Home Bibles ☰ Books ଯିରିମିୟ 49:16 · ଓଡ଼ିଆ ବାଇବେଲ
ଯିରିମିୟ 49:16 · ଓଡ଼ିଆ ବାଇବେଲ

ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧିଅରେ ନିଜକୁ ମହାନ୍ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧିଅରେ ଓ ଉଚ୍ଚ ସ୍ଥାନ ରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶ ପକ୍ଷୀପରି ଉଚ୍ଚ ସ୍ଥାନ ରେ ବାସ କଲେ ମଧ୍ଯ ମୁଁ ତୁମ୍ଭକୁ ସଠାରୁେ ତଳକୁ ଓହ୍ଲାଇ ଆଣିବି। ଏହା ସଦାପ୍ରଭୁ କହନ୍ତି।

Cross references

ଆୟୁବ ପୁସ୍ତକ 39:27

ତୁମ୍ଭେ ସହେି ବ୍ଯକ୍ତି କି ୟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଖୁବ୍ ଉଚ୍ଚ ରେ ଉଡ଼ିବା ପାଇଁ କହିଛି। ତୁମ୍ଭେ ତାକୁ ଉଚ୍ଚ ପର୍ବତ ରେ ବସା ବାନ୍ଧିବାକୁ କହିଛ କି ?

ହିତୋପଦେଶ 16:18

ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।

ହିତୋପଦେଶ 18:21

ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।

ହିତୋପଦେଶ 29:23

ଯଦି ଜଣେ ଲୋକ ଗର୍ବୀ ତବେେ ତାହା ତାକୁ ଧ୍ବଂସ କରିବ। ଯଦି ଜଣେ ଲୋକ ବିନମ୍ର, ତବେେ ସମ୍ମାନ ପାଇବ।

ପରମଗୀତ 2:14

ହେ ମାରେ କପୋତି, ତୁମ୍ଭେ ଶୈଳର ଫାଟ ରେ ଗଡ଼ନ୍ତି ସ୍ଥାନର ଅନ୍ତରାଳ ରେ ଅଛ। ମାେତେ ତୁମ୍ଭ ରୂପ ଦେଖିବାକୁ ଦିଅ। ମାେତେ ତୁମ୍ଭ ରବ ଶୁଣିବାକୁ ଦିଅ। କାରଣ ତୁମ୍ଭର ରବ ସୁମିଷ୍ଟ ଓ ତୁମ୍ଭର ରୂପ ମ ନୋହର।

ଯିଶାଇୟ 2:21

ସଦାପ୍ରଭୁ ପୃଥିବୀ ରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ଚର୍ୟ୍ଯ ପୂର୍ବକ ମହିମାକୁ ଭୟଭୀତ ହାଇେ ଗୁମ୍ଫା ରେ ସମାନଙ୍କେୁ ଲୁଚାଇ ରଖିବେ।

ଯିଶାଇୟ 14:13

ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।

ଯିଶାଇୟ 25:4

ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।

ଯିଶାଇୟ 49:25

ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।

ଯିରିମିୟ 48:14

ତୁମ୍ଭମାନେେ କହିପାରିବ ନାହିଁ 'ଆମ୍ଭମାନେେ ବୀର ଓ ୟୁଦ୍ଧ ରେ ସାହସୀ।'

ଯିରିମିୟ 48:28

ହେ ମାୟୋବ ନିବାସୀଗଣ, ତୁମ୍ଭମାନେେ ତୁମ୍ଭମାନଙ୍କ ନଗରସବୁ ତ୍ଯାଗ କରି ଶୈଳମାନଙ୍କ ରେ ବାସ କର। ଏବଂ ଏକ କପୋତ ପରି ହୁଅ ୟିଏକି ତା'ର ବସା ଗିରିପଥର ମୁହଁ ପାଶର୍‌ବ ରେ ତିଆରି କରେ।

ଯିରିମିୟ 51:53

ପୁଣି ସଦାପ୍ରଭୁ କହନ୍ତି, ଯଦିଓ ବାବିଲ ଆକାଶ ପର୍ୟ୍ଯନ୍ତ ଉଠିବ ଓ ନିଜର ଦୁର୍ଗଗୁଡ଼ିକୁ ସୁଦୃଢ଼ କରିବ। ତଥାପି ଆମ୍ଭ ପ୍ ରରେିତ ବିନାଶକମାନେ ତାହା ମଧିଅରେ ପ୍ରବେଶ କରିବେ ଓ ତାକୁ ଧ୍ବଂସ କରିବେ।

ଯିହିଜିକଲ 28:11

ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Interlinear

Choose Theme