ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ଅଶୂରର ରାଜାକୁ ଯେଉଁପରି ଶାସ୍ତି ଦଇେଥିଲୁ, ସହେିପରି ବାବିଲର ରାଜାକୁ ଓ ତାହାର ଲୋକମାନଙ୍କୁ ଦଣ୍ଡ ଦବୋ।
Cross references
ଆମ୍ଭେ ଆପଣା ବଜ୍ରତକ୍ସ୍ଟଲ୍ଯ ଖଡ୍ଗ ରେ ଶାଣ ଦେଲେ, ବିଗ୍ଭର ସାଧନ କରିବା ପାଇଁ ହସ୍ତକ୍ଷପେ କଲେ, ଆମ୍ଭେ ଆପଣା ବିପକ୍ଷଗଣ ବିରକ୍ସ୍ଟଦ୍ଧ ରେ ପରିଶାଧେ ନବୋ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି ସମାନଙ୍କେର ଦୋଷ ଅନକ୍ସ୍ଟୟାଯୀ ଦଣ୍ତ ଦବୋ।
ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।
ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।
ପୁଣି ସମୁଦାଯ ଗୋଷ୍ଠୀ ନବୂଖଦନିତ୍ସର, ତାହାର ପୁତ୍ର ଓ ପୌତ୍ରର ସବୋ କରିବେ। ପୁଣି ଏକ ସମୟ ଆସିବ, ଅନକେ ଗୋଷ୍ଠୀ ଓ ମହାନ୍ ମହାନ୍ ରାଜାମାନେ ବାବିଲ ରେ ନିଜର ଦାସ୍ଯକର୍ମ କରିବେ।
ଅଶୂରକୁ ଦେଖ ! ସେ ଲିବାନୋନର ଏରସ ବୃକ୍ଷସ୍ବରୂପ ଅଟେ। ତାହାର ସୁନ୍ଦର ଘନଛାଯାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧିଅରେ ଥିଲା।
ଏହି ପୁସ୍ତକ ଇଲକୋଶୀଯ ନାହୂମଙ୍କର ଦର୍ଶନ ଅଟେ। ଏହା ନୀନିବୀ ନଗର ସମ୍ବନ୍ଧ ରେ ଏକ ଦୁଃଖବାର୍ତ୍ତା ଅଟେ।
ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସହେି ଲୋକମାନେ ତୁମ୍ଭଠାରୁ ଅଧିକ ନଇେଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ଯା କରିଛ। ବହୁଦେଶ ଓ ନଗର ଧ୍ବଂସ କରିଛ। ସବୁ ଲୋକଙ୍କୁ ସଠାେ ରେ ହତ୍ଯା କରିଛ।
ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦବେେ। ନୀନିବୀ ଗୋଟିଏ ଶୂନ୍ଯ ଶୁଷ୍କ ମରୁଭୂମିରେ ପରିଣତ ହବେ।