ସୁତରାଂ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର ଏହା କହନ୍ତି : ଯିରିମିୟ ଦେଖ, କାରଣ ଲୋକମାନେ ଏହିପରି କହିଥିଲେ, ଆମ୍ଭେ ତୁମ୍ଭ ପାଟି ରେ ଆମ୍ଭର ଶବ୍ଦସବୁ ରଖିଅଛୁ ଏବଂ ଏହା ଅଗ୍ନି ତୁଲ୍ଯ ହବେ। ଏହି ଦେଶ ପାଠ ସଦୃଶ ଅଗ୍ନି ସମାନଙ୍କେୁ ପୋଡ଼ିଦବେ।
Cross references
ଏଲିଯ ସହେି ପଗ୍ଭଶ ଲୋକ ଅଧିନାଯକଙ୍କୁ କହିଲେ, ଯଦି ମୁଁ ପରମେଶ୍ବରଙ୍କ ଲୋକ ହାଇେଥାଏ, ତବେେ ସ୍ବର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।
ସେତବେେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମାରେ ପାଟି ସ୍ପର୍ଶ କଲେ ଓ ମାେତେ କହିଲେ, ହେ ଯିରିମିୟ, ଆମ୍ଭେ ଆପଣା ବାକ୍ଯ ତୁମ୍ଭ ମୁଖ ରେ ଦଲେୁ।
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ଯ ଅଗ୍ନି ତୁଲ୍ଯ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ଯ।
ତହିଁରେ ଯିରିମିୟ ଭବିଷ୍ଯଦବକ୍ତା ହନାନିଯ ଭବିଷ୍ଯଦବକ୍ତାକୁ କହିଲେ, ହେ ହନାନିଯ, ଏବେ ଶୁଣ ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାଁନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ଯା କଥା ରେ ବିଶ୍ବାସ କରାଇ ଅଛ।
ଆମ୍ଭେ ସମାନଙ୍କେୁ ନିପାତ କରିବା ପାଇଁ ଭବିଷ୍ଯତ୍ବକ୍ତାମାନଙ୍କୁ ନିୟୁକ୍ତି କଲୁ ଓ ଆମ୍ଭେ ଆପଣା ଆଦେଶ ରେ ଲୋକମାନଙ୍କୁ ମୃତ୍ଯୁ ଦଲେୁ। କିନ୍ତୁ ସହେି ନିର୍ଣ୍ଣଯରୁ ନ୍ଯାଯ ସଦୃଶ ଆଲୋକ ଆସିବ।
ଆମ୍ଭେ ଆପଣା ଭବିଷ୍ଯଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷଯ ରେ ପ୍ରଗ୍ଭର କରିବାକୁ ଆଦେଶ ଦଇେଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶଷେ ରେ ଦଣ୍ତ ଦିଆୟାଇଥିଲା, କ'ଣ ସମାନଙ୍କେୁ ଦିଆୟାଇନଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, 'ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦଇେଥିଲେ।' ତେଣୁ ସମାନେେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ।
ଯଦି କହେି ସମାନଙ୍କେର କ୍ଷତି କରିବାକୁ ଚା ହେଁ, ତା' ହେଲ ସମାନଙ୍କେର ମୁହଁରୁ ବାହାରୁଥିବା ଅଗ୍ନି ସମାନଙ୍କେୁ ଧ୍ବଂସ କରିବ। ଯଦି କୌଣସି ଲୋକ ସମାନଙ୍କେର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ଯୁ ଭୋଗ କରିବ।