ବାବିଲ ରାଜାର ନବୂଷରଦନ ନାମକ ଜଣେ ପ୍ରହରୀବର୍ଗର ସନୋପତି ୟିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହାଇେଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନଇଗେଲା।
Cross references
ମିଦିଯନୀଯ ବଣିକମାନେ ଯୋଷଫେକୁ ମିଶର ରେ ବିକ୍ରି କଲେ। ସମାନେେ ତାଙ୍କୁ ପୋଟିଫର ନାମକ ଫାରୋର ଅଧିକାରୀ ଅର୍ଥାତ୍ ରକ୍ଷକ ସନୋପତିଙ୍କଠା ରେ ଯୋଷଫେକୁ ବିକ୍ରଯ କଲେ।
ଆଉ ଆମ୍ଭେ ନାନାଦେଶୀଯ ଲୋକମାନଙ୍କ ମଧିଅରେ ତୁମ୍ଭମାନଙ୍କୁ ଚ୍ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ଯସ୍ଥାନ ହବେ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହବେ।
ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ ନଇେଯିବେ, ସହେି ଅନ୍ୟ ଦେଶୀଯ ଲୋକମାନଙ୍କ ମଧିଅରେ, ତୁମ୍ଭମାନେେ ଅଳ୍ପ ସଂଖ୍ଯକ ହାଇେ ଅବଶିଷ୍ଟ ରହିବ।
ତୁମ୍ଭଠାରୁ ଜନ୍ମ ହାଇେଥିବା ପୁତ୍ରମାନଙ୍କୁ ବାବିଲୋନୀଯମାନେ ନଇେଯିବେ ଓ ବାବିଲ ରାଜାର ଅଟ୍ଟାଳିକା ରେ ସମାନେେ ନଫୁସକ ହାଇେ ରହିବେ।
ତା'ପରେ ନବୂସରଦନ୍ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନଇେ ଗଲେ।
ତା'ପରେ ନବୂସରଦନ୍ ସମାନଙ୍କେୁ ଧରି ହମାତର ରିବ୍ଲା ରେ ଥିବା ବାବିଲ୍ ରାଜାଙ୍କ ନିକଟକୁ ନଇଗେଲା। ବାବିଲର ରାଜା ସମାନଙ୍କେୁ ସହେି ରିବ୍ଲା ରେ ବଧ କଲେ।
ସଦାପ୍ରଭୁ କୁହନ୍ତି, ସମାରସଲାକମାଲନ ନିର୍ବାସିତ ହୁଅନ୍ତି। କାରଣସସମାଲନସମାଲତ ଜାଣୁନାହାନ୍ତି। ଇଶ୍ରାଲୟଲରସକଲତକ ବ୍ଯକ୍ତି ବର୍ତ୍ତମାନ ସମ୍ଭ୍ରାନ୍ତସବାଲି ବିବଲଚିତ ହୁଅନ୍ତି। ମାତ୍ର,ସସହି ସମ୍ଭ୍ରାନ୍ତ ବ୍ଯକ୍ତିମାଲନସଭାକିଲା ଥିଲବ ଏବଂସଯଉଁମାଲନ ସାଧାରଣ ଜୀବନସର ବସବାସ କରନ୍ତି, ଅତ୍ଯନ୍ତ ତୃଷାର୍ତ୍ତସହଲବ।
ସଦାପ୍ରଭୁ ଏହିକଥା କହନ୍ତି, ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦବୋ। ସମାନଙ୍କେୁ ଏପରି ଦୁଃଖ ଓ କ୍ଲେଶ ଦବୋ ଯେ ସମାନେେ ଉପୟୁକ୍ତ ଶିକ୍ଷା ଲାଭ କରିପାରିବେ।
ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶ ରେ ନିକ୍ଷପେ କରିବା। ଆଉ ସଠାେ ରେ ତୁମ୍ଭମାନେେ ଦିବାରାତ୍ର ଅନ୍ୟ ଦବଗେଣର ସବୋ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାୟ୍ଯ ବା ଅନୁଗ୍ରହ କରିବା ନାହିଁ।'
କାରଣ ସଦାପ୍ରଭୁ କହନ୍ତି, 'ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା, ଯେ ତୁମ୍ଭ ପାଇଁ ଯାହା ଘଟିବ, ସେଥି ରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହବେେ। ଏବଂ ସମାନେେ ସମାନଙ୍କେର ଶତ୍ରୁଗଣର ଖଡ୍ଗ ରେ ନିହତ ହବେେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତ ରେ ଦବୋ, ତା'ପ ରେ ସମାନଙ୍କେୁ ବନ୍ଦୀ କରି ବାବିଲକୁ ନଇୟିବୋ ଓ ସମାନଙ୍କେୁ ସଠାେ ରେ ହତ୍ଯା କରାୟିବ।
କିନ୍ତୁ ସହେି ପ୍ରହରୀବର୍ଗ ରେ ସନୋପତି ନବୂଷରଦନ୍ କେତକେ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶ ରେ ଛାଡ଼ିଗଲା, ଆଉ ସମାନଙ୍କେୁ ସହେିଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦଲୋ।
ୟିରୁଶାଲମ ଓ ଯିହୁଦାର ସମସ୍ତ ବନ୍ଦୀ ବାବିଲକୁ ନିଆ ଯାଉଥିବା ବେଳେ ସମାନଙ୍କେ ମଧ୍ଯରୁ ଶୃଙ୍ଖଳାବଦ୍ଧ ଯିରିମିୟଙ୍କୁ ପ୍ରହରୀବର୍ଗର ସନୋପତି ନବୂଷରଦନ୍ ରାମା ନଗର ରେ ୟାଇ ମୁକ୍ତ କରେ। ଏହାପ ରେ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିଟ ରେ ଉପସ୍ଥିତ ହେଲା।
ଯେତବେେଳେ ୟିରୁଶାଲମ ଧ୍ବଂସ ହେଲା, ସେତବେେଳେ ଯିହୁଦାର କେତକେ ସନୋପତି, ଅଧିପତି ଓ ଲୋକ ବାହା ରେ ଥିଲେ। ସମାନେେ ଶୁଣିଲେ ଯେ ବାବିଲର ରାଜା ଅହୀକାମର ପୁତ୍ର ଗଦଲିଯକୁ ଦେଶର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛନ୍ତି। ସେ ତାଙ୍କ ଉପ ରେ ବାବିଲକୁ ନିଆୟାଇ ନ ଥିବା ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଏବଂ ଦେଶସ୍ଥ ଦରିଦ୍ରମାନଙ୍କର ଭାର ନ୍ଯସ୍ତ କରିଅଛନ୍ତି।
ପଞ୍ଚମ ମାସର ଦଶମ ଦିନ ରେ, ବାବିଲର ରାଜା ନବୂଖଦନିତ୍ସର ରାଜାର ରାଜତ୍ବର ଉନବିଂଶ ବର୍ଷ ରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସନୋପତି ୟିରୁଶାଲମକୁ ଆସିଲା।
ପୁଣି ପ୍ରହରୀବର୍ଗର ସନୋପତି ନବୂଷରଦନ୍ ସମାନଙ୍କେୁ ବନ୍ଦୀକରି ରିବ୍ଲାକୁ ବାବିଲ ରାଜା ନିକଟକୁ ନଇଗେଲା।
ନବୂଖଦନିତ୍ସର ଯେଉଁ ୟିହୁଦୀ ଲୋକମାନଙ୍କୁ ବନ୍ଦୀକରି ନଇଗେଲେ,
ଅରିଯୋକ୍ ନାମକ ଜଣେ ରାଜ ସନୋପତି ରାଜରକ୍ଷୀମାନଙ୍କର ନତେୃତ୍ବ ନେଲେ। ସେ ଯେତବେେଳେ ବାବିଲୀଯ ବିଦ୍ବାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତବେେଳେ ଦାନିୟେଲ ତାଙ୍କୁ ଜ୍ଞାନ ରେ ଓ ସୁବିବଚେନା ରେ ଉତ୍ତର ଦେଲେ।