ସହେି ସମୟରେ ତୁମ୍ଭେ ସମାନଙ୍କେୁ କହିବ, ' ମାେତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନଯ କଲି। ତା' ନ ହେଲେ ମୁଁ ସଠାେ ରେ ମରିୟିବି।
Cross references
ଆହୁରି ମଧ୍ଯ ସମାନଙ୍କେ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ ରେ ଦଇେଥିଲା, ତହିଁର ଏକ କପି ଏଷ୍ଟରକୁ ଦଖାଇେ ଜ୍ଞାତ କରାଇବାକୁ ଦଲୋ। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁ ରେ ପ୍ରବେଶ କରି ତାହାଙ୍କ ନିକଟରେ ନିବଦନେ ଓ ଅନୁ ରୋଧ କରିବ ଏପରି ଆଦେଶ କରିବାକୁ କହିଲା।
ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।
କିନ୍ତୁ ବର୍ତ୍ତମାନ ହେ ମାରେ ପ୍ରଭୁ, ମହାରାଜ, ମାରେ ଅନୁ ରୋଧ ରକ୍ଷାକରି ମାରେ କଥା ଶ୍ରବଣ କରନ୍ତୁ, ଆପଣ ୟୋନାଥନ୍ ଲେଖକର ଗୃହକୁ ମାେତେ ପୁନର୍ବାର ପଠାନ୍ତୁ ନାହିଁ। ତାହା ହେଲେ ସଠାେ ରେ ମୁଁ ମରିୟିବି। ମୁଁ ନିବଦନେ କରୁଛି, ମାରେ ଏହି ଅନୁରୋଧ ଆପଣଙ୍କ ଛାମୁ ରେ ଗ୍ରାହ୍ଯ ହେଉ।
ସେ ସମସ୍ତ ଲୋକ ତାଙ୍କୁ କହିଲେ, ହେ ଯିରିମିୟ, ଆମ୍ଭମାନେେ ତୁମ୍ଭକୁ ନିବଦନେ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ବଚକ୍ଷୁ ରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭମାନେେ ଅନକେ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।