ହାତ୍ସୋର ଶୃଗାଳମାନଙ୍କର ବାସସ୍ଥାନ ହବେ। କୌଣସି ଲୋକ ସଠାେ ରେ ବାସ କରିବେ ନାହିଁ, କିଅବା କୌଣସି ମନୁଷ୍ଯ ସନ୍ତାନ ତା' ମଧିଅରେ ପ୍ରବାସ କରିବେ ନାହିଁ। ତାହା ଚିରକାଳ ନିର୍ଜନ ସ୍ଥାନ ହାଇେ ରହିବ।
Cross references
ମାତ୍ର ସେ ଆଉ ସୁନ୍ଦର ହାଇେ ରହିବ ନାହିଁ। ଲୋକମାନେ ଭବିଷ୍ଯତ ରେ ଆଉ ସଠାେ ରେ ବାସ କରିବେ ନାହିଁ। ଆରବୀଯମାନେ ଆଉ ସଠାେ ରେ ତମ୍ବୁ ପକାଇବେ ନାହିଁ। ମଷେପାଳକମାନେ ସମାନଙ୍କେର ମଷେମାନଙ୍କୁ ସଠାେ ରେ ଚରାଇବା ପାଇଁ ଆଣିବେ ନାହିଁ।
ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, ମୁଁ ମନୁଷ୍ଯର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶଯ ରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦବେି।'
ଆଉ ମଧ୍ଯ ତହିଁର ସୋର୍ତସବୁ ଝୁଣା ରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହବେ। ସହେି ଭୂମି ପ୍ରଜ୍ବଳିତ ଝୁଣା ହବେ।
ସଠାେ ରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ବାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ବାରା ଆଚ୍ଛାଦିତ ହବେ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହବେ।
ସଠାେ ରେ ବନ୍ଯପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ଯଛାଗ ତା'ର ସାଥୀମାନଙ୍କୁ ଡ଼ାକିବ ଓ ନିଶାଚରମାନେ ସଠାେ ରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।
ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।
ଏକ ମହାରବ ଶୁଣ। ସହେି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ବଂସ କରିବ ଓ ତାହା ଏକ ପ୍ରାନ୍ତର ରେ ପରିଣତ ହବେ। ଆଉ ସଗେୁଡ଼ିକ ଶୃଗାଳର ବାସସ୍ଥାନ ହବେ।
ଇଦୋମ ଧ୍ବଂସ ହବେ ଓ ଅନ୍ୟମାନଙ୍କ ନିକଟରେ ବିସ୍ମଯର ପାତ୍ର ହବେ। ତାହା ନିକଟ ଦଇେ ଗମନକାରୀ ବିସ୍ମିତ ହବେେ ଓ ତା'ର ଦୂରାବସ୍ଥା ଦେଖି ଶୀସ୍ ଶବ୍ଦ କରିବେ।
ସଦୋମ ଓ ହ ମାରୋର ଏବଂ ନିକଟସ୍ଥ ନଗରୀ ଉତ୍ପାଟିତ ହେଲାପରି ତୁମ୍ଭର ମଧ୍ଯ ହବେ। କୌଣସି ଲୋକ ସଠାେ ରେ ବାସ କରିବ ନାହିଁ କିଅବା କୌଣସି ଶିଶୁ ସଠାେ ରେ ଜନ୍ମ ହବେ ନାହିଁ।
ବାବିଲ ଆଉ କବେେ ଜନବସତି ଯୋଗ୍ଯ ହବେ ନାହିଁ। ବନ୍ଯପଶୁ, କନ୍ଦେୁଆମାନେ ସଠାେ ରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ଯ ହବେ ନାହିଁ।
ତା'ପ ରେ ବାବିଲ ଏକ ଧ୍ବଂସ ସ୍ତୁପ ରେ ପରିଣତ ହବେ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହବେ। ଲୋକମାନେ ଏହା ଦେଖି ଆତଙ୍କିତ ହବେେ ଏବଂ ଯେତବେେଳେ ସମାନେେ ଏହା ଦେଖିବେ 'ହିସ୍' ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହବେ।
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମାୟୋବ ଓ ଅମ୍ମାନରେ ଲୋକମାନେ ସଦୋମ ଓ ହ ମାରୋ ପରି ଧ୍ବଂସ ହବେେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସମାନଙ୍କେର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହବେ। ସମାନଙ୍କେର ଭୂମିରେ ଅନାବନା ଗଛ ବ୍ଯାପିୟିବ। ମରୁସାଗର ପରି ସମାନଙ୍କେର ଭୁମି ଲବଣାକ୍ତ ହବେ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫରେିପାଇବେ।
ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦବେେ। ନୀନିବୀ ଗୋଟିଏ ଶୂନ୍ଯ ଶୁଷ୍କ ମରୁଭୂମିରେ ପରିଣତ ହବେ।
ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।
ସେ ଦୂତ ବହୁତ ଉଚ୍ଚ ସ୍ବର ରେ ପାଟିକରି କହିଲେ :
ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :