ହୋଶିଯର ପୁତ୍ର ଅସରିଯ, କା ରହରେ ପୁତ୍ର ୟୋହାନନ୍ ଓ ଅନ୍ୟ କେତକେ ଅହଙ୍କାରୀ ଲୋକ କୋର୍ଧାନ୍ବିତ ହାଇେ ଯିରିମିୟଙ୍କୁ କହିଲେ, ତୁମ୍ଭେ ମିଥ୍ଯା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାଁନ୍ତି, 'ତୁମ୍ଭମାନେେ ମିଶର ରେ ୟାଇ ପ୍ରବାସ କର ନାହିଁ।'
Cross references
କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।
ତଥାପି ମଧ୍ଯ ତୁମ୍ଭେ ମାରେ ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମାରେ ଲୋକମାନଙ୍କୁ ମୁକ୍ତ କରୁନାହଁ।
ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।
ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।
ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସମାନେେ ଅଭିଶପ୍ତ ହୁଅନ୍ତି।
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ। [5] ସହେି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ଯ ବାକ୍ଯସବୁ ମିଳିଅଛି।
ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।
ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।
ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।
ଶମରିଯାସଯଲତଲବଲଳ ଇଫ୍ରଯିମର ରାଜଧାନୀ ଓ ରମଲୀଯର ପୁତ୍ର ଶମରିଯାର ରାଜାସସଲତଲବଲଳସସମାନଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। ତୁମ୍ଲଭ ଯଦି ଦୃଢ଼ ଭାବଲର ରହିପାରିବ ନାହିଁ, ତୁମ୍ଲଭ ଅଗ୍ରସରସହାଇପାରିବ ନାହିଁ।
ମାରେସଦାପ୍ରଭୁ ଯାକୁବଙ୍କ ପାଖକୁ ଏକ ବାର୍ତ୍ତା ପ୍ ରରଣେ କଲେ। ସହେି ବାର୍ତ୍ତା ଇଶ୍ରାୟେଲ ବିରୁଦ୍ଧ ରେ କାର୍ୟ୍ଯ କରିବ।
ତାହାପ ରେ ଇଫ୍ରଯିମର ପ୍ରେତ୍ୟକକ ଲୋକ ଓ ଏପରିକି ଶମରିଯାର ପ୍ରାଚୀନଗଣ ଜାଣିବେ ଯେ ପରମେଶ୍ବର ସମାନଙ୍କେୁ ଦଣ୍ଡ ଦେଲେ।
ମିଥ୍ଯା ରେ ସମାନେେ ସଦାପ୍ରଭୁଙ୍କର ବିଷଯ ରେ କହିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭମାନେେ ଖଡ୍ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।
ତୁମ୍ଭମାନେେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
ଯେଉଁମାନେ ମିସ୍ଫୀକୁ ଗଦଲିଯ ନିକଟକୁ ଗଲେ ସମାନଙ୍କେ ମଧିଅରେ ନଥନିଯର ପୁତ୍ର ଇଶମାଯଲେ, କା ରହରେ ପୁତ୍ର ୟୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାଯ, ନଟୋଫାତୀଯ ଏଫଯର ପୁତ୍ରମାନେ ଓ ମାଖାତୀଯର ପୁତ୍ର ୟାସନୀଯ ଥିଲେ।
ଆହୁରି କା ରହରେ ପୁତ୍ର ଗୋହାନନ୍ ଓ ପଦା ରେ ଅବସ୍ଥିତ ସନୋପତି ସକଳ ମିସ୍ପା ରେ ଗଦଲିଯ ନିକଟକୁ ଆସିଲେ।
ୟୋହାନନ ଏବଂ ତାଙ୍କର ସୈନ୍ଯବାହିନୀର ସନୋପତିଗଣ ଗିବିଯୋନକୁ ଅବଶିଷ୍ଟ ଲୋକମାନଙ୍କୁ ଆଣିଲେ, ଯେଉଁମାନଙ୍କୁ ନଥନୀଯର ପୁତ୍ର ଇଶମାଯଲେ, ଗଲିଯଦକୁ ହତ୍ଯା କଲା ପ ରେ, ମିସ୍ପାକୁ ନଇେ ୟାଇଥିଲେ। ସମାନଙ୍କେ ମଧିଅରେ ୟୋଦ୍ଧାଗଣ, ସ୍ତ୍ରୀଲୋକ, ବାଳକଗଣ, ବାଳିକାଗଣ ଓ ନପୁଂସକଗଣ ଥିଲେ।
ଯେତବେେଳେ ସମାନେେ ଗରେୁତ୍ତ୍ବକିମହମ ରେ ଥିଲେ ସେତବେେଳେ ୟୋହାନନ୍ ଓ ହୋଶଯିଯର ପୁତ୍ର ୟାସନିଯ, ଆଉ କ୍ଷୁଦ୍ର ଓ ମହାନ୍ ସମସ୍ତ ଲୋକ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟକୁ ଗଲେ।
ଏବଂ ତା'ପ ରେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଲୋକମାନଙ୍କୁ କ'ଣ କହିବା ପାଇଁ ଚାହିଁଥିଲେ, ଯିରିମିୟ ତାହା କହିବା ଶଷେ କରୁ ନ କରୁଣୁ।
ଅହଂକାରୀ ବ୍ଯକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସପରେି ଅହଂକାରୀ ଲୋକ ଫୁତ୍କାର ରେ ଉଡିୟାଏ। କିନ୍ତୁ ଧାର୍ମିକଲୋକମାନେ ସମାନଙ୍କେର ବିଶ୍ବାସ ବଳ ରେ ହିଁ ବଞ୍ଚିବେ।
କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।