ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭେ ସ୍ତ୍ରୀ ଲୋକମାନେ କହିଥିଲ, ଆମ୍ଭମାନେେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇବା ପାଇଁ ଓ ପଯେ ନବୈେଦ୍ଯ ଢ଼ାଳିବା ପାଇଁ ଯେଉଁ ଶପଥ କରିଅଛୁ ତାହା ଅବଶ୍ଯ ସିଦ୍ଧ କରିବୁ। ତେଣୁ ତୁମ୍ଭମାନେେ ଆଗଇେ ଚାଲ, ତୁମ୍ଭମାନଙ୍କର ଶପଥ ଦୃଢ଼ କର ଓ ତୁମ୍ଭମାନଙ୍କର ଶପଥ ସିଦ୍ଧ କର।
Cross references
ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।
ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
ସେତବେେଳେ ବହୁ ସ୍ତ୍ରୀ ଲୋକ ଯିହୁଦାର ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଉଥିଲେ। ସମାନଙ୍କେର ସ୍ବାମୀମାନେ ଏହା ଜାଣିଲେ ମଧ୍ଯ ସମାନଙ୍କେୁ ନିବୃତ୍ତ କରୁ ନ ଥିଲେ। ସମାନଙ୍କେ ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶ ରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,
ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।
ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।
ହେ ଇଶ୍ରାୟେଲର ଭବିଷ୍ଯତ୍ ବଂଶଧରଗଣ ! ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଯଦି ମାେ ନିର୍ଦ୍ଦଶେ ପ୍ରତି ଧ୍ଯାନ ନ ଦିଅ, ୟାଅ ଓ ତୁମ୍ଭର ମୂର୍ତ୍ତିଗୁଡ଼ିକର ପୂଜା କର। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କର ଉପହାର ଓ ମୂର୍ତ୍ତିଗୁଡ଼ିକ ଦ୍ବାରା ମାରେ ପବିତ୍ର ନାମକୁ ନଷ୍ଟ କରିବ ନାହିଁ।
ଏହା ଶୁଣି ହରେୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦବେେ। ତା' ଛଡା େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ଶପଥ ଶୁଣିଥିଲେ। ତେଣୁ ହରେୋଦ ଝିଅକୁ ଯାହା କିଛି ସେ ମାଗିଥିଲେ ତାହା ଦବୋପାଇଁ ଆଦେଶ ଦେଲେ।
ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।
ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।
ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।