ଏଣୁ ସମାନେେ ଯିରିମିୟଙ୍କୁ ନଇେ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲିଯ ରାଜପୁତ୍ରର କୂପ ରେ ପକାଇ ଦେଲେ। ସମାନେେ ରଜ୍ଜୁ ରେ ଯିରିମିୟଙ୍କୁ କୂପ ମଧ୍ଯକୁ ଓହ୍ଲାଇ ଦେଲେ। ପୁଣି ସହେି କୂପ ରେ ଜଳ ନ ଥିଲା, କବଳେ ପଙ୍କ ଥିଲା। ଯିରିମିୟ ସହେି ପଙ୍କ ରେ ନିମଗ୍ନ ହେଲେ।
Cross references
ଏହାପରେ ତାକୁ ଏକ ଶୁଖିଲା କୂଅ ମଧିଅରେ ପକାଇ ଦେଲେ।
ସଦାପ୍ରଭୁ ମାେତେ ମୃତ୍ଯୁ ଗୁମ୍ଫାରୁ ଉଠାଇଲେ। ସେ ମାେତେ ସହେି ମାଟିର କବର ମଧ୍ଯରୁ ଉଠାଇ ଆଣିଲେ। ସେ ମାେତେ ଟକେି ଧରିଲେ। ମାେତେ, ମାରେ ପାଦ ତଳକୁ ଖସିୟିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
ଯେଉଁଠାରେ ମୁଁ ଠିଆ ହାଇେ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମାରେ ଚତୁଃପାଶର୍ବରେ ଲହଡ଼ି ଭାଙ୍ଗୁଛି। କବଳେ ମୁଁ ବୁଡ଼ିୟିବା ଉପରେ।
ମାେତେ ପଙ୍କ ସ୍ଥାନରୁ ବଞ୍ଚାଅ। ମାେତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ। ଯେଉଁମାନେ ମାେତେ ଘୃଣା କରନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ଏହି ଗଭୀର ପାଣିରୁ ବଂଚାଅ।
ମୁଁ ସହେି ଲୋକମାନଙ୍କ ପାଇଁ ମଙ୍ଗଳ କାର୍ୟ୍ଯ କଲି। ସମାନେେ ମାେ ପ୍ରତି ଅମଙ୍ଗଳ କାର୍ୟ୍ଯ କଲେ। ମୁଁ ସମାନଙ୍କେୁ ପ୍ରମେ କଲି କିନ୍ତୁ ସମାନେେ ମାେତେ ଘୃଣା କଲେ।
ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ଯତବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ୟିରହମଲକେୁ, ଅସ୍ରୀଯଲରେ ପୁତ୍ର ସରାଯକୁ ଓ ଅବଦିଯଲରେ ପୁତ୍ର ଶଲେିମିଯକୁ ଆଜ୍ଞା କଲେ। ମାତ୍ର ସମାନେେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ଲୁଚାଇ ରଖିଥିଲେ।
ସହେି ଲୋକମାନଙ୍କ ଦ୍ବାରା ଯିରିମିୟ ଗଣାକାର କଠାେରୀ ରେ ବନ୍ଦୀ ହେଲେ ଓ କ୍ଷୁଦ୍ର କଠାେରୀ ରେ ଅନକେ ଦିନ ରହିଲେ।
ତେଣୁ ସିଦିକିଯ ରାଜାଙ୍କ ଆଜ୍ଞାନୁସା ରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣ ରେ ରଖିଲେ। ପୁଣି ନଗର ରେ ସବୁ ରୋଟୀ ଶଷେ ନ ହବୋ ପର୍ୟ୍ଯନ୍ତ ରୋଟୀବାଲାଙ୍କ ପଲୀରୁ ଗୋଟିଏ ଲଖାଏଁେ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହିପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।
ତହୁଁ ଏବଦ-ମଲକେ ଆପଣା ସଙ୍ଗେ ସହେି ଲୋକମାନଙ୍କୁ ନଇେ ରାଜଗୃହକୁ ଗଲା ଓ ସଠାେ ରେ ଭଣ୍ଡାର ଘରୁ କେତଗେୁଡ଼ିଏ ପୁରୁଣା ତ୍ଯକ୍ତ ବସ୍ତୁ ଓ ଚିରାକନା ନଲୋ। ଆଉ ରଜ୍ଜୁ ଦ୍ବାରା ସେସବୁ କୂପ ରେ ଯିରିମିୟଙ୍କୁ ଦଲୋ।
ଦେଖନ୍ତୁ, ଯିହୁଦାର ରାଜଗୃହ ରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ,
ବିନା କାରଣ ରେ ସମାନେେ ମାରେ ଶତ୍ରୁ ହାଇେଛନ୍ତି ଓ ପକ୍ଷୀ ପରି ମାେତେ ଶିକାର କରିଛନ୍ତି।
ସମାନେେ ମାେତେ କୂପ ରେ ନିକ୍ଷପେ କରିଛନ୍ତି ଓ ମାେତେ ସଂହାର କରିବାକୁ ମାେ ଉପ ରେ ପ୍ରସ୍ତର ପକାଇ ଅଛନ୍ତି।
ତହୁଁ ରାଜାଙ୍କ ଆଦେଶ ରେ ସମାନେେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତ ରେ ନିକ୍ଷପେ କଲେ। କିନ୍ତୁ ରାଜା ଦାନିୟେଲଙ୍କୁ କହିଲେ, ତୁମ୍ଭେ ଯେଉଁ ପରମେଶ୍ବରଙ୍କର ଉପାସନା କରୁଛ, ସେ ତୁମ୍ଭକୁ ଉଦ୍ଧାର କରିବେ।
ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।
ସେ ଏପରି ଆଦେଶ ପାଇ ସମାନଙ୍କେୁ ଭିତର କୋଠରୀ ଭିତ ରେ ରଖି ଦେଲେ। ସେ ସମାନଙ୍କେର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।
ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ଯା ଆମକୁ ଚାପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନକେ ସମୟରେ କ'ଣ କରିବାକୁ ହବେ ତାହା ଆମ୍ଭେ ଜାଣି ପାରୁନାହୁଁ।
ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।