Home Bibles ଯିରିମିୟ 5:8 · ଓଡ଼ିଆ ବାଇବେଲ
ଯିରିମିୟ 5:8 · ଓଡ଼ିଆ ବାଇବେଲ

ସମାନେେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରେତ୍ୟକକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।

Cross references

ଆଦି ପୁସ୍ତକ 39:9

ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।

ଯାତ୍ରା ପୁସ୍ତକ 20:14

ତୁମ୍ଭେ ବ୍ଯଭିଚାର କରିବ ନାହିଁ।

ଯାତ୍ରା ପୁସ୍ତକ 20:17

ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।

ଦିତୀୟ ବିବରଣ 5:18

ତୁମ୍ଭମାନେେ ବ୍ଯଭିଚାର କରିବ ନାହିଁ।

ଦିତୀୟ ବିବରଣ 5:21

ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯାକକ୍ସ୍ଟ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଗୃହ, କ୍ଷେତ୍ର, ଦାସ, ଦାସୀ, ଗୋରୁ, ଗଧ, କି ସମାନଙ୍କେର କୌଣସି ବସ୍ତକ୍ସ୍ଟ ଲୋଭ କରିବ ନାହିଁ।

ଦିତୀୟ ଶାମୁୟେଲ 11:2

ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।

ଆୟୁବ ପୁସ୍ତକ 31:9

ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ୟ୍ଯ କରିବା ପାଇଁ ତା'ର ଦ୍ବାର ଦେଶ ରେ ଅପେକ୍ଷା କରିଥାଏ,

ହିତୋପଦେଶ 6:29

ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।

ଯିରିମିୟ 13:27

ଆମ୍ଭେ ପର୍ବତଗୁଡ଼ିକ ଉପ ରେ ତୁମ୍ଭର ଘୃଣ୍ଯକର୍ମ, ବ୍ଯଭିଚାର, ହିଁ ହିଁ ହବୋର ଶବ୍ଦ ଓ ବେଶ୍ଯାବୃତ୍ତିର ଦୁଷ୍ଟତା ଦେଖିଅଛୁ। ୟିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତକୋଳ ଏହି ପାପକର୍ମ କରିଚାଲିବ ?

ଯିରିମିୟ 23:10

କାରଣ ଯିହୁଦା ପାପୀ ଓ ବ୍ଯଭିଚାରୀମାନଙ୍କର ପରିପୂର୍ଣ୍ଣ। ସମାନେେ ବହୁ ଭାବରେ ଅବିଶ୍ବସ୍ତ ହାଇେଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଚାରଣଭୂମି ଶୁଷ୍କ ହାଇେଅଛି। ଦେଶ ଶାେକ କରୁଅଛି। ଭବିଷ୍ଯଦବକ୍ତାଙ୍କର ବ୍ଯବହାର ଓ ପରାକ୍ରମ ନ୍ଯାଯସଙ୍ଗତ ନୁହେଁ।

ଯିରିମିୟ 29:23

ସମାନେେ ଇଶ୍ରାୟେଲ ରେ ଅତି ମନ୍ଦ ଆଚରଣ କରିଛନ୍ତି, ସମାନେେ ଆପଣା ଆପଣା ପ୍ରତିବେଶୀ ସ୍ତ୍ରୀ ସହିତ ବ୍ଯଭିଚାର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସମାନେେ ଆମ୍ଭ ନାମ ରେ ମିଥ୍ଯା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।

ଯିହିଜିକଲ 22:11

ପୁଣି କହେି କହେି ନିଜ ପ୍ରତିବେଶୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କହେି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କହେି ନିଜର ପିତୃକନ୍ଯା ଭଗିନୀକୁ ବଳାତ୍କାର କରିଛନ୍ତି।

ମାଥିଉଲିଖିତ ସୁସମାଚାର 5:27

ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'

Interlinear

Choose Theme