Home Bibles ☰ Books ଯିରିମିୟ 46:25 · ଓଡ଼ିଆ ବାଇବେଲ
ଯିରିମିୟ 46:25 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ନୋ ଦେଶୀଯ ଅମାନେକୁ, ଫାରୋ, ମିଶର, ତାହାର ଦବଗେଣ ଓ ରାଜଗଣକୁ, ଆଉ ଫାରୋଙ୍କ ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦବୋ।

Cross references

ଯାତ୍ରା ପୁସ୍ତକ 12:12

ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।

ଯିଶାଇୟ 19:1

ମିଶର ବିଷଯକ ଲୋକ ବାର୍ତ୍ତା : ଦେଖ ! ସଦାପ୍ରଭୁ ଦ୍ରୁତଗାମୀ ମେଘ ରେ ଆସୁଛନ୍ତି। ସେ ମିଶର ରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟ ରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ୟିବ।

ଯିଶାଇୟ 20:5

ଲୋକମାନେ କୂଶକୁ ସାହାୟ୍ଯ ପାଇଁ ଚାହିଁବେ। ମାତ୍ର ସମାନେେ ନିରାଶ ହାଇେ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହବୋ ଦେଖି ତା'ର ଲୋକମାନେ ଆଶ୍ଚର୍ୟ୍ଯ ଓ ଲଜ୍ଜିତ ହବେ।'

ଯିଶାଇୟ 30:2

ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।

ଯିଶାଇୟ 30:3

ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦଇପୋରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରଯ ଦଇପୋରିବ ନାହିଁ।

ଯିଶାଇୟ 31:1

ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।

ଯିରିମିୟ 17:5

ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।

ଯିରିମିୟ 42:14

ଆଉ ମଧ୍ଯ ତୁମ୍ଭମାନେେ ଯଦି କହିବ, 'ଆମ୍ଭମାନେେ ମିଶର ଦେଶକୁ ୟିବା ଓ ସଠାେ ରେ ବାସ କରିବା, ସଠାେ ରେ ଆମ୍ଭମାନେେ ୟୁଦ୍ଧ ଦେଖିବା ନାହିଁ କି ତୂରୀଶବ୍ଦ ଶୁଣିବା ନାହିଁ କିଅବା ସଠାେ ରେ ଆମ୍ଭମାନେେ ଖାଦ୍ୟର ଅଭାବ ଭୋଗିବା ନାହିଁ।'

ଯିରିମିୟ 43:12

ନବୂଖଦନିତ୍ସର ମିଶର ଦେଶସ୍ଥ ସମସ୍ତ ଦବୋଳଯ ରେ ଅଗ୍ନି ସଂୟୋଗ କରିବ। ସେ ସଗେୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନଇୟିବେ। ପୁଣି ମଷେପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସହେିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶର ରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।

ଯିରିମିୟ 43:13

ଆଉ ମଧ୍ଯ ସେ ମିଶର ଦେଶସ୍ଥ ସମସ୍ତ ସ୍ମୃତିସ୍ତମ୍ଭ ଯେଉଁଗୁଡ଼ିକ ସୂର୍ୟ୍ଯ ଦବଙ୍କେ ମନ୍ଦିର ରେ ଥିବ, ସଗେୁଡ଼ିକୁ ଭାଙ୍ଗି ପକାଇବ, ପୁଣି ମିଶର ଦେଶସ୍ଥ ଦବୋଳଯ ସବୁ ସେ ଅଗ୍ନି ରେ ଦଗ୍ଧ କରିବ।

ଯିହିଜିକଲ 30:13

ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହିଛନ୍ତି, ମୁଁ ଦବେତାଗଣକୁ ହିଁ ବିନାଶ କରିବି ଓ ନୋଫରୁ ପ୍ରତିମାଗୁଡ଼ିକୁ ଶଷେ କରାଇବି। ପୁଣି ମିଶର ଦେଶରୁ ଆଉ ଅଧିପତି ଆସିବେ ନାହିଁ। ମୁଁ ମିଶର ଦେଶ ରେ ଭୟ ସୃଷ୍ଟି କରିବି।

ଯିହିଜିକଲ 30:14

ପୁଣି ମୁଁ ପାଥ୍ରୋଷକୁ ଧ୍ବଂସ କରିବି ଓ ସିଯୋନ ରେ ଅଗ୍ନି ଲଗାଇବି। ଆଉ ମାେ ନଗର ରେ ଦଣ୍ଡାଜ୍ଞା ସଫଳ କରିବି।

ଯିହିଜିକଲ 32:9

ତୁମ୍ଭର ବିନାଶ ଘଟାଇବା ବେଳେ ଅନକେ ଗୋଷ୍ଠୀର ହୃଦଯକୁ ବ୍ଯସ୍ତ କରିବି। ଏପରିକି ତୁମ୍ଭର ଅଜ୍ଞାତ ଦେଶସମୂହ ମଧ୍ଯ ତୁମ୍ଭ ପାଇଁ ବିବ୍ରତ ହବେେ।

ଯିହିଜିକଲ 39:6

ପରମେଶ୍ବର କହିଲେ, ପୁଣି ନିରାପଦ ରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ବୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ ରରଣେ କରିବି। ତହିଁରେ ଏହା ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

ନାହୂମ 3:8

ହେ ନୀନିବୀ, ତୁମ୍ଭେ କ'ଣ ନୀଳନଦୀ ଉପ ରେ ଅବସ୍ଥିତ ନୋ-ଆମାନେ ଠାରୁ ଭଲ ରେ ଅଛ? ନା, ତୁମ୍ଭେ ତା'ଠାରୁ ଭଲ ରେ ନାହିଁ। ନୋ-ଆମାନେ ଗ୍ଭରିପାଖ ରେ ଜଳ ଥିଲା। ନୋ-ଆମାନେ ନିଜକୁ ରକ୍ଷା କରିବାକୁ ସହେି ଜଳକୁ ବ୍ଯବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ଯବହାର କରୁଥିଲା।

Interlinear

Choose Theme