Home Bibles ☰ Books ଯିରିମିୟ 48:6 · ଓଡ଼ିଆ ବାଇବେଲ
ଯିରିମିୟ 48:6 · ଓଡ଼ିଆ ବାଇବେଲ

ପଳାଯନ କର। ପଳାଇ ୟାଇ ଆପଣା ଆପଣା ପ୍ରାଣ ରକ୍ଷା କର। ଆଉ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ଯ ଉଡ଼ିୟାଅ।

Cross references

ଆଦି ପୁସ୍ତକ 19:17

ସମାନେେ ନଗର ବାହାରକୁ ଆସିବା ମାତ୍ ରେ ଜଣେ ସ୍ବର୍ଗଦୂତ ସମାନଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇଁ ଶିଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗା ରେ ରୁହନାହିଁ। ତୁମ୍ଭେ ପର୍ବତ ରେ ପହଁଞ୍ଚିବା ପର୍ୟ୍ଯନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ୟାଅ ତବେେ ଏହି ନଗର ସହିତ ତୁମ୍ଭେ ଧ୍ବଂସ ପାଇୟିବ।

ଆୟୁବ ପୁସ୍ତକ 30:3

ସମାନେେ ମଲା ମଣିଷ ଭଳି। ସମାନେେ ଖାଦ୍ୟ ବିନା ଅନାହାର ରେ ସଢ଼ଛନ୍ତି। ବାଧ୍ଯ ହାଇେ ମରୁଭୂମିର ଶୁଖିଲା ଧୂଳି ରେ ପଟେ ପୁରାଉଛନ୍ତି।

ଗୀତସଂହିତା 11:1

ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?

ହିତୋପଦେଶ 6:4

ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।

ଯିରିମିୟ 17:6

ସହେି ମନ୍ଦ ବ୍ଯକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ଯ ହବେ। ସେ ମଙ୍ଗଳ ଉପସ୍ଥିତ ହବୋ ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନ ରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।

ଯିରିମିୟ 51:6

ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।

ମାଥିଉଲିଖିତ ସୁସମାଚାର 24:16

ସେତବେେଳେ ୟିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳଇୟିବୋ ଉଚିତ।

ଲୂକଲିଖିତ ସୁସମାଚାର 3:7

ଯୋହନଙ୍କ ନିକଟକୁ ବାପ୍ତିଜିତ ହବୋ ପାଇଁ ଲୋକମାନେ ଆସିଲେ। ଯୋହନ ସମାନଙ୍କେୁ କହିଲେ, ତୁମ୍ଭମାନେେ ବିଷଧର ସାପ ଭଳି। ପରମେଶ୍ବରଙ୍କ ଆସୁଥିବା ମହା କୋରଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚତାଇେ ଦଲୋ?

ଲୂକଲିଖିତ ସୁସମାଚାର 17:31

ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହବେନାହିଁ। ଯଦି କୌଣସି ଲୋକ ବିଲ ରେ ଥିବ, ତବେେ ସେ ଘରକୁ ଫରେି ପାରିବନାହିଁ।

ଏବ୍ରୀ 6:18

ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

Interlinear

Choose Theme