ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।
Cross references
କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।'
ଏସବୁ ହେଲାପରେ ଯବେେ ତୁମ୍ଭେ ଆମ୍ଭ ବାକ୍ଯ ରେ ମନୋୟୋଗ ନ କରିବ ତବେେ ଆମ୍ଭେ ତୁମ୍ଭମାନଙ୍କର ପାପ ୟୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦବୋ।
ଆଉ ଯଦି ତୁମ୍ଭମାନେେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତବେେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଲେଶ ଦବୋ। ତୁମ୍ଭମାନେେ ଯେତେ ଅଧିକ ପାପ କରିବ େସତେ ଅଧିକ ଦଣ୍ତ ପାଇବ।
ମୁଁ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବି ଓ ତୁମ୍ଭମାନଙ୍କ ପାପ ସକାେଶ ମୁଁ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବ।
ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।
ତୁମ୍ଭମାନେେ ଏହି ମଣ୍ତଳୀଠାରୁ ପୃଥକ ହୁଅ, ଆମ୍ଭେ ଏକ ନିମିଷ ରେ ସମାନଙ୍କେ ସଂହାର କରିବା।
ତୁମ୍ଭମାନେେ ଏହି ମଣ୍ତଳୀ ମଧ୍ଯରୁ ଉଠିୟାଅ, ଆମ୍ଭେ ଏକା ନିମିଷ ରେ ସମାନଙ୍କେୁ ସଂହାର କରିବା। ଏଥି ରେ ମାଶାେ ଓ ହାରୋଣ ମୁହଁ ମାଡି ପଡିଲେ।
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।
ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।
ସଦାପ୍ରଭୁଙ୍କର ସ୍ବତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତବେେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ବର ସର୍ବଶକ୍ତିମାନ ଏହା ଘଟିବାକୁ ଦବେେ।
ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର ; ଶାନ୍ତିମଯ ବସତିସ୍ଥାନ ୟିରୁଶାଲମ ପ୍ରତି ଲକ୍ଷ୍ଯ କର, ତାହା ଅଟଳ ତମ୍ବୁ ସ୍ବରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।
ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତ ରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପ ରେ ବୈଧବ୍ଯ ତୁମ୍ଭପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାଯାବୀତ୍ବ କିଛି ସାହାୟ୍ଯ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣ ରେ ତୁମ୍ଭ ପ୍ରତି ଘଟିବ।
ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସମାନେେ ତୁମ୍ଭର ବାସ ସ୍ଥାନର ୟବନିକା ସବୁ ବିସ୍ତାର କରନ୍ତୁ। ବ୍ଯଯର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।
ସିୟୋନ୍ଆଡ଼େ ଧ୍ବଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାଯନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'
ହାୟ, ମୁଁ ଯିରିମିୟ ଅତ୍ଯନ୍ତ କ୍ଷତ ଓ ବଦନୋଗ୍ରସ୍ତ ତଥାପି ମୁଁ କହିଲି, ଏହା ମାହେର ବଦନୋ ଓ ମାେତେ ଏହା ସହିବାକୁ ହବେ।
ମାରେ ତମ୍ବୁ ଧ୍ବଂସ ପାଇୟାଇଛି। ମାରେତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ୟାଇଅଛି। ମାରେ ପିଲାମାନେ ମାେ ପାଖରୁ ଚାଲି ୟାଇଅଛନ୍ତି। ମାେ ପାଖ ରେ ଆଉ କହେି ନାହାଁନ୍ତି। ମାରେତମ୍ବୁକୁ ପ୍ରସାରିବାକୁ ଓ ମାରେତମ୍ବୁର ବାଡ଼ ଲଗାଇବାକୁ କହେି ନାହାଁନ୍ତି।
ଯେଉଁମାନେ ମାେତେ ଆଘାତ କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ମାତ୍ର ମାେତେ ଲଜ୍ଜିତ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହୁଅନ୍ତୁ, ମାତ୍ର ମାେତେ ନିରାଶ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହବୋକୁ ଦିଅ ନାହିଁ। ସମାନଙ୍କେ ଉପ ରେ ଅମଙ୍ଗଳର ଦିନ ଆଣ ଓ ଦ୍ବିଗୁଣ ବିନାଶ ରେ ସମାନଙ୍କେୁ ବିନାଶ କର।
ସଦାପ୍ରଭୁ ଉଦ୍ୟାନସ୍ଥ ତମ୍ବୁ ପରି ସମାନଙ୍କେର ଆବାସ କୁଡ଼ିଆକୁ ନଷ୍ଟ କରି ଦଇେଛନ୍ତି। ସେ ଆପଣା ସାମାଜିକ ଉପାସନା ସ୍ଥାନକୁ ନଷ୍ଟ କରିଦଇେଅଛନ୍ତି। ସଦାପ୍ରଭୁ ସିୟୋନ ରେ ମହାସଭା ଓ ବିଶ୍ରାମଦିନ ବିସ୍ତୃତ କରାଇ ଅଛନ୍ତି। ଆଉ ଆପଣା ପ୍ରଚଣ୍ଡ କୋରଧ ରେ ରାଜା ଓ ଯାଜକମାନଙ୍କୁ ତୁଚ୍ଛ କରିଛନ୍ତି।
ଆମ୍ଭମାନେେ ଭୟଭୀତ ହାଇେଅଛୁ, ଆମ୍ଭମାନେେ ଖାତ ରେ ପଡ଼ିଅଛୁ ଓ ଆମ୍ଭମାନେେ ଆହତ ଓ ବିନଷ୍ଟ ହାଇେଅଛୁ।
ତୁମ୍ଭମାନେେ ବିନାଶ ପାଇଁ ଭୟଭୀତ ହବେ ଓ ତୁମ୍ଭମାନେେ ଶାନ୍ତି ଅନ୍ବଷେଣ କରିବ ମାତ୍ର କିଛି ପାଇବ ନାହିଁ।
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ତେଣୁ ଚିନ୍ତାକର ୟିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ ? ଯେତବେେଳେ ମୁଁ ଚାରି ମହାଦଣ୍ଡ ଯଥା : ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତବେେଳେ ମନୁଷ୍ଯ ଓ ପଶୁ ସମସ୍ତେ ଉଚ୍ଛନ୍ନ ହବେେ।
ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।
ମୁଁ ଦେଖିଲି କୂଶନର ନଗରଗୁଡିକ ଅସୁବିଧା ରେ ଥିଲେ। ମିଦିଯନର ଗୃହଗୁଡିକ ଭୟ ରେ ଥରିଲେ।
ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।
ସହେି ଲୋକମାନେ ଅନନ୍ତ ବିନାଶ ଦ୍ବାରା ଦଣ୍ଡିତ ହବେେ। ସମାନଙ୍କେୁ ପ୍ରଭୁଙ୍କ ସହିତ ରହିବାକୁ ଦିଆୟିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସମାନଙ୍କେୁ ଦୂର ରେ ରଖାୟିବ।