ମାତ୍ର ଆମ୍ଭମାନେେ ଯେତବେେଳେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇବା ଓ ପଯେ ନବୈେଦ୍ଯ ଢ଼ାଳିବା ଛାଡ଼ିଦଲେୁ, ଆମ୍ଭମାନଙ୍କ ସବୁ ବିଷଯ ରେ ଅଭାବ ଘଟିଲା ଓ ଆମ୍ଭମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ଲୁପ୍ତ ହେଲୁ।
Cross references
ଆମ୍ଭେ ମାନେ ମିଶର ଦେଶ ରେ ବିନା ମୂଲ୍ଯ ରେ ଯେଉଁ ମାଛ ଖାଉଥିଲୁ, ତାହା ମନେ ପଡେ। ଆମ୍ଭମାନଙ୍କର ମଧ୍ଯ ଉତ୍ତମ ପନିପରିବା ଯଥା: କାକୁଡି, ତରଭୁଜ, ପିଆଜ ଓ ରସୁଣ କଥା ମନେ ପଡେ।
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'
ସହେି ଗର୍ବୀ ଲୋକମାନେ ନିଜକୁ ଦବେତା ବୋଲି ଭାବନ୍ତି। ସମାନେେ ଭାବନ୍ତି ସମାନେେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
ଯେତବେେଳେ ୟିହୁଦୀମାନେ ଏହି ସମ୍ବାଦ ଶୁଣିଲେ, ସମାନେେ ବିତାଡ଼ିତ ହାଇେଥିବା ଦେଶମାନଙ୍କରୁ ଯିହୁଦାକୁ ଫରେିଆସିଲେ। ସମାନେେ ମିସ୍ଫା ରେ ଗଦଲିଯ ନିକଟକୁ ଆସିଲେ। ଆଉ ଅପାର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚଯ କଲେ।
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।
ତୁମ୍ଭମାନେେ କହିଲ, ପରମେଶ୍ବରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯା ପାଳନ କରିଥିଲୁ ମାତ୍ର ଆମ୍ଭମାନେେ କିଛି ଉପକୃତ ହେଲୁନାହିଁ। ଆମ୍ଭମାନେେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ।