ମାତ୍ର ସଦାପ୍ରଭୁଙ୍କ ବାକ୍ଯ ମାନିବା ପରିବର୍ତେ କା ରହରେ ପୁତ୍ର ୟୋହାନନ୍ ଓ ସମସ୍ତ ସନୋପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ଯକୁ ଜଡ଼ିତ ଯେଉଁ ଲୋକମାନେ ଯିହୁଦା ରେ ପ୍ରବାସ କରିବାକୁ ଫରେି ଆସିଥିଲେ, ସମାନଙ୍କେୁ ମିଶରକୁ ନେଲେ।
Cross references
ମାରେ ପ୍ରଭକ୍ସ୍ଟ, ମହାରାଜ, ମୁ ତୁମ୍ଭର ସବେକ ମାେ କଥା ଶକ୍ସ୍ଟଣ, ଯଦି ସଦାପ୍ରଭୁ ମାେ ଉପରେ କୋରଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତା ହେଲ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନକ୍ସ୍ଟଷ୍ଯ ସନ୍ତାନମାନେ ତାହା କରିଥାନ୍ତି, ତବେେ ସମାନେେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତକ୍ସ୍ଟ। କାରଣ ସମାନେେ ମାେତେ ସହେି ଦେଶରକ୍ସ୍ଟ ବାହାର କରି ଦଇେଛନ୍ତି। ଯେଉଁଟାକି ମାେତେ ଦେଲେ ଏବଂ କହିଲେ, 'ୟାଅ ଅନ୍ୟ ଦବଗେଣଙ୍କର ପୂଜା କର।'
ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦା ରେ ଛାଡି ୟାଇଥିଲେ। ସମାନଙ୍କେ ମଧିଅରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିଯ ଥିଲା, ବାବିଲର ରାଜା ଗଦଲିଯକୁ ଯିହୁଦାର ଶାସନ କର୍ତ୍ତା ରୂପେ ନିୟୁକ୍ତି କଲେ।
ଆଉ ଦେଖ, ଯେଉଁ କଲଦୀଯମାନେ ଆମ୍ଭ ନିକଟକୁ ମିସ୍ଫୀକୁ ଆସିବେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସମାନଙ୍କେୁ ଉତ୍ତର କରିବା। ମାତ୍ର ତୁମ୍ଭମାନେେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚଯ କରି ଆପଣା ଆପଣା ପାତ୍ର ରେ ରଖ। ଆଉ ତୁମ୍ଭମାନେେ ହସ୍ତଗତ କରିଥିବା ନଗରଗୁଡ଼ିକରେ ବାସ କର।
ଯିହୁଦାର ଯେଉଁସବୁ ଲୋକ ମାୟୋବ, ଅମ୍ମାନେ, ଇଦୋମ ଓ ଅନ୍ଯାନ୍ଯ ସବୁ ଦେଶ ରେ ଥିଲେ, ସମାନେେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯକୁ ସମାନଙ୍କେୁ ଶାସନ କରିବାକୁ ନିୟୁକ୍ତ କରିଅଛି।
ଏହାପ ରେ ଇଶମାଯଲେ, ମିସ୍ପା ରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ଯାଗଣଙ୍କୁ ଓ ମିସ୍ପା ରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସନୋପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିଯ ହସ୍ତ ରେ ସମର୍ପଣ କରିଥିଲା, ସମାନଙ୍କେୁ ବନ୍ଦୀକରି ନଇଗେଲା ସେ ସମାନଙ୍କେୁ ବନ୍ଦୀକରି ଅମ୍ ନୋନ ସନ୍ତାନଗଣର ନିକଟକୁ ୟିବାପାଇଁ ପ୍ରସ୍ଥାନ କଲା।
ମାତ୍ର ନଥନିଯର ପୁତ୍ର ଇଶମାଯଲେ ଆଠଜଣ ଲୋକ ସହିତ ୟୋହାନନ ନିକଟରୁ ପଳାଇ ଅମ୍ ନୋନ ସନ୍ତାନଗଣର ନିକଟକୁ ଗଲା।
ୟୋହାନନ୍ ଓ ଅନ୍ୟ ସନୋପତିଗଣ କଲଦୀଯମାନଙ୍କୁ ଭୟ କଲେ। କାରଣ ଇଶମାଯଲେ ବାବିଲ ରାଜାଙ୍କ ଦ୍ବାରା ନିୟୁକ୍ତ ଶାସନକର୍ତ୍ତା ଗଦଲିଯକୁ ହତ୍ଯା କରିଥିଲେ। ତେଣୁ ୟୋହାନନ୍ କଲଦୀଯମାନେ ରାଗିଥିବେ ବୋଲି ଭୟ କଲେ।