Home Bibles ଯିରିମିୟ 46:3 · ଓଡ଼ିଆ ବାଇବେଲ
ଯିରିମିୟ 46:3 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଚର୍ମ ରେ ଢ଼ାଲ ଓ ଫଳକ ପ୍ରସ୍ତୁତ କର ଓ ୟୁଦ୍ଧ କରିବା ଲାଗି ଅଗ୍ରସର ହୁଅ।

Cross references

ଯିଶାଇୟ 8:9

ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।

ଯିଶାଇୟ 21:5

ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସମାନେେ, ମଜେ ସଜାନ୍ତି, ଭୋଜନ ଓ ପାନ କରନ୍ତି।' ସହେି ସମୟରେ ସୈନ୍ଯମାନେ କୁହନ୍ତି, ପ୍ରହରି ନିୟୁକ୍ତ କର, ହେ ଅଧିପତିଗଣ ଉଠ, ଢ଼ାଲ ତୈଳାନ୍ତ କର।'

ଯିରିମିୟ 46:14

ତୁମ୍ଭମାନେେ ମିଶର ରେ ପ୍ରଚାର କର, ମିଖଦୋଲ ରେ ଘାଷେଣା କର, ଆଉ ନୋଫ ଓ ତଫନ ହଷେ ରେ କୁହ, 'ତୁମ୍ଭମାନେେ ୟୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ଲୋକମାନଙ୍କୁ ବିନାଶ କରିଚାଲିଛି।'

ଯିରିମିୟ 51:11

ତୁମ୍ଭମାନେ ବାଣ ତୀକ୍ଷ୍ଣ କର, ଦୃଢ଼କରି ଢ଼ାଲ ଧର। ସଦାପ୍ରଭୁ ମାଦିଯ ରାଜଗଣର ମନ ଉତ୍ତଜେିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେ ହତେୁ ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ବଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶାଧେ ସ୍ବରୂପ ତାକୁ ଦଣ୍ଡ ଦବେେ।

ଯୋୟେଲ 3:9

ତୁମ୍ଭମାନଙ୍କ ରାଜ୍ଯ ମଧିଅରେ ଏହା ଘାଷେଣା କର। ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ୟୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହବୋକୁ ଡାକ ଏବଂ ୟୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।

ନାହୂମ 2:1

କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।

ନାହୂମ 3:14

ଅବରୋଧ ସମୟ ନିମନ୍ତେ ପାଣି କାଢି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥି ରେ ଚୂନ ମିଶାଅ, ଇଟା ତିଆରି ପାଇଁ ସହେି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡିକ ଶକ୍ତିଶାଳୀ କର।

Interlinear

Choose Theme