Home Bibles ଯିରିମିୟ 48:30 · ଓଡ଼ିଆ ବାଇବେଲ
ଯିରିମିୟ 48:30 · ଓଡ଼ିଆ ବାଇବେଲ

ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କୋରଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସମାନଙ୍କେର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହବେ।

Cross references

ଆୟୁବ ପୁସ୍ତକ 9:12

ଯଦି ପରମେଶ୍ବର କାହାଠାରୁ କିଛି ଛଡ଼ାଇ ନିଅନ୍ତି କିଏ ତାଙ୍କୁ ମନାକରି ପାରିବ। କିଏ ତାଙ୍କୁ କହି ପାରିବ, 'ତୁମ୍ଭେ କ'ଣ କରୁଛ?'

ଗୀତସଂହିତା 33:10

ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

ଗୀତସଂହିତା 75:6

କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।

ହିତୋପଦେଶ 21:30

ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।

ଯିଶାଇୟ 16:6

ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।

ଯିଶାଇୟ 37:28

ମାତ୍ର ତୁମ୍ଭେ କବେେ ଉଠିବ, ବସିବ, ବାହାରକୁ ୟିବ, ଭିତରକୁ ଆସିବ, ପୁଣି ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବ, ଏସବୁ ଆମ୍ଭେ ଜାଣୁ।

ଯିରିମିୟ 50:36

ଗଣକମାନେ ଖଡ୍ଗ ରେ ବଧ ହବେ, ସମାନେେ କଡ଼େେ ନିର୍ବୋଧ ତାହା ଦଖାଇବୋ ପାଇଁ ଖଡ୍ଗ ସୈନ୍ଯମାନଙ୍କୁ ବନାଶ କରିବ, ଫଳ ରେ ସମାନେେ ଭୟଭୀତ ହବେେ।

Interlinear

Choose Theme