Home Bibles ଯିରିମିୟ 49:34 · ଓଡ଼ିଆ ବାଇବେଲ
ଯିରିମିୟ 49:34 · ଓଡ଼ିଆ ବାଇବେଲ

ଯିହୁଦାର ରାଜା ସିଦିକିଯର ରାଜତ୍ବର ଆରମ୍ଭ ସମୟରେ ଏଲମ ବିଷଯ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।

Cross references

ଆଦି ପୁସ୍ତକ 10:22

ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।

ଆଦି ପୁସ୍ତକ 14:1

ଶିନିଯରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିଯୋକ ରାଜା ଥିଲେ। କଦର୍ଲାଯୋମର ଇଲାମର ରାଜା ଥିଲେଓ ଗୋଯିମର ତିଦିଯଲର ରାଜା ଥିଲେ।

ଦିତୀୟ ରାଜାବଳୀ 24:17

ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।

ଏଜ୍ରା 4:9

ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଓ ସମାନଙ୍କେର ଅନ୍ୟ ସଙ୍ଗୀମାନେ ଯଥା:-ବିଗ୍ଭରକଗଣ, ସନୋପତି, ପାର୍ସୀ ଅଧିକାରୀଗଣ, ଅର୍କବୀଯମାନେ, ବାବିଲୀଯଗଣ ଏବଂ ଶୂଶରୁ ଏଲମୀଯଗଣ।

ଯିଶାଇୟ 11:11

ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଯିଶାଇୟ 21:2

ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।

ଯିରିମିୟ 25:25

ମୁଁ ମଧ୍ଯ ସିମ୍ରୀ, ଐଲମ ଓ ମାଦୀଯମାନଙ୍କର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।

ଯିହିଜିକଲ 32:24

ଏଲମ ଓ ତା'ର ଲୋକମାନେ ସଠାେ ରେ ଅଛନ୍ତି, ସମାନେେ ସମସ୍ତେ ୟୁଦ୍ଧ ରେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। ସମାନଙ୍କେର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗ ରେ ଅଛି। ଆଉ ସମାନଙ୍କେ କବରର ଚତୁର୍ଦ୍ଦିଗ ରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥା ରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥା ରେ କବରକୁ ୟାଇଛନ୍ତି। ସମାନେେ ଅନ୍ୟମାନଙ୍କ ସହିତ ସମାନଙ୍କେର ଅପମାନ ଭୋଗ କରିଅଛନ୍ତି।

ଦାନିଏଲ 8:2

ଯେତବେେଳେ ମୁଁ ଏଲମର ରାଜଧାନୀ ଶୂଶନ ରେ ଥିଲି, ଏବଂ ଉଲଯ ନଦୀ ନିକଟରେ ଛିଡା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:9

ଆମ୍ଭେ ଏଠାରୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମସପେତାମିଆର ଲୋକମାନେ,

Interlinear

Choose Theme