Home Bibles ଯିରିମିୟ 46:18 · ଓଡ଼ିଆ ବାଇବେଲ
ଯିରିମିୟ 46:18 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ୟିଏକି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।

Cross references

ଯିହୋଶୂୟ 19:22

ଏସବୁର ସୀମା ତାଙ୍କର ତାବୋର ଶହତ୍ସୀସ୍ ଓ ବୈଥ୍ଶମେଣ ପର୍ୟ୍ଯନ୍ତ ଥିଲା। ୟର୍ଦ୍ଦନ ସମାନଙ୍କେ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମତେ ଏହି ଷୋଳଟି ନଗର ସମାନଙ୍କେର ଅଧିନ ରେ ଥିଲା।

ବିଚାରକର୍ତାମାନଙ୍କ ବିବରଣ 4:6

ଦବୋରା ଏକ ଦୂତ ବାରକ ପାଖକକ୍ସ୍ଟ ପଠାଇଲେ। ସେ ତାଙ୍କୁ ଭଟେିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋଯମର ପକ୍ସ୍ଟତ୍ର ଥିଲେ। ବାରକ ନଲ୍ଗାଲି ସହର ରେ କଦେଶ ରେ ବାସ କରୁଥିଲେ। ଦବୋରା ବାରକକକ୍ସ୍ଟ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, 'ନଲ୍ଗାଲି ପରିବାରବର୍ଗ ଏବଂ ସବୂଲୂନର 10 ,000 ଲୋକଙ୍କକ୍ସ୍ଟ ଏକତ୍ରୀତ କର ଓ ସମାନଙ୍କେୁ ତାବୋର ପର୍ବତକକ୍ସ୍ଟ ଆଗଇେ ନିଅ।

ବିଚାରକର୍ତାମାନଙ୍କ ବିବରଣ 4:12

କହେି ଜଣେ ସୀଷରାକକ୍ସ୍ଟ କହିଲେ, ଯେ ବାରକ୍ ଅବିନଯମର ପକ୍ସ୍ଟତ୍ର ତାବୋର ପର୍ବତ ଉପରକକ୍ସ୍ଟ ଗଲେ।

ପ୍ରଥମ ରାଜାବଳୀ 18:42

ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।

ଗୀତସଂହିତା 89:12

ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।

ଯିଶାଇୟ 47:4

ମାରେ ସନ୍ତାନଗଣ କୁହନ୍ତି, ଆମ୍ଭମାନଙ୍କର ମୁକ୍ତିଦାତା ଇଶ୍ରାୟେଲର ଧର୍ମସ୍ବରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।

ଯିଶାଇୟ 48:2

କାରଣ ସମାନେେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ଯାତ କରନ୍ତି ଓ ଇଶ୍ରାୟେଲର ପରମେଶ୍ବରଙ୍କ ଉପ ରେ ନିର୍ଭର କରନ୍ତି ; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

ଯିରିମିୟ 4:7

ଏକ ସିଂହ ନିଜ ଗହ୍ବରରୁ ବାହାରିଅଛି। ନାନା ଦେଶୀଯମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ବଂସ ହବେ, ଆଉ ସଗେୁଡ଼ିକ ଜନଶୂନ୍ଯ ହବେ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।

ଯିରିମିୟ 4:13

ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି। ତାହାର କଥାଗୁଡ଼ିକ ଘୂର୍ଣ୍ଣିବାଯୁ ସଦୃଶ ଓ ତାହାର ଅସ୍ତ୍ରଗୁଡ଼ିକ ଇଗଲ ପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହବେେ। ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହବେ ଓ ଆମ୍ଭମାନେେ ବିନଷ୍ଟ ହବୋ।

ଯିରିମିୟ 10:10

ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।

ଯିରିମିୟ 10:16

ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।

ଯିରିମିୟ 44:26

ଏଣୁ ହେ ଯିହୁଦାର ସମସ୍ତ ମିଶର ଦେଶ ନିବାସୀ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ, ସଦାପ୍ରଭୁ କହନ୍ତି, ଦେଖ, ମୁଁ ଆପଣା ମହାନାମ ରେ ଶପଥ କରିଅଛି, ମିଶର ଦେଶସ୍ଥ ୟିହୁଦୀ ଲୋକ ମାରେ ନାମର ବ୍ଯବହାର କରିବ ନାହିଁ। ସମାନେେ କବେେ କହିବେ ନାହିଁ, ନିଶ୍ଚିତ ରେ ସଦାପ୍ରଭୁ ଅଛନ୍ତି।

ଯିରିମିୟ 48:15

ଶତ୍ରୁସୈନ୍ଯ ମାୟୋବକୁ ଆକ୍ରମଣ କରି ତାହାକୁ ଧ୍ବଂସ କରିବେ। ତାହା ବଳବାନ୍ ସୈନ୍ଯମାନଙ୍କୁ ବାଧ୍ଯ ସ୍ଥାନ ରେ ବଧ କରିବ। ଏହା ସୈନ୍ଯାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।

ଯିରିମିୟ 51:17

ମାତ୍ର ପ୍ରେତ୍ୟକକ ଲୋକ ନିର୍ବୋଧ ଓ ଅଜ୍ଞାନ ଅଟନ୍ତି। ପରମେଶ୍ବରଙ୍କ କ୍ରିଯା ସମାନେେ ଜାଣନ୍ତି ନାହିଁ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ବାରା ଲଜ୍ଜିତ ହାଇେଅଛନ୍ତି। କାରଣ ସେ ଛାଞ୍ଚ ଢ଼ଳା ପ୍ରତିମା ମିଥ୍ଯା ଓ ଜୀବନ୍ତ ନୁହଁନ୍ତି।

ଯିରିମିୟ 51:57

ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦଶାେଧ୍ଯକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ବୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ ଓ କବେେ ଜାଗ୍ରତ ହବେେ ନାହିଁ। ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।

ଆମୋଷ 4:13

ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।

ମଲାଖୀ 1:14

କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

ମାଥିଉଲିଖିତ ସୁସମାଚାର 5:35

ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:17

ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।

Interlinear

Choose Theme