Home Bibles ଯିରିମିୟ 5:1 · ଓଡ଼ିଆ ବାଇବେଲ
ଯିରିମିୟ 5:1 · ଓଡ଼ିଆ ବାଇବେଲ

ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।

Cross references

ଆଦି ପୁସ୍ତକ 18:23

ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?

ଆଦି ପୁସ୍ତକ 18:26

ଏହାପରେ ସଦାପ୍ରଭୁ କହିଲେ, ମୁଁ ଯଦି ପଚାଶ ଜଣ ଭଲ ବ୍ଯକ୍ତି ସଦୋମ ରେ ଦେଖିବି, ମୁଁ ସହେି ସହରକୁ ଧ୍ବଂସ କରିବି ନାହିଁ।

ପ୍ରଥମ ରାଜାବଳୀ 19:10

ଏଲିଯ ଉତ୍ତର କଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।

ଦିତୀୟ ବଂଶାବଳୀ 16:9

ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।

ଗୀତସଂହିତା 12:1

ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।

ଗୀତସଂହିତା 14:2

ସଦାପ୍ରଭୁ ସ୍ବର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷପେ କରି ଦେଖନ୍ତି ୟ ୟଦି କହେି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ। ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ବରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।

ଗୀତସଂହିତା 14:3

କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।

ଗୀତସଂହିତା 53:2

ପରମେଶ୍ବର ସ୍ବର୍ଗରୁ ସମସ୍ତ ମନୁଷ୍ଯ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ଯ କରନ୍ତି, ୟଦି କହେି ଜ୍ଞାନୀ ବ୍ଯକ୍ତି ପରମେଶ୍ବରଙ୍କୁ ଅନ୍ବଷେଣ କରେ।

ଗୀତସଂହିତା 94:16

ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମାେତେ ସାହାୟ୍ଯ କରିବ ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମାେ ସହିତ ଠିଆ ହବେ ?

ହିତୋପଦେଶ 2:4

ନ୍ଯାଯ ରୂପା ତୁଲ୍ଯ ଅଟେ, ତାକୁ ଖାଜେ। ପୋତାଧନ ପରି ତା'ର ଅନେଷ୍ବଣ କର।

ହିତୋପଦେଶ 8:3

ସେ ନଗରଦ୍ବାର ନିକଟରେ ଠିଆ ହୁଏ ଏବଂ ଡାକେ।

ହିତୋପଦେଶ 20:6

ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।

ହିତୋପଦେଶ 23:23

ସତ୍ଯତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବଚେନା କ୍ରଯ କର।

ପରମଗୀତ 3:2

ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖାଜେିବି। ମୁଁ ତାହାଙ୍କୁ ଖାଜେିଲି ମାତ୍ର ପାଇଲି ନାହିଁ।

ଯିଶାଇୟ 59:4

କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।

ଯିଶାଇୟ 59:14

ଏଣୁ ସୁବିଚାର ପଛକୁ ହଟି ୟାଇଛି ଓ ଧର୍ମ ଦୂର ରେ ଠିଆ ହାଇେଅଛି। ଛକ ସ୍ଥାନ ରେ ସତ୍ଯତାର ପତନ ଘଟିଛି ଓ ସରଳତା ନଗର ମଧ୍ଯକୁ ପ୍ରବେଶ କରିପାରୁ ନାହିଁ।

ଯିରିମିୟ 2:29

ତୁମ୍ଭମାନେେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଛ ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧ ରେ ପାପ କରିଅଛ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 8:6

ଆମ୍ଭେ ସମାନଙ୍କେ କଥା ମନୋୟୋଗ ସହକା ରେ ଶୁଣିଲେ ମଧ୍ଯ ସମାନେେ ନ୍ଯାଯକଥା କହିଲେ ନାହିଁ। ସମାନେେ ସମାନଙ୍କେର ପାପଲାଗି ଅନୁତପ୍ତ ନୁହଁନ୍ତି। ଯେପରି ଉର୍ଦ୍ଧ୍ବଶ୍ବାସ ରେ ଅଶ୍ବ ପୃଷ୍ଠ ରେ ଧାବମାନ ହୁଏ ସମାନେେ ସହେିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।

ଯିରିମିୟ 9:2

ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

ଯିରିମିୟ 9:7

ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନି ରେ ତରଳାଏ, ସହେିପରି ଆମ୍ଭେ ସମାନଙ୍କେୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହତେୁ ଆଉ ଆମ୍ଭେ କ'ଣ କରିପାରିବା ?

ଯିହିଜିକଲ 9:9

ସେ କହିଲେ, ଇଶ୍ରାୟେଲ ଓ ଯିହୁଦା ପରିବାର ବହୁତ ଜଘନ୍ଯ ପାପ କଲେ ଓ ଦେଶ ରକ୍ତପାତ ରେ ପରିପୂର୍ଣ୍ଣ ହାଇଗେଲା। ଆଉ ନଗର ଅନ୍ଯାଯ ରେ ପରିପୂର୍ଣ୍ଣ ହାଇେଅଛି। କାରଣ ସମାନେେ କହିଛନ୍ତି, ସଦାପ୍ରଭୁ ଦେଶ ତ୍ଯାଗ କରିଛନ୍ତି ଓ ସେ କିଛି ଲକ୍ଷ୍ଯ କରନ୍ତି ନାହିଁ।'

ଯିହିଜିକଲ 22:30

ପୁଣି ଦେଶ ଯେପରି ବିନଷ୍ଟ ନ ହବେ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରିପାରିବ ଓ ଫାଟ ସ୍ଥାନ ରେ ଆମ୍ଭ ସମ୍ମୁଖ ରେ ଦେଶ ସପକ୍ଷ ରେ ଠିଆ ହବେ, ଏପରି ଏକ ଲୋକକୁ ଆମ୍ଭେ ଅନ୍ବଷେଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।

ଦାନିଏଲ 12:4

ମାତ୍ର ହେ ଦାନିୟେଲ, ତୁମ୍ଭେ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନକେ ଏଣତେଣେେ ପ୍ରକୃତ ଜ୍ଞାନର ଅନ୍ବଷେଣ କରିବେ ଓ ଜ୍ଞାନର ବୃଦ୍ଧି ହବେ।'

ଯୋୟେଲ 2:9

ସମାନେେ ନଗର ଆଡକୁ ଦୌଡ଼ନ୍ତିନ୍ତି। ସମାନେେ ଦ୍ରୁତଗତି ରେ କାନ୍ଥଗୁଡିକ ଆରୋହଣ କରନ୍ତି। ଘରଗୁଡିକରେ ଆରୋହଣ କରନ୍ତି। ଚୋର ପରି ଝରକାବାଟେ ପ୍ରବେଶ କରନ୍ତି।

ଆମୋଷ 8:12

ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ୟ୍ଯନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଏଣତେଣେେ ଖାଜେି ବୁଲିବେ, ମାତ୍ର ତାହା ପାଇବେ ନାହିଁ।

ମୀଖା 7:1

ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।

ଯିଖରିୟ 2:4

ସେ ତାଙ୍କୁ କହିଲେ, ଦୌଡିକରି ୟାଅ ଏବଂ ସହେି ୟୁବକଙ୍କୁ କୁହ!

ଲୂକଲିଖିତ ସୁସମାଚାର 14:21

ତେଣୁ ଚାକରଟି ଫରେିଆସିଲା। ଯାହା ସବୁ ଘଟିଥିଲା, ସେ ତା ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ େଛାଟାମାନଙ୍କୁ ଏଠାକୁ ନଇେଆସ।'

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:10

ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।

Interlinear

Choose Theme