ତା'ପ ରେ ଯିରିମିୟ ଭବିଷ୍ଯଦବକ୍ତା ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସା ରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦବେେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।
Cross references
ମାଶାେ କହିଲେ, ଦେଖ, ଏ ସ୍ଥାନରୁ ୟାଇ ମୁଁ ଆପଣଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ମାଛିମାନଙ୍କଠାରୁ ମୁକ୍ତି ପାଇବା ପାଇଁ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ପାଇଁ ଯାଉଥିବା ଲୋକମାନଙ୍କୁ ଅଟକାଇବ ନାହିଁ।
ତା'ପରେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁ ତୁମ୍ଭକୁ ବିନଯ କରୁଅଛି, କିଛି ନଲକ୍ସ୍ଟଗ୍ଭଇ ମାେତେ କକ୍ସ୍ଟହ, ପରମେଶ୍ବରଙ୍କ ବାର୍ତ୍ତା ଯଦି କିଛି ମାଠାେ ରେ ଲକ୍ସ୍ଟଗ୍ଭଅ ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଣ୍ତ ଦବେେ।
ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।
ତହୁଁ ମୀଖାଯ କହିଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।
କିନ୍ତୁ ମୀଖାଯ ଉତ୍ତର ଦେଲେ, ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାୟାଏ, ମାେ ପରମେଶ୍ବର ଯାହା କହନ୍ତି, ମୁଁ କବଳେ ତାହା କହିପାରିବି।
ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ୟ୍ଯ କରିଛ। ସେସବୁକୁ ମୁଁ ମାରେ ହୃଦଯରେ ଗୋପନ କରି ନାହିଁ। ହେ ସଦାପ୍ରଭୁ ମାେ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସମାନଙ୍କେୁ ଉଦ୍ଧାର କରିବ ବୋଲି ପ୍ରଚାର କରିଅଛି। ମୁଁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ସତ୍ଯତା ମହାସମାଜରୁ ଲୋକମାନଙ୍କଠାରୁ ଲୁଚାଇ ରଖି ନାହିଁ।
ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।
ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।
ଯେଉଁ ସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସହେିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚ ରେ ପ୍ରଚ଼ାର କହିଛି। ଜନସାଧାରଣଙ୍କ ସାମନା ରେ ଓ ଘ ରେ ଘ ରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦଇେଛି।
କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।
ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛା ଯେ ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।