Home Bibles ଯିରିମିୟ 46:4 · ଓଡ଼ିଆ ବାଇବେଲ
ଯିରିମିୟ 46:4 · ଓଡ଼ିଆ ବାଇବେଲ

ହେ ଅଶ୍ବାରୋହୀଗଣ, ତୁମ୍ଭମାନେେ ଅଶ୍ବଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।

Cross references

ପ୍ରଥମ ଶାମୁୟେଲ 17:5

ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତକ୍ସ୍ଟଲ୍ଯ ସାଞ୍ଜକ୍ସ୍ଟଆ ରେ ସଜ୍ଜିତ ଥିଲା। ସହେି ସାଞ୍ଜକ୍ସ୍ଟଆଟି ପାଞ୍ଚ ସହସ୍ର ଶକେଲ ଓଜନ ପିତ୍ତଳର ଥିଲା।

ପ୍ରଥମ ଶାମୁୟେଲ 17:38

ଶାଉଲ ଦାଉଦଙ୍କକ୍ସ୍ଟ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କ ମସ୍ତକରେ ପିତଳ ଟୋପର ଦଇେ ତାହାଙ୍କକ୍ସ୍ଟ ସାଞ୍ଜକ୍ସ୍ଟଆ ପିନ୍ଧାଇଲେ।

ଦିତୀୟ ବଂଶାବଳୀ 26:14

ଉଷିୟ ସୈନ୍ଯଦଳକୁ ଢ଼ାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟଣେୀ ପାଇଁ ପଥର ଦେଲେ।

ନିହିମିୟା 4:16

ଆଉ ସହେି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧକେ କର୍ମ କଲେ ଓ ସମାନଙ୍କେର ଅର୍ଦ୍ଧକେ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛ ରେ ରହିଲେ।

ଯିଶାଇୟ 8:9

ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।

ଯିରିମିୟ 46:14

ତୁମ୍ଭମାନେେ ମିଶର ରେ ପ୍ରଚାର କର, ମିଖଦୋଲ ରେ ଘାଷେଣା କର, ଆଉ ନୋଫ ଓ ତଫନ ହଷେ ରେ କୁହ, 'ତୁମ୍ଭମାନେେ ୟୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ଲୋକମାନଙ୍କୁ ବିନାଶ କରିଚାଲିଛି।'

ଯିରିମିୟ 51:3

ବାବିଲର ଧନୁର୍ଦ୍ଧରମାନେ ଆପଣା ଧନୁ ରେ ଗୁଣ ଦବେେ ନାହିଁ କି ସମାନେେ ଆପଣା ସାଞ୍ଜୁ ପିନ୍ଧିବେ ନାହିଁ। ତୁମ୍ଭମାନେେ ତାହାର ୟୁବକଗଣଙ୍କୁ ଦୟା କର ନାହିଁ ଓ ତା'ର ସମସ୍ତ ସୈନ୍ଯଙ୍କୁ ବିନାଶ କର।

ଯିହିଜିକଲ 21:9

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବଷ୍ଯଦବାକ୍ଯ ପ୍ରଚାର କରି କୁହ, 'ସଦାପ୍ରଭୁ ମାରେପ୍ରଭୁ ଏହି କଥା କହନ୍ତି,

ଯିହିଜିକଲ 21:28

ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯତ୍ ବାକ୍ଯ ପଚାର କରି କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଅମ୍ ନୋନ ସନ୍ତାନଗଣ ବିଷଯ ରେ ଓ ସମାନଙ୍କେ ଅପମାନ ବିଷଯ ରେ ଏହି କଥା କହନ୍ତି,

Interlinear

Choose Theme