ସିୟୋନ୍ଆଡ଼େ ଧ୍ବଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାଯନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
Cross references
ତୁମ୍ଭମାନେେ ଅଗ୍ରସର ହୁଅ, ନଗରଦ୍ବାର ମଧ୍ଯ ଦଇେ ଆଗଇେ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ବଜା ଉଡ଼ାଅ।
ପୁଣି ଦ୍ବିତୀୟ ଥର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ତାହା ହେଲା, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଅଛ ?
ତା'ପ ରେ ସଦାପ୍ରଭୁ ମାେତେ କହିଲେ, ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।
ହେ ପ୍ରଭୁ, ମୁଁ କେତକୋଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ?
ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।
ଆଉ ମଧ୍ଯ ସଦାପ୍ରଭୁ ଏହିକଥା କହନ୍ତି, ଦେଖ ଉତ୍ତର ଦିଗରୁ ଏକ ସୈନ୍ଯବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତଜେିତ ହବେେ।
ଏକ ମହାରବ ଶୁଣ। ସହେି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ବଂସ କରିବ ଓ ତାହା ଏକ ପ୍ରାନ୍ତର ରେ ପରିଣତ ହବେ। ଆଉ ସଗେୁଡ଼ିକ ଶୃଗାଳର ବାସସ୍ଥାନ ହବେ।
ଏସବୁ ଘଟିଲା ପ ରେ ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ରାଜା ସିଦିକିଯଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସମାନଙ୍କେୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତ ରେ, ସମାନଙ୍କେ ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେ ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ଆଉ ସମାନେେ ସମାନଙ୍କେୁ ଦୟା, କରୁଣା ଓ କ୍ଷମା ନ କରି ଖଡ୍ଗ ରେ ବଧ କରିବେ।'
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
ତୁମ୍ଭମାନେେ ଗୋଷ୍ଠୀଗଣ ମଧିଅରେ ପ୍ରକାଶ କରି ପ୍ରଚାର କର। ଧ୍ବଜା ଉଠାଇ ପ୍ରଚାର କର ଓ ଗୋପନ ନ ରଖି କୁହ, 'ବାବିଲ ହସ୍ତଗତ ହେଲା, ବଲେ ଲଜ୍ଜିତ ହେଲା ; ମରୋଦକ ବିସ୍ମିତ ହେଲା ; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦବେତା ସକଳ ବିସ୍ମିତ ହେଲେ।'
ଦେଶସାରା ସଂଗ୍ରାମର ଓ ମହା ବିନାଶର ଶବ୍ଦ ଶୁଣାୟାଇଛି।
ବାବିଲର ପ୍ରାଚୀର ବିରୁଦ୍ଧ ରେ ଧ୍ବଜା ସ୍ଥାପନ କର। ଅଧିକ ପ୍ରହରୀଗଣ, ରକ୍ଷକ ଦଳ ଯଥା ସ୍ଥାନ ରେ ନିୟୁକ୍ତ କର। ଗୋପନ ସ୍ଥାନ ରେ ସୈନ୍ଯ ରଖ, କାରଣ ସଦାପ୍ରଭୁ ବାବିଲ ବିରୁଦ୍ଧ ରେ ଯାହା କରିବାକୁ ଯୋଜନା କରିଛନ୍ତି, ତାହା ସେ ନିଶ୍ଚଯ ସଫଳ କରିବେ।
ତୁମ୍ଭମାନେେ ଦେଶ ରେ ଧ୍ବଜା ସ୍ଥାପନ କର, ଗୋଷ୍ଠୀଯମାନଙ୍କ ମଧିଅରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧ ରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍ମିନସ୍ ରାଜ୍ଯକୁ ତାହାର ବିରୁଦ୍ଧ ରେ ଏକତ୍ର ଡ଼ାକ। ତାହାର ବିରୁଦ୍ଧ ରେ ସନୋପତିମାନଙ୍କୁ ନିୟୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ଯା ରେ ଅଶ୍ବଗଣ ପଠାଅ।
ଆମ୍ଭେ ବାବିଲରୁ କ୍ରନ୍ଦନର ରବ ଶୁଣିପାରୁଛୁ ଓ କଲଦୀଯମାନଙ୍କ ଦେଶରୁ ମନ ବିନାଶର ଶବ୍ଦ ଶୁଣିପାରୁଛୁ।
ତା'ପ ରେ ପରମେଶ୍ବର ଉଚ୍ଚସ୍ବର ରେ ମାେ କର୍ଣ୍ଣ ରେ କହିଲେ, ନଗରକୁ ଦଣ୍ଡ ଦବୋକୁ ନିୟୁକ୍ତ ହାଇେଥିବା ଅଧିକାରୀମାନଙ୍କୁ ଆଣ। ସମାନେେ ସମସ୍ତେ ସମାନଙ୍କେର ହସ୍ତ ରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।
ତାପ ରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସମାନଙ୍କେର ପ୍ରେତ୍ୟକକଙ୍କର ହସ୍ତ ରେ ବିନାଶକ ଅସ୍ତ୍ର ଥିଲା ଓ ସମାନଙ୍କେର ମଧ୍ଯ ସ୍ଥାନ ରେ ଶୁକ୍ଲବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାଶର୍ବ ରେ ଲେଖକର କାଳି ଦୁଆତ ଥିଲା। ଏବଂ ସମାନେେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମଯ ୟଜ୍ଞବଦେୀର ପାଶର୍ବ ରେ ଠିଆ ହେଲେ।
ସଦାପ୍ରଭୁ ମଧ୍ଯ କହିଲେ, ସହେି ସମୟରେ ୟିରୁଶାଲମର ମତ୍ସ୍ଯ ଦ୍ବାରଠା ରେ ସାହାୟ୍ଯ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାଶର୍ବ ରେ ମଧ୍ଯ ସାହାୟ୍ଯ ପାଇଁ ଚିତ୍କାର କରୁଥିବେ। ସମାନେେ ମଧ୍ଯ ପାହାଡମାନଙ୍କରୁ ଖୁବ୍ ଜୋର୍ ରେ ଶଦ୍ଦ ଶୁଣିବେ।