କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ବାବିଲ ବିରୁଦ୍ଧ ରେ ଆସିବେ। ସମାନେେ ତାକୁ ଧ୍ବଂସ କରିବେ। ତାହା ମଧିଅରେ କହେି ବାସ କରିବେ ନାହିଁ, ମନୁଷ୍ଯ ଓ ପଶୁ ସଠାରୁେ ପଳାଯନ କରିବେ।
Cross references
ତେଣୁ ସଦାପ୍ରଭୁ କହିଲେ, ମୁଁ ସମସ୍ତ ମନୁଷ୍ଯକୁ ଧ୍ବଂସ କରି ଦବେି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ଯ , ପଶୁ ଏବଂ ପ୍ରେତ୍ୟକକ ଖେଚ଼ର ପ୍ରାଣୀମାନଙ୍କୁ ଧ୍ବଂସ କରି ଦବେି। ଏବଂ ଆକାଶର ସମସ୍ତ ପକ୍ଷୀ କୂଳକୁ ମଧ୍ଯ ଧ୍ବଂସ କରି ଦବେି। କାହିଁକି? କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।
ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।
ସଦାପ୍ରଭୁ ଓ ତାଙ୍କର ଏହି ସୈନ୍ଯବାହିନୀ ବହୁଦୂର ଦେଶରୁ ଆସିବେ। ସମାନେେ ଦିଗନ୍ତ ବାହାରୁ ଆସିବେ। ଏହି ସୈନ୍ଯବାହିନୀକୁ ସଦାପ୍ରଭୁ ତାଙ୍କର ଅସ୍ତ୍ରସ୍ବରୂପ ବ୍ଯବହାର କରିବେ ଓ ତାଙ୍କ କୋରଧଭାବ ପ୍ରକାଶ କରିବେ। ଏହି ବାହିନୀ ସମଗ୍ର ଦେଶକୁ ଧ୍ବଂସ କରିବେ।'
ପରମେଶ୍ବର କୁହନ୍ତି, ବାବିଲର ବିପକ୍ଷ ରେ ଆକ୍ରମଣ ପାଇଁ ମୁଁ ମାଦୀଯମାନଙ୍କୁ ନିଯୋଜିତ କରିବି। ରେ ୗପ୍ୟ ଓ ସୁବର୍ଣ୍ଣ ଲାଞ୍ଚ ପାଇଲେ ମଧ୍ଯ ମାଦୀଯର ସୈନ୍ଯମାନେ କବେେ ଆକ୍ରମଣରୁ ନିବୃତ୍ତ ହବେେ ନାହିଁ।
ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ମୁଁ ସମାନଙ୍କେ ବିପକ୍ଷ ରେ ଉଠିବି ଓ ଲଢ଼ିବି। ମୁଁ ପ୍ରସିଦ୍ଧ ବାବିଲ ନଗର ଧ୍ବଂସ କରିବି। ତା'ର ସମସ୍ତ ଲୋକଙ୍କୁ ଉଚ୍ଛନ୍ନ କରିବି। ଆଉ ମଧ୍ଯ ସମାନଙ୍କେର ପୁତ୍ର, ନାତି ଓ ଅଣନାତିମାନଙ୍କୁ ଧ୍ବଂସ କରିବି।' ସଦାପ୍ରଭୁ ନିଜେ ଏହିସବୁ କହିଥିଲେ।
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।
ଆଉ ଆମ୍ଭେ ଏହି ନଗରବାସୀ ମନୁଷ୍ଯ ଓ ପଶୁ ସମସ୍ତଙ୍କୁ ସଂହାର କରିବା ଓ ସମାନେେ ମହାମାରୀ ରେ ମରିବେ।
ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତଜେିତ କରି ବାବିଲ ବିରୁଦ୍ଧ ରେ ଆଣିବା। ସମାନେେ ତା' ବିରୁଦ୍ଧ ରେ ସଜ୍ଜିତ ହାଇେ ୟୁଦ୍ଧ କରିବେ ଓ ବାବିଲ ସମାନଙ୍କେ ଦ୍ବାରା ଅଧିକୃତ ହବେ। ସମାନଙ୍କେର ବାଣ ନିପୁଣ ବୀର ପୁରୁଷର ବାଣପରି ହବେ। କୌଣସି ବାଣ ବିଫଳ ହବେ ନାହିଁ।
କିନ୍ତୁ ତୁମ୍ଭମାନଙ୍କର ମାତା ଅତିଶଯ ଲଜ୍ଜିତା ହବେ, ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶ ହବେେ। ବାବିଲ ଗୋଷ୍ଠୀଗଣ ମଧିଅରେ ନ୍ଯୁନ ହବେ। ଆଉ ସେ ପ୍ରାନ୍ତର ଶୁଷ୍କସ୍ଥାନ ଓ ମରୁଭୂମି ହବେ।
ସଦାପ୍ରଭୁ କହନ୍ତି, କଲଦୀଯମାନଙ୍କୁ ବାବିଲର ଅଧିପତିଗଣଙ୍କୁ ଓ ଜ୍ଞାନୀମାନଙ୍କୁ ଖଡ୍ଗ ବିନାଶ କରିବ।
ବାବିଲ ଆଉ କବେେ ଜନବସତି ଯୋଗ୍ଯ ହବେ ନାହିଁ। ବନ୍ଯପଶୁ, କନ୍ଦେୁଆମାନେ ସଠାେ ରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ଯ ହବେ ନାହିଁ।
ଦେଖ, ଉତ୍ତର ଦିଗରୁ ଏକ ଶକ୍ତିଶାଳୀ ଗୋଷ୍ଠୀରୁ ଲୋକମାନେ ଆସୁଛନ୍ତି ଓ ପୃଥିବୀସ୍ଥ ସମସ୍ତ ପ୍ରାନ୍ତରୁ ବହୁରାଜା ଏକତ୍ର ଆସୁଛନ୍ତି।
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହାଇେଛି। ତାହା ପାଇଁ କ୍ରନ୍ଦନ କର, ତାହାର ବଦନୋ ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହାଇପୋରିବ।
ତୁମ୍ଭମାନେ ବାଣ ତୀକ୍ଷ୍ଣ କର, ଦୃଢ଼କରି ଢ଼ାଲ ଧର। ସଦାପ୍ରଭୁ ମାଦିଯ ରାଜଗଣର ମନ ଉତ୍ତଜେିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେ ହତେୁ ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ବଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶାଧେ ସ୍ବରୂପ ତାକୁ ଦଣ୍ଡ ଦବେେ।
ଆଉ ସଦାପ୍ରଭୁ କହନ୍ତି, ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାଯ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା।
ତା'ପ ରେ ବାବିଲ ଏକ ଧ୍ବଂସ ସ୍ତୁପ ରେ ପରିଣତ ହବେ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହବେ। ଲୋକମାନେ ଏହା ଦେଖି ଆତଙ୍କିତ ହବେେ ଏବଂ ଯେତବେେଳେ ସମାନେେ ଏହା ଦେଖିବେ 'ହିସ୍' ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହବେ।
ସେ ସମୟରେ ସ୍ବର୍ଗ, ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତ ବାବିଲ ବିଷଯ ରେ ଆନନ୍ଦ ରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।
ଆଉ କହିବ, ' ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷଯ ରେ କହିଅଛ ଯେ ତୁମ୍ଭେ ଏହାକୁ ବିନଷ୍ଟ କରିବ। ତହିଁ ମଧିଅରେ ମନୁଷ୍ଯ କି ପଶୁ କହେି ବାସ କରିବେ ନାହିଁ। ମାତ୍ର ତାହା ଚିରକାଳ ଧ୍ବଂସ ସ୍ଥାନ ହାଇେ ରହିବ।
ଆମ୍ଭେ ସମସ୍ତ ପ୍ରାଣୀ ଓ ସମସ୍ତ ମାନବମାନଙ୍କୁ ବିନଷ୍ଟ କରିବା। ଆକାଶର ପକ୍ଷୀ ଓ ସମୁଦ୍ରର ମାଛଗୁଡିକୁ ବିନାଶ କରିବା। ସମସ୍ତ ମନ୍ଦ ଲୋକ ଓ ସମସ୍ତ ଜିନିଷ ଯେଉଁଗୁଡିକ ସମାନଙ୍କେୁ ପାପ କରାଉଛି ସହେି ସବୁକୁ ଧ୍ବଂସ କରିବା। ସବୁ ଲୋକଙ୍କୁ ପୃଥିବୀରୁ ବିତାଡିତ କରିବା। ଏହିସବୁ କଥା ସଦାପ୍ରଭୁ କହିଲେ।
ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :