Home Bibles ଯିରିମିୟ 5:19 · ଓଡ଼ିଆ ବାଇବେଲ
ଯିରିମିୟ 5:19 · ଓଡ଼ିଆ ବାଇବେଲ

ଆଉ ତୁମ୍ଭମାନେେ ଯେତବେେଳେ ଯିରିମିୟଙ୍କୁ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।' ସେତବେେଳେ ତୁମ୍ଭେ ସମାନଙ୍କେୁ କହିବ, ' ଯେଉଁପ୍ରକା ରେ ତୁମ୍ଭମାନେେ ମାେତେ ପରିତ୍ଯାଗ କରିଛ ଏବଂ ମୂର୍ତ୍ତିଗଣର ସବୋ କରିଅଛ, ସହେିପରି ଭାବରେ ତୁମ୍ଭମାନେେ ବିଦେଶ ରେ ବିଦେଶୀଯମାନଙ୍କର ସବୋ କରିବ।

Cross references

ଦିତୀୟ ବିବରଣ 4:25

ତୁମ୍ଭମାନେେ ସେ ଦେଶ ରେ ବହକ୍ସ୍ଟତ ଦିନ ବସବାସ କରିବ। ସଠାେରେ ତୁମ୍ଭମାନଙ୍କର ପକ୍ସ୍ଟତ୍ର ଓ ନାତିମାନେ ମଧ୍ଯ ବାସ କରିବେ। ତୁମ୍ଭମାନେେ ସଠାେରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକକ୍ସ୍ଟ କ୍ଷକ୍ସ୍ଟର୍ଣ କରିବ। ଯେତବେେଳେ ତୁମ୍ଭମାନେେ ଏପରି କରିବ, ପରମେଶ୍ବର ତୁମ୍ଭମାନଙ୍କ ଉପରେ କୋରଧ କରିବେ।

ଦିତୀୟ ବିବରଣ 28:47

କାରଣ ତୁମ୍ଭେ ସର୍ବପ୍ରକାର ସଐତ୍ତି ବହକ୍ସ୍ଟଳରୂପେ ପାଇଲେ ହେଁ ଆନନ୍ଦ ଚିତ୍ତ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ସବୋ କଲ ନାହିଁ।

ଦିତୀୟ ବିବରଣ 29:24

ସେତବେେଳେ ସବୁ ଗୋଷ୍ଠୀଯ ଲୋକମାନେ କହିବେ, 'ସଦାପ୍ରଭୁ ଏଦେଶ ପ୍ରତି କାହିଁକି ଏପରି କଲେ? ଏରୂପ ମହାକୋର୍ଧ ପ୍ରଜ୍ବଳିତ ହବୋର କାରଣ କ'ଣ?

ଦିତୀୟ ବିବରଣ 29:27

ଏଣୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସହେି ଦେଶ ଉପରେ ବର୍ତ୍ତାଇବାକକ୍ସ୍ଟ ତହିଁ ପ୍ରତି ସଦାପ୍ରଭୁଙ୍କ କୋରଧ ପ୍ରଜ୍ବଳିତ ହେଲା।

ପ୍ରଥମ ରାଜାବଳୀ 9:8

ଏହି ମନ୍ଦିର ଧ୍ବଂସ ହବେ। ପ୍ରେତ୍ୟକକ ଲୋକ ଏହା ଦେଖି ଆଶ୍ଚର୍ୟ୍ଯ ହବେେ ଓ କହିବେ, 'ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ୟ୍ଯ କଲେ?'

ଦିତୀୟ ବଂଶାବଳୀ 7:21

ଉଚ୍ଚସମ୍ମାନ ପ୍ରାପ୍ତ ଏହି ମନ୍ଦିର ପାଶର୍‌ବ ଦଇେ ଯାଉଥିବା ପ୍ରେତ୍ୟକକ ବ୍ଯକ୍ତି ଆଶ୍ଚର୍ୟ୍ଯାନ୍ବିତ ହବେେ। ସମାନେେ କହିବେ, 'ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ମନ୍ଦିର ପ୍ରତି ଏ ପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ ?'

ଯିରିମିୟ 2:13

କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।

ଯିରିମିୟ 2:35

ତୁମ୍ଭେ କହିବାକୁ ଲାଗୁଛ, 'ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ, ପରମେଶ୍ବର ତାଙ୍କର କୋର୍ଧକୁ ଆମଠାରୁ ଦୂ ରଇେ ନବେେ।' ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଚାର କରିବା କାରଣ ତୁମ୍ଭେ କହୁଛ, 'ଆମ୍ଭେ ନିର୍ଦ୍ ଦୋଷୀ।'

ଯିରିମିୟ 9:12

ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ଯକ୍ତି ଏଠା ରେ ଅଛନ୍ତି କି ? ସଦାପ୍ରଭୁଙ୍କ ଦ୍ବାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ଯକ୍ତ କରିବାକୁ କହେି ବ୍ଯକ୍ତି ଅଛି କି ? ଦେଶ କାହିଁକି ଧ୍ବଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦଗ୍ଧିଭୂତ ହେଲା, କହେି ସଠାେ ରେ ୟାତାଯାତ କଲେ ନାହିଁ ?

ଯିରିମିୟ 13:22

ଯଦି ତୁମ୍ଭେ ନିଜକୁ ପଚାରିବ, ଏହି ଦଶା ମାେ ପ୍ରତି କାହିଁକି ଘଟିଲା, ତବେେ ଉତ୍ତର ରେ କୁହାୟିବ ତୁମ୍ଭର ପାପ ଅଧିକ ହବୋ ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାୟାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆୟାଇଅଛି।

ଯିରିମିୟ 16:10

ହେ ଯିରିମିୟ, ତୁମ୍ଭେ ଯେତବେେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସମାନେେ ସେତବେେଳେ ତୁମ୍ଭକୁ ପଚାରିବେ, 'ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧ ରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି ? ଆମ୍ଭମାନେେ କି ଅପରାଧ କରିଅଛୁ ? ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ କି ପାପ କରିଅଛୁ ?

ଯିରିମିୟ 16:13

ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶ ରେ ନିକ୍ଷପେ କରିବା। ଆଉ ସଠାେ ରେ ତୁମ୍ଭମାନେେ ଦିବାରାତ୍ର ଅନ୍ୟ ଦବଗେଣର ସବୋ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାୟ୍ଯ ବା ଅନୁଗ୍ରହ କରିବା ନାହିଁ।'

ଯିରିମିୟ 17:4

ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦଇେଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହବେ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶ ରେ ତୁମ୍ଭ ଶତ୍ରୁଗଣର ସବୋ କରାଇବା। କାରଣ ତୁମ୍ଭେ ଆମ୍ଭର କୋରଧରୂପକ ଅଗ୍ନି ପ୍ରଜ୍ବଳିତ କରିଅଛି। ଆଉ ସହେି ଅଗ୍ନି ରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହବେ। ସହେି ଲୋକମାନଙ୍କ ଉପ ରେ ଏପରି ଘଟିବ ଯେଉଁମାନେ ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରି ନାହାଁନ୍ତି।

ଯିରିମିୟ 22:8

ଆଉ ଦେଶୀଯମାନେ ଏହି ନଗର ଦଇେ ଗଲା ବେଳେ ପ୍ରେତ୍ୟକକ ଆପଣା ଆପଣା ସଙ୍ଗୀକି ପଚାରିବେ, 'ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ୟିରୁଶାଲମ ନଗରକୁ ଏପରି କଲେ ?

ଯିରିମିୟଙ୍କ ବିଳାପ 5:8

ଦାସମାନେ ଆମ୍ଭମାନଙ୍କର ଶାସକ ହାଇେଛନ୍ତି। ସମାନଙ୍କେ ହସ୍ତରୁ ଉଦ୍ଧାର କରିବାକୁ କହେି ନାହିଁ।

Interlinear

Choose Theme