Home Bibles ଯିରିମିୟ 42:5 · ଓଡ଼ିଆ ବାଇବେଲ
ଯିରିମିୟ 42:5 · ଓଡ଼ିଆ ବାଇବେଲ

ତା'ପ ରେ ସମାନେେ ଯିରିମିୟଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ବର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସା ରେ ଯବେେ ଆମ୍ଭମାନେେ କର୍ମ ନ କରୁ, ତବେେ ସଦାପ୍ରଭୁ ଆମ୍ଭମାନଙ୍କ ବିପକ୍ଷ ରେ ସତ୍ଯ ଓ ବିଶ୍ବସ୍ତ ସାକ୍ଷୀ ହୁଅନ୍ତୁ।

Cross references

ଆଦି ପୁସ୍ତକ 31:50

ଏହାପରେ ଲାବନ କହିଲେ, ଯଦି ତୁମ୍ଭେ ମାରେ କନ୍ଯାମାନଙ୍କୁ ଆଘାତ କର ତବେେ ପରମେଶ୍ବର ତୁମ୍ଭକୁ ଆଘାତ ଦବେେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନରେଖ ପରମେଶ୍ବର ଦେଖୁଛନ୍ତି।

ଯାତ୍ରା ପୁସ୍ତକ 20:7

ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

ଯାତ୍ରା ପୁସ୍ତକ 20:19

ଆଉ ସମାନେେ ମାଶାଙ୍କେୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭମାନେେ ଶୁଣିବୁ, ମାତ୍ର ପରମେଶ୍ବର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲ ଆମ୍ଭମାନେେ ମରିୟିବୁ।

ଦିତୀୟ ବିବରଣ 5:27

ହେ ମାଶାେ ୟାଅ ଓ ଶକ୍ସ୍ଟଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ବର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କଠାରକ୍ସ୍ଟ ଯାହା ଶକ୍ସ୍ଟଣିଛକ୍ସ୍ଟ, ତାହା ଆମ୍ଭମାନଙ୍କୁ କକ୍ସ୍ଟହ ଏବଂ ଆମ୍ଭମାନେେ ତାହା ପାଳନ କରିବକ୍ସ୍ଟ।'

ବିଚାରକର୍ତାମାନଙ୍କ ବିବରଣ 11:10

ଗିଲିଯଦର ପ୍ରାଚୀନ ନତେୃବର୍ଗ ୟିଲ୍ଗହକକ୍ସ୍ଟ କହିଲେ, ଆମ୍ଭେ କହିଥିବା ସମସ୍ତ କଥା ସଦାପ୍ରଭୁ ଶକ୍ସ୍ଟଣିଛନ୍ତି। ଆମ୍ଭମାନେେ ଆପଣଙ୍କକ୍ସ୍ଟ କଥା ଦେଉଛକ୍ସ୍ଟ ଯେ, ତୁମ୍ଭେ ଯାହାସବୁ କହିବ, ଆମ୍ଭମାନେେ କରିବକ୍ସ୍ଟ।

ପ୍ରଥମ ଶାମୁୟେଲ 12:5

ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସମାନେେ ଦୃଢ କରିବାକୁ ସାକ୍ଷୀ ରହିଲେ ଯେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ଜାଣିଲେ ମୁ କିଛି ଭୂଲ କରି ନାହିଁ। ଲୋକମାନେ କହିଲେ, ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ଯ।

ପ୍ରଥମ ଶାମୁୟେଲ 20:42

ଯୋନାଥନ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଶାନ୍ତି ରେ ୟାଅ। ଆମ୍ଭେ ଓ ସଦାପ୍ରଭୁଙ୍କ ନିକଟରେ ଶପଥ କରିଛକ୍ସ୍ଟ, ଆମ୍ଭେ ସର୍ବଦା ବନ୍ଧକ୍ସ୍ଟ ହାଇେ ରହିବା। ଆମ୍ଭେ କହିଲକ୍ସ୍ଟ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।

ଯିରିମିୟ 5:2

ସମାନେେ, 'ଜୀବତ୍ ସଦାପ୍ରଭୁ' କହିଲେ ହେଁ ନିତାନ୍ତ ମିଥ୍ଯା ରେ ଶପଥ କରନ୍ତି।

ଯିରିମିୟ 42:20

ପୁଣି ତୁମ୍ଭମାନେେ ନିଜ ନିଜ ପ୍ରାଣ ବିରୁଦ୍ଧ ରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ନିକଟକୁ ମାେତେ ପଠାଇ କହିଲ, 'ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯାହା ଯାହା କହିବେ, ତଦନୁସା ରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭମାନେେ ତାହା ପାଳନ କରିବୁ।'

ମୀଖା 1:2

ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତେ ଶୁଣ। ମାରେ ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧ ରେ ସେ ସାକ୍ଷ୍ଯ ସ୍ବରୂପ ଆସିବେ।

ମଲାଖୀ 2:14

ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

ମଲାଖୀ 3:5

ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ରୋମୀୟଙ୍କ ପ୍ରତି ପତ୍ର 1:9

ପ୍ରତିଥର ମୁଁ ପ୍ରାର୍ଥନା କଲା ବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5

ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14

ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :

Interlinear

Choose Theme