Cross references
ଯିଶାଇୟ 21:2
ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।
ଯିରିମିୟ 4:19
ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
ଯିରିମିୟ 51:54
ଆମ୍ଭେ ବାବିଲରୁ କ୍ରନ୍ଦନର ରବ ଶୁଣିପାରୁଛୁ ଓ କଲଦୀଯମାନଙ୍କ ଦେଶରୁ ମନ ବିନାଶର ଶବ୍ଦ ଶୁଣିପାରୁଛୁ।