ଷାଲତା ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,
ଆଉ ମଧ୍ଯ ତୁମ୍ଭେ ସେ ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହିକଥା କହନ୍ତି, ଦେଖ, 'ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖ ରେ ଜୀବନର ପଥ ଓ ମୃତ୍ଯୁର ପଥ ରଖିଅଛୁ।
ଏବଂ ସହେି ଲୋକମାନେ, ଯେଉଁମାନେ ଏହି ନଗର ମଧିଅରେ ରହିବେ, ସମାନେେ ମରିବେ। ସମାନେେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବେ। ମାତ୍ର ସହେି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କଲ୍ଦୀଯମାନଙ୍କର ପକ୍ଷ ନିଅନ୍ତି, ସମାନେେ ବଞ୍ଚିବେ ଓ ସମାନେେ ସହେିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ଯ ରକ୍ଷା କରିବେ।
ପୁଣି ସଦାପ୍ରଭୁ କହନ୍ତି ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ।ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତ ରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନି ରେ ଦଗ୍ଧ କରିବ।'
'ଅନନ୍ତର ମୁଁ ସହେି ସମସ୍ତ ବାକ୍ଯ ଯିହୁଦାର ରାଜା ସିଦିକିଯକୁ କହିଲି, ତୁମ୍ଭମାନେେ ଆପଣା ଆପଣା ବକେ ବାବିଲ ରାଜାର ୟୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସବୋ କର। ତହିଁରେ ତୁମ୍ଭମାନେେ ବଞ୍ଚିବ।
ତୁମ୍ଭମାନେେ ସମାନଙ୍କେ କଥା ରେ ଧ୍ଯାନ ଦିଅ ନାହିଁ। ବାବିଲ ରାଜାର ସବୋ କର, ତାହା ହେଲେ ତୁମ୍ଭମାନେେ ବଞ୍ଚିବ। ଆଉ ଏହି ନଗର ୟିରୁଶାଲମକୁ କାହିଁକି ଧ୍ବଂସ କରିବାକୁ ଦବେ ?
ସଦାପ୍ରଭୁ ଏହି କଥା କହନ୍ତି, ' ଯେଉଁ ଲୋକ ଏହି ନଗର ରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବ। ମାତ୍ର ଯେଉଁ ଲୋକ ବାହାର ହାଇେ କଲଦୀଯମାନଙ୍କ ନିକଟକୁ ୟିବ ସେ ବଞ୍ଚିବ। ସମାନେେ ମୃତ୍ଯୁରୁ ବଞ୍ଚିବେ ଓ ରକ୍ଷା ପାଇବେ।'
ତା'ପ ରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା : ର୍ନଗେଲଶ ରେତ୍ସର, ସମଗର-ନବୋ, ଶସଖୀମ, ରବସାରୀସ୍ ଓ ରବମାଗ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମାଧ୍ଯମ ଦ୍ବାର ରେ ବସିଲେ।
ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତୁମ୍ଭମାନେେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ ? ଏହାଦ୍ବାରା ତୁମ୍ଭମାନେେ ନିଜ ନିଜ ସର୍କୀଯ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ଯପାଯୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।
ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା। ସର୍ବଶକ୍ତିମାନ ପରମେଶ୍ବର ଏହି କଥା କହିଲେ।