ଦମ୍ମେଶକ ଦୁର୍ବଳ ହାଇେଅଛି। ଏହା ରକ୍ଷା ପାଇବା ପାଇଁ ଆଶା କରୁଛି। ସମାନଙ୍କେୁ ଭୟ ଆକ୍ରାନ୍ତ କରିଅଛି, ପ୍ରସବକାଳୀନ ତୀବ୍ର ବଦନୋଗ୍ରସ୍ତ ସ୍ତ୍ରୀ ପରି ସମାନେେ ଦୁଃଖ ଓ ୟନ୍ତ୍ରଣା ଅନୁଭବ କରୁଛନ୍ତି।
Cross references
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
ପ୍ରସବକାରିଣୀ ସ୍ତ୍ରୀର ରବପରି ଓ ପ୍ରଥମ ସନ୍ତାନ ପ୍ରସବକାଳୀନ ବଦନୋ ପରି ସିୟୋନ୍ କନ୍ଯାର ରବ ଆମ୍ଭେ ଶୁଣିଅଛୁ। ସେ ଦୀର୍ଘନିଶ୍ବାସ ଛାଡ଼ି ଓ ଆପଣା ହସ୍ତ ପ୍ରସାରଣ କରି କହୁଅଛି, ହାୟ, ହାୟ ! ହତ୍ଯାକାରୀମାନଙ୍କ ଆଗ ରେ ମାରେ ପ୍ରାଣ ମୂର୍ଚ୍ଛିତ ହେଲା।
ଆମ୍ଭମାନେେ ସହେି ସୈନ୍ଯବାହିନୀ ବିଷଯ ରେ ଏକ ଜନରବ ଶୁଣିଅଛୁ। ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ, ୟନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବଦନୋ ତୁଲ୍ଯ ବଦନୋ ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।
ପ୍ରେତ୍ୟକକ ଲୋକଙ୍କୁ ପଚାରି ବୁଝ, ସମାନେେ କ'ଣ ପ୍ରସବ ବଦନୋ ପାଉଛନ୍ତି ? ତାହା ନ ହେଲେ ପ୍ରେତ୍ୟକକ ପୁରୁଷ କାହିଁକି ପ୍ରସବ ବଦନୋ ପାଇଲା ପରି ଆପଣା କଟିଦେଶ ରେ ହସ୍ତ ରଖିଛନ୍ତି ଓ ପ୍ରେତ୍ୟକକଙ୍କର ମୁଖ ମଳିନ ପଡ଼ିଛି କାହିଁକି ?
ମାୟୋବ ଅଧିକୃତ ହବେ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହବେ। ଆଉ ସେତବେେଳେ ମାୟୋବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବଦନୋଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହବେ।
ସେ ସମୟରେ ଏକ ପକ୍ଷୀ ଉଡ଼ି ଉଡ଼ି ଆସିବ, ଆଉ ବସ୍ରା ଉପ ରେ ଆପଣା ପକ୍ଷ ବିସ୍ତାର କରିବ। ସେତବେେଳେ ଇଦୋମର ବୀର ସୈନିକଗଣ ଭୟଭୀତ ହବେେ ଓ ପ୍ରସବକାଳୀନ ବଦନୋଗ୍ରସ୍ତା ସ୍ତ୍ରୀ ପରି ୟନ୍ତ୍ରଣା ରେ କ୍ରନ୍ଦନ କରିବେ।
ଲୋକମାନେ ସମାନଙ୍କେର ତମ୍ବୁ ଓ ପଶୁପଲକୁ ନଇେଯିବେ। ସମାନଙ୍କେର ୟବନିକା, ସମାନଙ୍କେର ୟାବତୀଯ ପାତ୍ର ଓ ଓଟ ପଲକୁ ସମାନେେ ନିଜ ପାଇଁ ନଇେଯିବେ। ଆଉ ' ସମାନଙ୍କେ ଚତୁର୍ଦ୍ଦିଗ ରେ ଆଶଙ୍କା ବୋଲି' ସମାନେେ ଉଚ୍ଚସ୍ବର ରେ କହିବେ।
ପୁଣି ଆମ୍ଭେ ଏଲମର ଲୋକମାନଙ୍କୁ ସମାନଙ୍କେର ଶତ୍ରୁଗଣ ସମ୍ମୁଖ ରେ ଓ ସମାନଙ୍କେର ପ୍ରାଣନାଶକାରୀଙ୍କ ସମ୍ମୁଖ ରେ ବିନାଶ କରିବା। ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେ ଉପ ରେ ଆମ୍ଭର ପ୍ରଚଣ୍ଡ କୋରଧ ଘଟାଇବା ଓ ସମାନଙ୍କେୁ ନିଃଶଷେ କରିବା ପର୍ୟ୍ଯନ୍ତ ସମାନଙ୍କେ ପଛ ରେ ଏକ ଖଡ୍ଗ ପଠାଇବା।
ଆଉ ବାବିଲର ରାଜା ସମାନଙ୍କେ ବିଷଯ ରେ ଶୁଣିଲେ ଓ ଭୟଭୀତ ହାଇପେଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଚାଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ଯ ବଦନୋ ଓ ୟନ୍ତ୍ରଣା ଅନୁଭବ କଲେ।
ସ୍ତ୍ରୀଲୋକର ପ୍ରସବ ବଦନୋ ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହବେ। ସେ ଜଣେ ଜ୍ଞାନୀ ପୁତ୍ର ହବେ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।
ଗୋଟିଏ ଜାତି ଅନ୍ୟ ଜାତି ବିରୋଧ ରେ, ଗୋଟିଏ ରାଜ୍ଯ ଅନ୍ୟ ରାଜ୍ଯ ବିରୋଧ ରେ ଲଢଇେ କରିବ। ବହୁତ ସ୍ଥାନ ରେ ଭୂମିକମ୍ପ ହବେ। ଲୋକଙ୍କୁ ଖାଇବାକୁ ମିଳିବନାହିଁ। ଏହା ସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବଦନୋ ଭଳି।