Home Bibles ଯିରିମିୟ 48:14 · ଓଡ଼ିଆ ବାଇବେଲ
ଯିରିମିୟ 48:14 · ଓଡ଼ିଆ ବାଇବେଲ

ତୁମ୍ଭମାନେେ କହିପାରିବ ନାହିଁ 'ଆମ୍ଭମାନେେ ବୀର ଓ ୟୁଦ୍ଧ ରେ ସାହସୀ।'

Cross references

ଗୀତସଂହିତା 11:1

ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?

ଗୀତସଂହିତା 33:16

ଜଣେ ରାଜା ନିଜର ଶକ୍ତିଦ୍ବାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କବଳେ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।

ଉପଦେଶକ 9:11

ମୁଁ ଫରେି ସୂର୍ୟ୍ଯ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ୟୁଦ୍ଧର ବିଜଯ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ।ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ବାରା ପ୍ରଭାବିତ ହୁଏ।

ଯିଶାଇୟ 10:13

ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।

ଯିଶାଇୟ 10:16

ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।

ଯିଶାଇୟ 16:6

ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।

ଯିଶାଇୟ 36:4

ଆଦେଶକର୍ତ୍ତା ସମାନଙ୍କେୁ କହିଲା,

ଯିରିମିୟ 8:8

ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।

ଯିରିମିୟ 9:23

ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

ଯିରିମିୟ 49:16

ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧିଅରେ ନିଜକୁ ମହାନ୍ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧିଅରେ ଓ ଉଚ୍ଚ ସ୍ଥାନ ରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶ ପକ୍ଷୀପରି ଉଚ୍ଚ ସ୍ଥାନ ରେ ବାସ କଲେ ମଧ୍ଯ ମୁଁ ତୁମ୍ଭକୁ ସଠାରୁେ ତଳକୁ ଓହ୍ଲାଇ ଆଣିବି। ଏହା ସଦାପ୍ରଭୁ କହନ୍ତି।

ଯିହିଜିକଲ 30:6

ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି, ମିଶରର ସମର୍ଥକମାନେ ପତିତ ହବେେ ଓ ତାହାର ପରାକ୍ରମ ଓ ଗର୍ବ ଖର୍ବ ହବେ। ସିବନେୀ ଦୁର୍ଗଠାରୁ ଆଶ୍ବାନ ପର୍ୟ୍ଯନ୍ତ ସମସ୍ତ ଲୋକ ଖଡ୍ଗ ରେ ପତିତ ହବେେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

ସିଫନିୟ 2:10

ମାୟୋବ ଓ ଅମ୍ମାନରେ ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହାଇେଥିଲେ ଏବଂ ସମାନଙ୍କେୁ ଅପମାନିତ କରିଥିଲେ।

Interlinear

Choose Theme