ଯିରିମିୟ 40:16 · ଓଡ଼ିଆ ବାଇବେଲ
କିନ୍ତୁ ଅହୀକାମର ପୁତ୍ର ଗଦଲିଯ କାଲହରେ ପୁତ୍ର ୟୋହାନନକୁ କହିଲେ, ତୁମ୍ଭେ ଇଶମାଯଲକେୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷଯ ରେ ଯାହା କହୁଅଛ ତାହା ସତ୍ଯ ନୁହେଁ।
Cross references
ଯିରିମିୟ 41:2
ସମାନେେ ଏକତ୍ର ଭୋଜନ କରୁଥିବା ବେଳେ ଇଶମାଯଲେ ଓ ତାର ଦଶଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିଯକୁ ହତ୍ଯା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାୟ୍ଯ ରେ ନିୟୁକ୍ତ କରିଥିଲେ।
ମାଥିଉଲିଖିତ ସୁସମାଚାର 10:16
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
ରୋମୀୟଙ୍କ ପ୍ରତି ପତ୍ର 3:8
ଏହି ସମାନ କଥା କହିବା ହେଲା, ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା' ଦ୍ବାରା ଭଲ ଆସିବ। ଅନକେ ଲୋକ ଆମ୍ଭକୁ ସମାଲୋଚ଼ନା କରନ୍ତି ଓ ମିଛ ରେ କୁହନ୍ତି ଯେ ଆମ୍ଭେ ସହେି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସମାନେେ ଠିକ୍ ନୁହଁନ୍ତି ଓ ସମାନଙ୍କେୁ ଦଣ୍ଡ ଦବୋ ଉଚ଼ିତ।