କିନ୍ତୁ ସହେି ପ୍ରହରୀବର୍ଗ ରେ ସନୋପତି ନବୂଷରଦନ୍ କେତକେ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶ ରେ ଛାଡ଼ିଗଲା, ଆଉ ସମାନଙ୍କେୁ ସହେିଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦଲୋ।
Cross references
ସେ କବଳେ ଦରିଦ୍ରତମ ଲୋକମାନଙ୍କୁ ଛାଡି ଗଲା କାରଣ ସମାନେେ ଦ୍ରାକ୍ଷା କ୍ଷତେ ଓ ଅନ୍ଯାନ୍ଯ ଶସ୍ଯର ଯତ୍ନ ନବେେ।
ଯେତବେେଳେ ୟିରୁଶାଲମ ଧ୍ବଂସ ହେଲା, ସେତବେେଳେ ଯିହୁଦାର କେତକେ ସନୋପତି, ଅଧିପତି ଓ ଲୋକ ବାହା ରେ ଥିଲେ। ସମାନେେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିଯକୁ ଦେଶର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛନ୍ତି। ସେ ତାଙ୍କ ଉପ ରେ ବାବିଲକୁ ନିଆୟାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ଯସ୍ତ କରିଅଛନ୍ତି।
ମାତ୍ର ନବୂଷରଦନ୍ ଦେଶର ଦରିଦ୍ରତମ ଲୋକମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ରେ କାମ କରିବାକୁ ଓ କୃଷକ ହବୋକୁ ସଠାେ ରେ ଛାଡ଼ିଗଲା।
ହେ ମନୁଷ୍ଯ ପୁତ୍ର, ଯେଉଁମାନେ ଇଶ୍ରାୟେଲ ଦେଶର ସହେି ଧ୍ବଂସପ୍ରାପ୍ତ ସ୍ଥାନ ରେ ବାସ କରନ୍ତି, ସମାନେେ କହୁଅଛନ୍ତି, 'ଅବ୍ରହାମ ଏକମାତ୍ର ଜଣେ ବ୍ଯକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭମାନେେ ଅନକେ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।'