Home Bibles ଯିରିମିୟ 50:20 · ଓଡ଼ିଆ ବାଇବେଲ
ଯିରିମିୟ 50:20 · ଓଡ଼ିଆ ବାଇବେଲ

ସଦାପ୍ରଭୁ କହନ୍ତି, ସେତବେେଳେ ଇଶ୍ରାୟେଲର ଅଧର୍ମ ଖୋଳାୟିବ, ମାତ୍ର କିଛି ମିଳିବ ନାହିଁ ; ଯିହୁଦାର ପାପ ଅନ୍ବଷେଣ କରାୟିବ, ମାତ୍ର ସମାନେେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦବୋ, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଛୁ।

Cross references

ଗଣନା ପୁସ୍ତକ 23:21

ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇଶ୍ରାୟେଲ ମଧିଅରେ ପାପ ଦେଖି ନାହାଁନ୍ତି। ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେ ସହିତ ଅଛନ୍ତି। ସମାନଙ୍କେ ରାଜାଙ୍କର ଜଯଧ୍ବନୀ ସମାନଙ୍କେ ମଧିଅରେ ଥିଲା।

ଗୀତସଂହିତା 85:3

ଆପଣା ସମସ୍ତ କୋର୍ଧରୁ ନିବୃତ୍ତ ହୁଅ। ଆପଣା କୋର୍ଧରେ ପ୍ରଚଣ୍ଡ ହୁଅ ନାହିଁ।

ଗୀତସଂହିତା 103:12

ପୂର୍ବରୁ ପଶ୍ଚିମ ୟତେେ ଦୂର, ପରମେଶ୍ବର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସତେିକି ଦୂରଇେ ନଇେଛନ୍ତି।

ଯିଶାଇୟ 1:9

ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।

ଯିଶାଇୟ 10:21

ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।

ଯିଶାଇୟ 11:1

ଅନନ୍ତର ୟିଶଯର ଗଣ୍ଠିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,

ଯିଶାଇୟ 33:24

ମୁଁ ପୀଡ଼ିତ ହାଇେ ସଠାେକାର ନିବାସୀ କହିବ ନାହିଁ। ସଠାେକାର ନିବାସୀମାନଙ୍କର ପାପ କ୍ଷମା କରାୟିବ।

ଯିଶାଇୟ 43:25

ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।

ଯିଶାଇୟ 44:22

ମଲଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଲଭ ମାର୍ଜନା କରିଅଛୁ। ପବନସର ମଲଘ ଚାଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତସହାଇଅଛି।ସତଣୁ ତୁମ୍ଲଭ ଆମ୍ଭ ନିକଟକୁସଫରିଆସ, କାରଣ ଆମ୍ଲଭ ତୁମ୍ଭକୁ ମୁକ୍ତ କରିଅଛୁ।'

ଯିରିମିୟ 31:34

ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।

ଯିରିମିୟ 33:8

ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।

ଯିରିମିୟ 33:15

ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।

ଯିରିମିୟ 44:14

ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫରେିୟାଇ ସଠାେ ରେ ବାସ କରିବାକୁ ଇଚ୍ଛାକରି ମିଶର ଦେଶ ରେ ପ୍ରବାସ କରିବାକୁ ଆସିଅଛନ୍ତି, ସମାନଙ୍କେ ମଧ୍ଯରୁ କହେି ଉଦ୍ଧାର କିଅବା ରକ୍ଷା ପାଇବେ ନାହିଁ। କାରଣ ପଳାତକ ଲୋକମାନଙ୍କ ବିନା ଆଉ କହେି ଫରେିଯିବେ ନାହିଁ।

ଯିରିମିୟ 50:4

ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।

ଯିରିମିୟଙ୍କ ବିଳାପ 4:22

ହେ ସିଯୋନର କନ୍ଯ, ତୁମ୍ଭ ଅଧର୍ମର ଦଣ୍ଡ ଶଷେ ହାଇେଛି। ତୁମ୍ଭମାନେେ ଆଉ ବନ୍ଦୀତ୍ବ ସ୍ଥାନକୁ ୟିବ ନାହିଁ। ହେ ଇଦୋମର କନ୍ଯ, ସଦାପ୍ରଭୁ ତୁମ୍ଭ ଅଧର୍ମର ଫଳ ଦବେେ। ସେ ତୁମ୍ଭର ପାପସବୁ ଖାଲିେ ଦବେେ।

ମୀଖା 7:19

ସେ ପୁନର୍ବାର ଫରେିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦ ରେ ଦଳି ଦବେେ ଓ ସମସ୍ତ ପାପକୁ ଅତଳ ସମୁଦ୍ର ରେ ନଇେ ନିକ୍ଷପେ କରିବେ।

ସିଫନିୟ 3:12

ଆମ୍ଭେ କବଳେ ନମ୍ର ଓ ଦରିଦ୍ର ଲୋକମାନଙ୍କୁ ୟିରୁଶାଲମ ରେ ରହିବାକୁ ଦବୋ। ସମାନେେ ସଦାପ୍ରଭୁଙ୍କଠା ରେ ଆଶ୍ରଯ ପାଇବେ।

ଯିଖରିୟ 3:9

ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:19

ଏଥିପାଇଁ ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ବରଙ୍କ ପାଖକୁ ଫରେିଆସ, ତବେେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରି ଦବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:26

ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶଷେ ସବେକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭମାନେେ ଯେପରି ମନ୍ଦକାର୍ୟ୍ଯରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 5:16

ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।

ରୋମୀୟଙ୍କ ପ୍ରତି ପତ୍ର 6:13

ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।

ରୋମୀୟଙ୍କ ପ୍ରତି ପତ୍ର 8:33

ପରମେଶ୍ବର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିୟୁକ୍ତ କରି ପାରିବ? କହେି ନୁହେଁ! ପରମେଶ୍ବର ହିଁ ସହେି ଲୋକମାନଙ୍କୁ ଧାର୍ମିକ କରନ୍ତି।

ରୋମୀୟଙ୍କ ପ୍ରତି ପତ୍ର 11:6

ଯଦି ପରମେଶ୍ବର ଅନୁଗ୍ରହ ହତେୁ ସମାନଙ୍କେୁ ମନୋନୀତ କରିଛନ୍ତି, ତା' ହେଲେ ଲୋକମାନେ ନିଜେ କରିଥିବା କାର୍ୟ୍ଯ ହତେୁ ପରମେଶ୍ବରଙ୍କ ଲୋକ ହଇେ ନାହାଁନ୍ତି। ଯଦି କାର୍ୟ୍ଯ ଦ୍ବାରା ତାହା ହଇେଥାନ୍ତା ତବେେ ଅନୁଗ୍ରହର କ'ଣ ବା ଅର୍ଥ ହବେ? ତା' ହେଲେ କଣ ହେଲା?

ରୋମୀୟଙ୍କ ପ୍ରତି ପତ୍ର 11:26

ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:

ଏବ୍ରୀ 8:10

ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି : ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।

ଏବ୍ରୀ 10:17

ଏହା ମଧ୍ଯ କୁହନ୍ତି :

ପିତରଙ୍କ ଦିତୀୟ ପତ୍ର 3:15

ପ୍ରଭୁ ର୍ଧୈୟ୍ଯବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନରେଖ। ପରମେଶ୍ବରଙ୍କ ପ୍ରଦତ୍ତ ଜ୍ଞାନ ବଳ ରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସହେି କଥା କହିଥିଲେ।

Interlinear

Choose Theme