ମାତ୍ର ସଦାପ୍ରଭୁ କହନ୍ତି, ହେ ଯିହୁଦା ଏପରିକି ଯେତବେେଳେ ସହେି ଭୟଙ୍କର ସମୟ ଆସିବ, ଆମ୍ଭେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ବଂସ କରିବା ନାହିଁ।
Cross references
ସଦାପ୍ରଭୁ ଏହି କଥା କହନ୍ତି, ସମଗ୍ର ଦେଶ ବନ୍ଧ୍ଯା ହବେ, ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ଏହାକୁ ନିଃଶଷେ କରିବି ନାହିଁ।
ତୁମ୍ଭମାନେେ ପ୍ରାଚୀର ଉପରକୁ ୟାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସଗେୁଡ଼ିକୁ ସମ୍ପୂୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।
ଏବଂ ସମାନେେ ଯେତବେେଳେ ସଂହାର କରୁଥିଲେ, ଏକମାତ୍ର ମାେତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ୟିରୁଶାଲମ ଉପ ରେ କୋପ କରି ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ ?
ଏବଂ ମୁଁ ଏହି ଭବିଷ୍ଯଦବାକ୍ଯ ପ୍ରଚାର କଲା ବେଳେ ବନାଯର ପୁତ୍ର ପ୍ଲଟିଯ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶଷେ କରିବ ?
ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।