ହେ ମିଶରର ଅନୂଢ଼ା କନ୍ଯା, ତୁମ୍ଭେ ଗିଲିଯଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ଯ ତାହା ବ୍ଯର୍ଥ ହବେ, ତୁମ୍ଭେ ଆରୋଗ୍ୟ ହବେ ନାହିଁ।
Cross references
ଯେତବେେଳେ ଯୋଷଫେ କୂପ ମଧିଅରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହାପରେ ସମାନେେ ଦେଖିଲେ, ଏକ ବଣିକ ଦଳ ଗିଲିଯଦରୁ ଇଶ୍ମାଯଲେୀଯ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ଯ ଓ ଗୁଗ୍ଗୁଳ ଓ ଗନ୍ଧରସ ଘନେି ମିଶର ଦେଶକୁ ଯାଉଛନ୍ତି।
ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।
ଆଗୋ ବାବିଲର ଅନୁଢ଼ା କନ୍ଯ, ତଳକୁ ଓହ୍ଲାଇ ଆସି ଧୂଳି ରେ ବସ ; ଆଗୋ କଲଦୀଯର କନ୍ଯ, ସିଂହାସନ ଛାଡ଼ି ଭୂମିରେ ବସ। କାରଣ ତୁମ୍ଭମାନେେ ଆଉ କୋମଳ ଓ କୁଆଁରୀକନ୍ଯା ବୋଲି ଖ୍ଯାତ ହାଇବେ ନାହିଁ।
ଗିଲିଯଦ ରେ ଔଷଧ ଅଛି ଓ ସଠାେ ରେ ବୈଦ୍ଯମାନେ ମଧ୍ଯ ଅଛନ୍ତି। ତବେେ ମାରେ ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାଁନ୍ତି ?
ହେ ଇଫ୍ରଯିମ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, 'ଆମ୍ଭ ଚକ୍ଷୁରୁ ଦିବାରାତ୍ର ଲୋତକ ବହିବ, ତାହା କବେେ ନିବୃତ୍ତ ହବେ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ଯା ପାଇଁ ଆମ୍ଭ ହୃଦଯ କାନ୍ଦିବ। ଯେ ହତେୁ ତାହା ମହାଭଙ୍ଗ ରେ ଓ ମହା ଦୁଃଖଦାୟକ କ୍ଷତ ରେ ଭଗ୍ନ ହାଇେଅଛି।
ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହାଇେଛି। ତାହା ପାଇଁ କ୍ରନ୍ଦନ କର, ତାହାର ବଦନୋ ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହାଇପୋରିବ।
ଯିହୁଦା ଓ ଇଶ୍ରାୟେଲ ଦେଶର ଲୋକମାନେ ତୁମ୍ଭ ସହିତ ବାଣିଜ୍ଯ କରୁଥିଲେ। ସମାନେେ ଗହମ, ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।
ହେ ମନୁଷ୍ଯ ପୁତ୍ର, ମୁଁ ମିଶରର ରାଜା ଫାରୋର ବାହୁ ଭାଙ୍ଗିଅଛି। ତା'ର ଆରୋଗ୍ୟ ପାଇଁ ଔଷଧ ଲଗାଇ ପଟି ବାନ୍ଧିବାକୁ କହେି ନାହିଁ। ତେଣୁ ତାହାର ହସ୍ତ ଆଉ ଖଡ୍ଗ ଧାରଣ କରିବାକୁ ସବଳ ହବେ ନାହିଁ।
ଶମରିଯାର କ୍ଷତ କବେେ ପୂରଣ ହବେ ନାହିଁ। ତା'ର ପାପ ଯିହୁଦା ପର୍ୟ୍ଯନ୍ତ ବ୍ଯାପି ଅଛି। ଆଉ ମଧ୍ଯ ତାହା ମାେ ଲୋକମାନଙ୍କର ନଗରଦ୍ବାର ୟିରୁଶାଲମ ପର୍ୟ୍ଯନ୍ତ ବ୍ଯାପିଅଛି।
ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହାଇେଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରିପାରିବ ନାହିଁ। ଯେ କହେି ତୁମ୍ଭ ବିଷଯ ରେ ସଂବାଦ ଶୁଣେ ସମାନେେ ତାଳି ମାରନ୍ତି। ସମାନେେ ସମସ୍ତେ ଖୁସି ହୁଅନ୍ତି କାରଣ ସମାନେେ ସମସ୍ତେ ତୁମ୍ଭମାନଙ୍କର ଭୂଲ ଯୋଗୁ ସର୍ବଦା ପିଡୀତ ହେଉଛନ୍ତି।
ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।
ସଠାେରେ ଜଣେ ସ୍ତ୍ରୀ ଲୋକ ମଧ୍ଯ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତାର ସମସ୍ତ ଅର୍ଥ ଔଷଧ ରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦବୋ ପାଇଁ ସମର୍ଥ ହାଇେ ନଥିଲେ।