Home Bibles ☰ Books ଯିରିମିୟ 5:17 · ଓଡ଼ିଆ ବାଇବେଲ
ଯିରିମିୟ 5:17 · ଓଡ଼ିଆ ବାଇବେଲ

ସମାନେେ ତୁମ୍ଭମାନଙ୍କର ସଂଗୃହିତ ଶସ୍ଯ ଓ ରୋଟୀ ଭକ୍ଷଣ କରିବେ। ସମାନେେ ତୁମ୍ଭମାନଙ୍କ ପୁତ୍ରକନ୍ଯା ଗଣଙ୍କୁ ଭକ୍ଷଣ କରିବେ। ସମାନେେ ସମାନଙ୍କେର ମଷେ ଓ ଗାଈ ଗୁଡିକ ଭକ୍ଷଣ କରିବେ। ସମାନେେ ମଧ୍ଯ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡ଼ିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭମାନେେ ଯେଉଁ ସୁଦୃଢ଼ ନଗର ଉପ ରେ ବିଶ୍ବାସ କରିଅଛ, ସମାନେେ ସହେି ସବୁକୁ ଖଡ୍ଗ ରେ ଧ୍ବଂସ କରିବେ।

Cross references

ଲେବୀୟ ପୁସ୍ତକ 26:16

ଯଦି ତୁମ୍ଭମାନେେ ତାହା କର, ତବେେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ୟକ୍ଷ୍ମା ଓ ଜ୍ବର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷଯ କରିବ। ଆଉ ତୁମ୍ଭମାନେେ ବୃଥା ରେ ବୀଜ ବୁଣିବ, କାରଣ ଶତୃମାନେ ତାକୁ ଖାଇଯିବେ।

ଦିତୀୟ ବିବରଣ 28:30

ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକକ୍ସ୍ଟ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥି ରେ ଅନ୍ୟ ଜଣେ ବାସ କରିବ। ତୁମ୍ଭମାନେେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରକ୍ସ୍ଟ କିଛି ପାଇବ ନାହିଁ।

ଦିତୀୟ ବିବରଣ 28:33

ତୁମ୍ଭେ ତୁମ୍ଭର କଠିନ ପରିଶ୍ରମ କରିଥିବା ଫଳ ଅନ୍ୟମାନେ ନଇେଯିବେ। ଏବଂ ତୁମ୍ଭେ ସର୍ବଦା କବଳେ ଉପଦ୍ରବ ଗ୍ରସ୍ତ ଓ ନିର୍ୟ୍ଯାତନା ଭୋଗ କରିବ।

ବିଚାରକର୍ତାମାନଙ୍କ ବିବରଣ 6:3

ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।

ବିଚାରକର୍ତାମାନଙ୍କ ବିବରଣ 6:4

ସମାନେେ ଛାଉଣୀ ସ୍ଥାପନ କରି ଘାସା ପର୍ୟ୍ଯନ୍ତ ଭୂମିଜାତ ଶସ୍ଯାଦି ବିନାଶ କରନ୍ତି। ଇଶ୍ରାୟେଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡିଲେ ନାହିଁ। ଏପରିକି ସମାନେେ ମଷେ, ଗୋରୁ କିମ୍ବା ଗଧ କିଛି ଛାଡିଲେ ନାହିଁ।

ଯିଶାଇୟ 62:9

ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସମାନଙ୍କେୁ, ସମାନଙ୍କେ ଖାଇପାରିବେ ଏବଂ ସମାନଙ୍କେର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସମାନେେ ମାେ ପବିତ୍ର ଅଗଣା ରେ ପାନ କରିବେ।

ଯିଶାଇୟ 65:22

ସମାନେେ ନିର୍ମାଣ କରିଥିବା ଗୃହ ରେ ଅନ୍ୟ ଲୋକ ବାସ କରିପାରିବେ ନାହିଁ ଓ ସମାନଙ୍କେ ରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ। କାରଣ ଆମ୍ଭ ଲୋକମାନଙ୍କର ଆଯୁ ବୃକ୍ଷର ଆଯୁତୁଲ୍ଯ ହବେ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ୟ୍ଯନ୍ତ ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।

ଯିରିମିୟ 1:15

ସଦାପ୍ରଭୁ ପୁଣି କହିଲେ, ଏହା ହବେ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ଯ ସମୂହର ସମୁଦାଯ ଗୋଷ୍ଠୀକୁ ଡ଼ାକିବା। ତେଣୁ ସମାନେେ ଆସି ୟିରୁଶାଲମ ନଗର ଦ୍ବାରର ପ୍ରବେଶ ସ୍ଥାନ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖ ରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।

ଯିରିମିୟ 4:7

ଏକ ସିଂହ ନିଜ ଗହ୍ବରରୁ ବାହାରିଅଛି। ନାନା ଦେଶୀଯମାନଙ୍କର ବିନାଶକ ଆସୁଅଛି। ତୁମ୍ଭର ନଗରସବୁ ଧ୍ବଂସ ହବେ, ଆଉ ସଗେୁଡ଼ିକ ଜନଶୂନ୍ଯ ହବେ। ଏଥିପାଇଁ ସେ ନିଜ ସ୍ଥାନରୁ ବାହାରି ତୁମ୍ଭର ଦେଶକୁ ଉଜାଡ଼ିବାକୁ ଆସୁଛନ୍ତି।

ଯିରିମିୟ 4:26

ମୁଁ ଦେଖିଲି ଉର୍ବର କ୍ଷେତ୍ରସବୁ ମରୁଭୂମିରେ ପରିଣତ ହେଲା ଓ ସମସ୍ତ ନଗର ଧ୍ବଂସ ପାଇଲା। ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧ ଏହି ସମସ୍ତ ଧ୍ବଂସର କାରଣ ଥିଲା।

ଯିରିମିୟ 8:16

ଦାନ୍ ନଗରଠାରୁ ତାହାର ଅଶ୍ବଗଣର ନାସିକା ଧ୍ବନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ବଗଣର ହିଁ ହିଁ ଶବ୍ଦ ରେ ସମୁଦାଯ ଦେଶ କିତ ହେଉଅଛି। କାରଣ ସମାନେେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ଯସ୍ଥିତ ସକଳ ନଗର ଓ ତଦନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।

ଯିରିମିୟ 50:7

ଯେଉଁମାନେ ସମାନଙ୍କେୁ ପାଇଲେ, ସମାନଙ୍କେୁ ଗ୍ରାସ କରିଅଛନ୍ତି। ସମାନଙ୍କେର ଶତ୍ରୁମାନେ କହିଲେ, 'ଆମ୍ଭମାନେେ କୌଣସି ପାପ କରି ନାହୁଁ।' କାରଣ ସମାନେେ ସଦାପ୍ରଭୁଙ୍କର ବିରୁଦ୍ଧ ରେ ପାପ କରିଅଛନ୍ତି, ସମାନଙ୍କେର ଧାର୍ମିକ ବିଶ୍ରାମସ୍ଥଳ ଯେଉଁମାନଙ୍କ ଉପ ରେ ସମାନଙ୍କେର ପୂର୍ବପୁରୁଷଗଣ ନିର୍ଭର କରିଥିଲେ।

ଯିରିମିୟ 50:17

ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।

ଯିରିମିୟଙ୍କ ବିଳାପ 2:2

ସଦାପ୍ରଭୁ ଯାକୁବର ସକଳ ବାସସ୍ଥାନ ଧ୍ବଂସ କରିଛନ୍ତି। ସେ ତାହାପ୍ରତି ଦୟା କରି ନାହାଁନ୍ତି। ସେ ଆପଣା କୋରଧ ରେ ଯିହୁଦା କନ୍ଯାର ଦୃଢ଼ ଦୁର୍ଗଗୁଡ଼ିକୁ ଉତ୍ପାଟନ କରିଛନ୍ତି। ସଦାପ୍ରଭୁ ତାହାର ରାଜ୍ଯ ଓ ତା'ର ଅଧିପତିମାନଙ୍କୁ ଭୂମିସାତ୍ କରିଛନ୍ତି।

ଯିହିଜିକଲ 36:4

ଏଣୁ ହେ ଇଶ୍ରାୟେଲର ପର୍ବତଗଣ, ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ଶୁଣ, ଇଶ୍ରାୟେଲର ପର୍ବତଗଣକୁ, ଉପପର୍ବତମାନଙ୍କୁ, ଜଳପ୍ରବାହଗୁଡ଼ିକୁ, ଉପତ୍ୟକାମାନଙ୍କୁ, ଧ୍ବଂସ ଶୂନ୍ଯ ସ୍ଥାନଗୁଡ଼ିକୁ, ପରିତ୍ଯପ୍ତ ଓ ଲୁଣ୍ଠିତ ନଗରଗୁଡ଼ିକୁ ଓ ଯେଉଁମାନେ ଅନ୍ୟ ଜାତିମାନଙ୍କ ଦ୍ବାରା ପରିବେଷ୍ଟିତ ହାଇେ ଉପହାସିତ ହାଇେଛନ୍ତି, ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି।

ହୋଶେୟ 8:14

ଇଶ୍ରାୟେଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସହେି ସୁଦୃଢ ଦୁର୍ଗକୁ ପୋଡି଼ ଧ୍ବଂସ କରିବା।

Interlinear

Choose Theme