Home Bibles ଯିରିମିୟ 50:33 · ଓଡ଼ିଆ ବାଇବେଲ
ଯିରିମିୟ 50:33 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।

Cross references

ଯାତ୍ରା ପୁସ୍ତକ 5:2

କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।

ଯାତ୍ରା ପୁସ୍ତକ 8:2

ଯଦି ତୁମ୍ଭେ ମାରେ ଲୋକମାନଙ୍କୁ ଛାଡିବାକୁ ମନା କରିବ, ତବେେ ମୁଁ ମିଶରକୁ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ କରି ଦବେି।

ଯାତ୍ରା ପୁସ୍ତକ 9:2

ଯଦି ତୁମ୍ଭେ ଏପରି କର ଓ ମାରେ ଲୋକମାନଙ୍କୁ ୟିବାକୁ ନଦିଅ।

ଯାତ୍ରା ପୁସ୍ତକ 9:17

ତଥାପି ମଧ୍ଯ ତୁମ୍ଭେ ମାରେ ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମାରେ ଲୋକମାନଙ୍କୁ ମୁକ୍ତ କରୁନାହଁ।

ଯିଶାଇୟ 14:17

ଏ କ'ଣ ସହେି ଲୋକ ଯେ କି ନଗରଗୁଡ଼ିକୁ ଧ୍ବଂସ କରିଥିଲେ ଓ ସଗେୁଡ଼ିକୁ ମରୁଭୂମିରେ ପରିଣତ କରିଥିଲେ। ପୁଣି ୟୁଦ୍ଧ ରେ ବନ୍ଦୀମାନଙ୍କୁ ନିଜ ଗୃହକୁ ଛାଡ଼ି ନ ଥିଲେ।'

ଯିଶାଇୟ 47:6

ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।

ଯିଶାଇୟ 49:24

ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?

ଯିଶାଇୟ 51:23

ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।

ଯିଶାଇୟ 52:4

ସଦାପ୍ରଭୁ ମାରେ ପ୍ରଭୁ କୁହନ୍ତି, ଆମ୍ଭର ଲୋକମନେ ପ୍ରବାସ କରିବାକୁ ମିଶର ୟାଇଥିଲେ। ମାତ୍ର ଅଶୂରୀଯମାନେ ବିନା କାରଣ ରେ ସମାନଙ୍କେ ଉପ ରେ ଅତ୍ଯାଚାର କଲେ।

ଯିଶାଇୟ 58:6

ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?

ଯିରିମିୟ 30:20

ଯାକୁବର ସନ୍ତାନଗଣ ଇଶ୍ରାୟେଲର ପୂର୍ବପରି ହବେେ। ଆମ୍ଭେ ଇଶ୍ରାୟେଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସମାନଙ୍କେ ଉପ ରେ ଉପଦ୍ରବ କରିବେ ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ।

ଯିରିମିୟ 34:15

ପୁଣି ତୁମ୍ଭମାନେେ ଏହାପ ରେ ଆପଣା ପ୍ରତିବେଶୀଙ୍କୁ ମୁକ୍ତି କରି ଆମ୍ଭ ଦୃଷ୍ଟି ରେ ଯଥାର୍ଥ କର୍ମ କଲ। ଆଉ ଆମ୍ଭ ନାମ ରେ ଖ୍ଯାତ ମନ୍ଦିର ରେ ଆମ୍ଭ ସମ୍ମୁଖ ରେ ନିଯମ କରିଥିଲ।

ଯିରିମିୟ 50:7

ଯେଉଁମାନେ ସମାନଙ୍କେୁ ପାଇଲେ, ସମାନଙ୍କେୁ ଗ୍ରାସ କରିଅଛନ୍ତି। ସମାନଙ୍କେର ଶତ୍ରୁମାନେ କହିଲେ, 'ଆମ୍ଭମାନେେ କୌଣସି ପାପ କରି ନାହୁଁ।' କାରଣ ସମାନେେ ସଦାପ୍ରଭୁଙ୍କର ବିରୁଦ୍ଧ ରେ ପାପ କରିଅଛନ୍ତି, ସମାନଙ୍କେର ଧାର୍ମିକ ବିଶ୍ରାମସ୍ଥଳ ଯେଉଁମାନଙ୍କ ଉପ ରେ ସମାନଙ୍କେର ପୂର୍ବପୁରୁଷଗଣ ନିର୍ଭର କରିଥିଲେ।

ଯିରିମିୟ 50:17

ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।

ଯିରିମିୟ 51:34

ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।

ଯିଖରିୟ 1:15

ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ଯନ୍ତ କ୍ଷୁବ୍ଧ ଥିଲୁ। କାରଣ ସମାନେେ ବିପର୍ୟ୍ଯଯକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।

Interlinear

Choose Theme