ନବୂଖଦନିତ୍ସର ମିଶର ଦେଶସ୍ଥ ସମସ୍ତ ଦବୋଳଯ ରେ ଅଗ୍ନି ସଂୟୋଗ କରିବ। ସେ ସଗେୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନଇୟିବେ। ପୁଣି ମଷେପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସହେିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶର ରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।
Cross references
ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।
ସହେି ସ୍ଥାନ ରେ ପଲେଷ୍ଟୀୟମାନେ ସମାନଙ୍କେର ମୂର୍ତ୍ତିଗୁଡିକୁ ଛାଡି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସହେିସବୁ ମୂର୍ତ୍ତିଗୁଡିକୁ ଦୂ ରଇେ ଦେଲେ।
ଆଉ ସହେି ବସନ ଓ ଅଶ୍ବ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତ ରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସମାନେେ ସହେି ରାଜ ବସନ ପିନ୍ଧାନ୍ତୁ ଓ ସହେି ଅଶ୍ବ ରେ ଆରୋହଣ କରାଇ ନଗର ଦାଣ୍ତ ରେ ତାହାର ଆଗେ ଆଗେ ଏହା ଘାଷେଣା କରାନ୍ତୁ। 'ମହାରାଜ ଯାହାର ସମ୍ମାନ ରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାୟାଏ।'
ଯଦି ତୁମ୍ଭେ ପରମେଶ୍ବରଙ୍କ ପରି, ତା' ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ବରଙ୍କ ସହ ସମକକ୍ଷ, ତା' ହେଲେ ତୁମ୍ଭେ ପରମେଶ୍ବରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
ଅଭିଶାପ ତା'ର ବସ୍ତ୍ର ହେଉ। ଅଭିଶାପ ସେ ପିଉଥିବା ପାଣି ହେଉ। ଅଭିଶାପ ତା'ର ଶରୀରର ତୈଳ ହେଉ।
ଆମ୍ଭେ ତାଙ୍କର ୟାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ବନି କରିବେ।
ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ ଚକ୍ କରୁଥିବା ରାଜମୁକୁଟ ଶାେଭା ପାଇବ।
ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।
ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ବାରୋହୀ ସୈନ୍ଯ ଆସୁଛନ୍ତି।'
ବେଲ୍ ଓ ନବୋ ଆମ୍ଭ ସମ୍ମୁଖ ରେ ଅବନତ ହବେେ। ସମାନଙ୍କେର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପ ରେ ଥୁଆ ହାଇେଛନ୍ତି। ସଗେୁଡ଼ିକ ବୋଝପରି ତୁମ୍ଭମାନେେ ବହି ଚାଲିଲ, ତାହା କ୍ଲାନ୍ତ ପଶୁମାନଙ୍କ ପାଇଁ କବଳେ ଭାର ହାଇେଅଛି।
ତୁମ୍ଭର ଚକ୍ଷୁ ମଲୋଇ ଚତୁର୍ଦ୍ଦିଗକୁ ଦେଖ। ସମାନେେ ସମସ୍ତେ ଏକତ୍ରୀତ ହାଇେ ତୁମ୍ଭ ଆଡ଼କୁ ଆସୁଛନ୍ତି। ସଦାପ୍ରଭୁ କୁହନ୍ତି, ମାରେ ଜୀବନ ରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ଯା ପରି ପରିଧାନ କରିବେ।
ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।