Home Bibles ଯିରିମିୟ 4:9 · ଓଡ଼ିଆ ବାଇବେଲ
ଯିରିମିୟ 4:9 · ଓଡ଼ିଆ ବାଇବେଲ

ସହେିଦିନ ସଦାପ୍ରଭୁ କହିଲେ, ରାଜା ଓ ତାଙ୍କର ଅଧିପତିଗଣ ସାହସ ହରାଇବେ। ଯାଜକଗଣ ଭୟଭୀତ ହବେେ ଓ ଭବିଷ୍ଯଦବକ୍ତାମାନେ କ'ଣ କହିବାକୁ ହବେ ଜାଣିପାରିବେ ନାହିଁ।

Cross references

ପ୍ରଥମ ଶାମୁୟେଲ 25:37

ତା'ପରଦିନ ସକାଳେ ତା'ର ନିଶା କମିଲାପରେ ତା'ର ସ୍ତ୍ରୀ ତାକକ୍ସ୍ଟ ସବୁକଥା ଜଣାଇଲା, ଏଥି ରେ ତା'ର ହୃଦଯ ବନ୍ଦ ହାଇଗେଲା ତାହା ଅନ୍ତର ରେ ମରିଗଲା। ତା'ର ହୃତ୍କ୍ରିଯା ବନ୍ଦ ହାଇଗେଲା ଓ ସେ ପଥର ପରି ପଡି ରହିଲା।

ଦିତୀୟ ରାଜାବଳୀ 25:4

ସର୍ବଶଷେ ରେ ନବୂଖଦ୍ନିତ୍ସର ସୈନ୍ଯ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସହେି ରାତ୍ରି ରେ ରାଜା ସିଦିକିଯ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ଯ ଫାଟକ ଦଇେ ପଳାଇଲେ। ଯେତବେେଳେ କଲଦୀଯମାନେ ନଗରର ଚତୁର୍ଦ୍ଦିଗ ରେ ବେଢି ରହିଥିଲେ। ପୁଣି ରାଜା ଆରବା ପଥ ଦଇେ ଚାଲିଗଲେ।

ଗୀତସଂହିତା 102:4

ମାରେ ଶକ୍ତିସବୁ ଶଷେ ହାଇୟୋଇଛି। ମୁଁ ୟପରେି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରଇେଅଛି।

ଯିଶାଇୟ 19:3

ମିଶରୀଯମାନେ ବିଭ୍ରାନ୍ତ ହବେେ। ସମାନେେ କ'ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଚାରିବେ। ଆଉ ମଧ୍ଯ ସମାନେେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନବେେ। ମାତ୍ର ସମାନଙ୍କେର ଉପଦେଶ ଅର୍ଥହୀନ ହବେ।'

ଯିଶାଇୟ 19:11

ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। ଫାରୋର ଜ୍ଞାନୀ ଉପଦେଷ୍ଟାଗଣ କୁପରାମର୍ଶ ଦିଅନ୍ତି। ସହେି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ବାନ ମନେ କରନ୍ତି। ସମାନେେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତ ରେ ସମାନେେ ଜ୍ଞାନୀ ନୁହଁନ୍ତି।'

ଯିଶାଇୟ 19:16

ସଦେିନ ମିଶରୀଯଗଣ ସ୍ତ୍ରୀ ସଦୃଶ ହବେେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତବେେଳେ ସଦାପ୍ରଭୁ ଦଣ୍ଡ ଦବୋପାଇଁ ହସ୍ତ ଉତ୍ତୋଳନ କରିବେ, ସେତବେେଳେ ସମାନେେ ଭୟଭୀତ ହବେେ।

ଯିଶାଇୟ 21:3

ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।

ଯିଶାଇୟ 22:3

ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାଯନ କଲେ। ମାତ୍ର ସମାନେେ ଧନୁର୍ଦ୍ଧାରୀମାନଙ୍କ ଦ୍ବାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସମାନେେ ଦୂରକୁ ପଳାଯନ କଲେ।

ଯିଶାଇୟ 28:19

ଏହା ବହୁ ସମୟ ଆସି ତୁମ୍ଭକୁ ନବେ। ଏହା ସକାଳେ ମଧ୍ଯାହ୍ନ, ସନ୍ଧ୍ଯା ବେଳେ ପ୍ରକାଶିତ ହବେ। ଆଉ ଯେତବେେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହବେ।

ଯିଶାଇୟ 29:9

ତୁମ୍ଭମାନେେ ଅଜ୍ଞାତ ଓ ଚମତ୍କୃତ ହୁଅ। ତୁମ୍ଭକୁ ଦୃଷ୍ଟିହୀନ କର ଏବଂ ଅନ୍ଧ ହୁଅ। ଟଳଟଳ ହୁଅ, କିନ୍ତୁ ସୁରାପାନ ରେ ନୁହେଁ।

ଯିରିମିୟ 2:26

ଚୋର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସହେିପରି ଇଶ୍ରାୟେଲ ବଂଶ, ସମାନଙ୍କେର ରାଜଗଣ, ସମାନଙ୍କେର ଅଧିପତିଗଣ, ସମାନଙ୍କେର ଯାଜକଗଣ ଓ ସମାନଙ୍କେର ଭବିଷ୍ଯଦବକ୍ତାଗଣ ସମସ୍ତେ ଲଜ୍ଜିତ ହାଇେଅଛନ୍ତି।

ଯିରିମିୟ 5:31

ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?

ଯିରିମିୟ 6:13

ଇଶ୍ରାୟେଲର େଛାଟରୁ ବଡ଼ ପର୍ୟ୍ଯନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ଯଦବକ୍ତାଠାରୁ ଯାଜକ ପର୍ୟ୍ଯନ୍ତ ପ୍ରେତ୍ୟକକ ମିଥ୍ଯାଚାରୀ।

ଯିରିମିୟ 25:34

ହେ ମଷେପାଳକଗଣ, ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ହେ ମଷଗେଣର ଅଧିପତିମାନେ, ତୁମ୍ଭମାନେେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ଯା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭମାନେେ ଭଗ୍ନପାତ୍ର ତୁଲ୍ଯ ବିକ୍ଷିପ୍ତ ହାଇପେଡ଼ିବ।

ଯିରିମିୟ 37:19

ଆପଣମାନେ ଯେଉଁ ଭବିଷ୍ଯଦବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି କହିଲେ, 'ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧ ରେ ଓ ଏହି ଦେଶ ବିରୁଦ୍ଧ ରେ ଆସିବେ ନାହିଁ, ସମାନେେ ଏବେ କାହାଁନ୍ତି ?'

ଯିରିମିୟ 39:4

ତହୁଁ ଯିହୁଦାର ରାଜା ସିଦିକିଯ ଓ ସମସ୍ତ ସୈନ୍ଯଗଣ ସମାନଙ୍କେୁ ଦେଖି ପଳାଯନ କଲେ। ସମାନେେ ରାତ୍ରିକାଳ ରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦଇେ ଦୁଇ ପ୍ରାଚୀରର ମଧ୍ଯସ୍ଥିତ ଦ୍ବାର ରେ ନଗରରୁ ବାହାରି ଗଲେ। ପୁଣି ସମାନେେ ପ୍ରାନ୍ତର ଆଡ଼େ ଚାଲିଲେ।

ଯିରିମିୟ 52:7

ନଗରର ଏକ ସ୍ଥାନ ଭଗ୍ନ ହବୋରୁ ସମସ୍ତ ଯୋଦ୍ଧା ରାତ୍ରି ସମୟରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ଯବର୍ତ୍ତୀ ଦ୍ବାରପଥ ଦଇେ ପଳାଇଲେ। ସେ ସମୟରେ କଲଦୀଯମାନେ ନଗରର ବିରୁଦ୍ଧ ରେ ଚତୁର୍ଦ୍ଦିଗ ରେ ଘରେି ରହିଥିଲେ। ସମାନେେ ପ୍ରାନ୍ତର ଆଡ଼କୁ ପଳାଯନ କଲେ।

ଯିହିଜିକଲ 13:9

ଯେଉଁ ଭବିଷ୍ଯଦବକ୍ତାମାନେ ମିଥ୍ଯା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ଯା ଅଲୌକିକ ଶକ୍ତି ଘାଷେଣା କରନ୍ତି, ମାରେ ହସ୍ତ ସମାନଙ୍କେ ବିରୁଦ୍ଧ ରେ ୟିବ, ସମାନେେ ମାେ ଲୋକମାନଙ୍କ ମନ୍ତ୍ରୀ ସଭା ରେ ରହିବେ ନାହିଁ। ଇଶ୍ରାୟେଲର ପରିବାର ତାଲିକା ରେ ସମାନଙ୍କେର ନାମଗୁଡ଼ିକ ତାଲିକାଭୁକ୍ତ ହବେ ନାହିଁ। ଏବଂ ଇଶ୍ରାୟେଲ ଦେଶ ରେ ସମାନେେ ପ୍ରବେଶ କରିବେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:41

ବିଷ୍ଯଦ୍ବକ୍ତାମାନେ କହିଲେ,

Interlinear

Choose Theme