Home Bibles ଯିରିମିୟ 48:41 · ଓଡ଼ିଆ ବାଇବେଲ
ଯିରିମିୟ 48:41 · ଓଡ଼ିଆ ବାଇବେଲ

ମାୟୋବ ଅଧିକୃତ ହବେ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହବେ। ଆଉ ସେତବେେଳେ ମାୟୋବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବଦନୋଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହବେ।

Cross references

ଯିଶାଇୟ 13:8

ପ୍ରେତ୍ୟକକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବଦନୋ ପରି ସମାନଙ୍କେର ଭୟ ସମାନଙ୍କେୁ ଅନୁରୂପ ବଦନୋ ଦବେ। ସମାନଙ୍କେର ମୁଖମଣ୍ଡଳ ନିଆଁ ପରି ଲାଲ ହବେ। ଲୋକମନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ୟ୍ଯ ହବେେ।

ଯିଶାଇୟ 21:3

ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।

ଯିଶାଇୟ 26:17

ଅନ୍ତଃସତ୍ତ୍ବା ନାରୀ ଗର୍ଭ ବଦନୋ ରେ ବ୍ଯଥିତ ହାଇେ ଯେପରି କ୍ରନ୍ଦନ କରେ, ଆମ୍ଭମାନେେ ସହେିପରି ତୁମ୍ଭ ସହିତ ନ ଥିଲା ବେଳେ ହାଇେଅଛୁ।

ଯିରିମିୟ 4:31

ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବଦନୋ ପରି ସିୟୋନ୍ କନ୍ଯାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ବାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, ହାୟ, ହାୟ ! ହତ୍ଯାକାରୀମାନଙ୍କ ଆଗ ରେ ମାରେ ପ୍ରାଣ ମୂର୍ଚ୍ଛିତ ହେଲା।

ଯିରିମିୟ 6:24

ଆମ୍ଭମାନେେ ସହେି ସୈନ୍ଯବାହିନୀ ବିଷଯ ରେ ଏକ ଜନରବ ଶୁଣିଅଛୁ। ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ, ୟନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବଦନୋ ତୁଲ୍ଯ ବଦନୋ ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।

ଯିରିମିୟ 30:6

ପ୍ରେତ୍ୟକକ ଲୋକଙ୍କୁ ପଚାରି ବୁଝ, ସମାନେେ କ'ଣ ପ୍ରସବ ବଦନୋ ପାଉଛନ୍ତି ? ତାହା ନ ହେଲେ ପ୍ରେତ୍ୟକକ ପୁରୁଷ କାହିଁକି ପ୍ରସବ ବଦନୋ ପାଇଲା ପରି ଆପଣା କଟିଦେଶ ରେ ହସ୍ତ ରଖିଛନ୍ତି ଓ ପ୍ରେତ୍ୟକକଙ୍କର ମୁଖ ମଳିନ ପଡ଼ିଛି କାହିଁକି ?

ଯିରିମିୟ 49:22

ସେ ସମୟରେ ଏକ ପକ୍ଷୀ ଉଡ଼ି ଉଡ଼ି ଆସିବ, ଆଉ ବସ୍ରା ଉପ ରେ ଆପଣା ପକ୍ଷ ବିସ୍ତାର କରିବ। ସେତବେେଳେ ଇଦୋମର ବୀର ସୈନିକଗଣ ଭୟଭୀତ ହବେେ ଓ ପ୍ରସବକାଳୀନ ବଦନୋଗ୍ରସ୍ତା ସ୍ତ୍ରୀ ପରି ୟନ୍ତ୍ରଣା ରେ କ୍ରନ୍ଦନ କରିବେ।

ଯିରିମିୟ 49:24

ଦମ୍ମେଶକ ଦୁର୍ବଳ ହାଇେଅଛି। ଏହା ରକ୍ଷା ପାଇବା ପାଇଁ ଆଶା କରୁଛି। ସମାନଙ୍କେୁ ଭୟ ଆକ୍ରାନ୍ତ କରିଅଛି, ପ୍ରସବକାଳୀନ ତୀବ୍ର ବଦନୋଗ୍ରସ୍ତ ସ୍ତ୍ରୀ ପରି ସମାନେେ ଦୁଃଖ ଓ ୟନ୍ତ୍ରଣା ଅନୁଭବ କରୁଛନ୍ତି।

ଯିରିମିୟ 50:43

ଆଉ ବାବିଲର ରାଜା ସମାନଙ୍କେ ବିଷଯ ରେ ଶୁଣିଲେ ଓ ଭୟଭୀତ ହାଇପେଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଚାଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ଯ ବଦନୋ ଓ ୟନ୍ତ୍ରଣା ଅନୁଭବ କଲେ।

ଯିରିମିୟ 51:30

ବାବିଲର ସାହାସୀ ୟୋଦ୍ଧାଗଣ ୟୁଦ୍ଧରୁ ଅବସର ନଇେଅଛନ୍ତି। ସମାନେେ ନିଜ ନିଜ ଗଡ଼ ମଧିଅରେ ଅଛନ୍ତି। ସମାନଙ୍କେର ଶକ୍ତି ଦୁର୍ବଳ ହାଇେଅଛି। ସମାନେେ ଭୟଭୀତା ସ୍ତ୍ରୀ ଲୋକମାନଙ୍କ ପରି ହାଇେଛନ୍ତି। ସମାନଙ୍କେର ବାସସ୍ଥାନ ସବୁ ଦଗ୍ଧ ହାଇେଛି ଓ ସମାନଙ୍କେର ନଗର ଫାଟକର ଖିଡ଼ିକିସବୁ ଭଗ୍ନ ହାଇେଅଛି।

ମୀଖା 4:9

ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ବର ରେ ବିଳାପ କରୁଛ? ତୁମ୍ଭର ରାଜା କ'ଣ ଗ୍ଭଲିୟାଇଛନ୍ତି? ତୁମ୍ଭେ କ'ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ? ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବଦନୋ ପାଉଛ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:3

ଲୋକେ କହିବେ : ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।

Interlinear

Choose Theme