ସଦାପ୍ରଭୁ କହନ୍ତି ମାୟୋବର ଶୃଙ୍ଗ କଟା ୟାଇଅଛି ଓ ତାହାର ବାହୁ ଭଗ୍ନ ହାଇେଅଛି।
Cross references
ରୁବନେ ଗୋଷ୍ଠୀଗଣ ହିଷ୍ ବୋନ୍, ଇଲିଯାଲୀ ଓ କିରିଯାଥଯିମ୍କୁ।
ଏହାବି ହାଇପୋ ରେ ତୁମ୍ଭେ ବିଧବାମାନଙ୍କୁ କିଛି ନ ଦଇେ ପଠାଇ ଦଇେଛ। ଆୟୁବ, ତୁମ୍ଭେ ଅନାଥମାନଙ୍କୁ ଠକିଛ।
ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ବଂସ କର। ସମାନଙ୍କେର କୁକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡିତ କର, ସମାନେେ ଧ୍ବଂସ ହାଇେ ନ ୟିବା ପର୍ୟ୍ଯନ୍ତ।
କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରିବେ।
ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।
ସଦାପ୍ରଭୁ ପ୍ରଚଣ୍ଡ କୋର୍ଧ ରେ ଇଶ୍ରାୟେଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନଇେଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗ ରେ ଥିବା ସବୁକିଛି ଗ୍ରାସ କରିଛି।
ହେ ମନୁଷ୍ଯ ପୁତ୍ର, ମୁଁ ମିଶରର ରାଜା ଫାରୋର ବାହୁ ଭାଙ୍ଗିଅଛି। ତା'ର ଆରୋଗ୍ୟ ପାଇଁ ଔଷଧ ଲଗାଇ ପଟି ବାନ୍ଧିବାକୁ କହେି ନାହିଁ। ତେଣୁ ତାହାର ହସ୍ତ ଆଉ ଖଡ୍ଗ ଧାରଣ କରିବାକୁ ସବଳ ହବେ ନାହିଁ।
ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।
ଏବଂ ମୁଁ ଦେଖିଲି ଯେ ସହେି ଛାଗ ପ୍ରଚଣ୍ତ କୋରଧ ରେ ସହେି ମଷେ ନିକଟକୁ ଆସିଲା ଓ ଉତ୍ତଜେିତ ହାଇେ ମଷେକୁ ଆଘାତ କଲା ଓ ତାହାର ଦୁଇ ଶିଙ୍ଗ ଭାଙ୍ଗି ପକାଇଲା। ତେଣୁ ଅଣ୍ତିରା ମଷେ, ସହେି ଛାଗର ସମ୍ମୁଖୀନ ହାଇେ ପାରିଲା ନାହିଁ। ତା'ର ଠିଆ ହବୋକୁ ଶକ୍ତି ପାଇଲା ନାହିଁ। ସହେି ଛାଗ ତାକୁ ଭୂମିଶାଯୀ କରି ପାଦ ରେ ଦଳିଲା, ଆଉ ସହେି ଛାଗଠାରୁ ମଷେକୁ ରକ୍ଷା କରିବାକୁ କହେି ନଥିଲେ।
ଆଉ ସେ ଛାଗ ହେଉଛି ୟବନ ଦେଶର ରାଜା। ସହେି ଛାଗର ଦୁଇ ଚକ୍ଷୁ ମଧିଅରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।
ତା'ପ ରେ ମୁଁ ଯେଉଁ ସ୍ବର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, ଏହି ଶିଙ୍ଗଗୁଡିକ କ'ଣ?
ତା'ପ ରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତ ରେ ପରିମାପକ ରଜ୍ଜୁ ଧରିବାକୁ ଏକ ବ୍ଯକ୍ତିଙ୍କୁ ଦେଖିଲି।