ଯିରିମିୟ 41:3 · ଓଡ଼ିଆ ବାଇବେଲ
ଆଉ ମଧ୍ଯ ଇଶମାଯଲେ ମିସ୍ପା ରେ ଗଦଲିଯ ସହିତ ଥିବା ସମସ୍ତ ୟିହୁଦୀଯମାନଙ୍କୁ ଓ ବାବିଲର ସୈନ୍ଯମାନଙ୍କୁ ବଧ କଲେ।
Cross references
ଦିତୀୟ ରାଜାବଳୀ 25:25
ମାତ୍ର ସପ୍ତମ ମାସ ରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିଯର ପୁତ୍ର ଇଶ୍ମାଯଲେ, ୟିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶଜଣ ସଙ୍ଗୀ ଗଦଲୀଯକୁ, ୟିହୁଦୀଯମାନଙ୍କୁ ଓ ମିସ୍ପା ରେ ଥିବା କଲଦୀଯମାନଙ୍କୁ ବଧ କଲେ।
ଉପଦେଶକ 9:18
ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।
ଯିରିମିୟ 41:11
ବା ରହରେ ପୁତ୍ର ୟୋହାନନ୍ ଓ ତାହାର ସମସ୍ତ ସଙ୍ଗୀ ସନୋପତିଗଣ ଇଶମାଯଲରେ ଦୁଷ୍କର୍ମସବୁ ଜାଣିଲେ।
ଯିରିମିୟଙ୍କ ବିଳାପ 1:2
ସେ ରାତ୍ରି ରେ ଅତିଶଯ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶ ରେ ପଡ଼ୁଅଛି; ତାକୁ ସାନ୍ତ୍ବନା ଦବୋକୁ କହେି ନାହିଁ ; ତା'ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସମାନେେ ତାହାର ଶତ୍ରୁ ହାଇେଛନ୍ତି।